ତା'ପରେ ସେ ଫରେିଆସି ପୁଣି ଶିଷ୍ଯମାନଙ୍କୁ ଶୋଇଥିବାର ଦେଖିଲେ। ସମାନଙ୍କେ ଆଖି ବହୁତ ଭାରି ହାଇେ ଯାଇଥିଲା। ସମାନେେ ସମାନଙ୍କେର ଆଖି ଖାଲିେ ପାରୁ ନଥିଲେ।
Cross references
ତୁମ୍ଭେ ସମୁଦ୍ର ମଧିଅରେ ଶଯନକାରୀ ଅବା ଜାହାଜର ମାସ୍ତୁଲ ଉପ ରେ ଶଯନକାରୀ ଲୋକତୁଲ୍ଯ ହବେ।
ୟୂନସ ଜାହଜ ରେ ଶାଇେଥିବାର ଦେଖି ଜାହାଜର କାପ୍ତାନ କହିଲେ, ଉଠ ଜାଗ୍ରତ ହୁଅ। ଶୋଇଛ କାହିଁକି? ତୁମ୍ଭର ଈଶ୍ବରଙ୍କୁ ପ୍ରାର୍ଥନା କର। ତୁମ୍ଭର ପ୍ରଭୁ ହୁଏତ ତୁମ୍ଭର ପ୍ରାର୍ଥନା ଶୁଣିବେ ଓ ଆମ୍ଭମାନଙ୍କୁ ରକ୍ଷା କରିବେ।
ସେତବେେଳେ ପିତର ଓ ଅନ୍ୟମାନେ ଶାଇେ ପଡିଥିଲେ। କିନ୍ତୁ ସମାନେେ ଉଠି ପଡିଲେ ଓ ଯୀଶୁଙ୍କ ମହିମା ଦେଖିଲେ। ଯୀଶୁଙ୍କ ସହିତ ଠିଆ ହାଇେଥିବା ଅନ୍ୟ ଦୁଇଜଣଙ୍କୁ ମଧ୍ଯ ସମାନେେ ଦେଖିଲେ:
ଇଉତୁଖ ନାମକ ଜଣେ ୟୁବକ ଝରକା କଡ଼ ରେ ବସି ଖୁବ୍ ନିଦ ରେ ଶାଇେ ପଡ଼ିଥିଲା। ପାଉଲ କହି ଚ଼ାଲିଥିଲା ବେଳେ ସେ ନିଘୋଡ଼ ନିଦ ରେ ଶାଇେପଡ଼ି ତିନି ମହଲାରୁ ଖସି ପଡ଼ିଲା। ଯେତବେେଳେ ସମାନେେ ତାହାକୁ ଉଠାଇଲେ, ସେ ମରିସାରିଥିଲା।
ପ୍ରେତ୍ୟକକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ବୀକାର କରିବା ଉଚିତ୍। କାରଣ ସମାନଙ୍କେ ଏହି କ୍ଷମତା ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁ ମାନେ ଅଧିକାରୀ , ପରମେଶ୍ବରଙ୍କ ଦ୍ବାରା ସମାନଙ୍କେୁ ଏହି କ୍ଷମତା ପ୍ରଦାନ କରା ଯାଇଛି।
ଅତଏବ ଆମ୍ଭମାନେେ ଅନ୍ୟ ଲୋକମାନଙ୍କ ଭଳି ଶାଇେ ରହିବା ଉଚିତ୍ ନୁହେଁ। ଆମ୍ଭେ ଜାଗ୍ରତ ରହିବା ଦରକାର। ନିଜ ଉପରେ ଆମ୍ଭର ସଂୟମ ଥିବା ଆବଶ୍ଯକ।