ମାଥିଉଲିଖିତ ସୁସମାଚାର 26:50 · ଓଡ଼ିଆ ବାଇବେଲ
ଯୀଶୁ କହିଲେ, ବନ୍ଧୁ ତୁମ୍ଭେ ଯେଉଁ କାମ ରେ ଆସିଛ, ତାହା କର!
Cross references
ଦିତୀୟ ଶାମୁୟେଲ 16:17
ଅବଶାଲୋମ ହୂଶଯକକ୍ସ୍ଟ କହିଲେ, ତୁମ୍ଭେ ସାଙ୍ଗ ପ୍ରତି କାହିଁକି ବିଶ୍ବସ୍ତ ନକ୍ସ୍ଟହଁ, ତୁମ୍ଭେ କାହିଁକି ନିଜର ସାଙ୍ଗ ସହିତ ଗଲ ନାହିଁ?
ଗୀତସଂହିତା 41:9
ମାରେ ଅନ୍ତରଙ୍ଗ ବନ୍ଧୁ ମାେ ସହିତ ଭୋଜନ କଲେ ଏବଂ ମୁଁ ତାଙ୍କୁ ବିଶ୍ବାସ କଲି। କିନ୍ତୁ ଦେଖ, ସେ ଆଜି ମାେ ବିରୁଦ୍ଧରେ ଯାଉଛନ୍ତି।
ଗୀତସଂହିତା 55:13
କିନ୍ତୁ ତୁମ୍ଭେ ମାରେ ସହୟୋଗୀ, ସହପାଠୀ ଓ ସାଂଗମାନେ, ୟିଏ ଏହା କରନ୍ତି।
ମାଥିଉଲିଖିତ ସୁସମାଚାର 20:13
ଜମିଦାର ସହେି ଶ୍ରମିକମାନଙ୍କ ଭିତରୁ ଜଣକୁ କହିଲେ, 'ବନ୍ଧୁ, ମୁଁ ତୁମ୍ଭ ପ୍ରତି ଅନ୍ଯାୟ କରିନାହିଁ। ତୁମ୍ଭେ ଗୋଟିଏ ଗୋଟିଏ ରେ ୗପ୍ୟମୁଦ୍ରା ନଇେ କାମ କରିବ ବୋଲି ମାେ ସାଙ୍ଗ ରେ ରାଜି ହାଇେ ନଥିଲ କି?
ମାଥିଉଲିଖିତ ସୁସମାଚାର 22:12
ରାଜା ତାହାଙ୍କୁ ପଚ଼ାରିଲେ, 'ବନ୍ଧୁ, ତୁମ୍ଭେ ବିବାହ ପୋଷାକ ନପିନ୍ଧି ଓ ଭିତରକୁ କମେିତି ଆସିଲ?' କିନ୍ତୁ ଲୋକଟି କିଛି କହିଲା ନାହିଁ।
ଲୂକଲିଖିତ ସୁସମାଚାର 22:48
କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ୟିହୂଦା, ତୁମ୍ଭେ କ'ଣ ମନୁଷ୍ଯପୁତ୍ରଙ୍କୁ ତାହାଙ୍କ ଶତୃମାନଙ୍କ ହାତ ରେ ଦଇେ ଦବୋପାଇଁ ବଂଧୁତାର ଚୁମ୍ବନକୁ ବ୍ଯବହାର କରୁଛ?