Cross references
ସହେି ଇଶ୍ରାୟେଲୀୟ ସ୍ତ୍ରୀର ସନ୍ତାନ ସଦାପ୍ରଭୁଙ୍କ ନାମକୁ ନିନ୍ଦାକରି ଅଭିଶାପ ଦଲୋ। ତେଣୁ ଲୋକମାନେ ତାହାକୁ ମାଶାଙ୍କେ ନିକଟକୁ ଆଣିଲେ। ସହେି ଇଶ୍ରାୟେଲୀୟ ସ୍ତ୍ରୀ ନାମ ଶଲମେୀତ୍ ଓ ସେ ଦାନ ବଂଶୀଯ ଦିବ୍ରୀର କନ୍ଯା ଥିଲା।
ଏହା ମାରେ ଶତ୍ରୁଗଣ ମାେ ବିଷଯରେ କହନ୍ତି, ମୁଁ ଆଶାକରେ ମାେ ବିରୁଦ୍ଧରେ ୟିଏ ଦୁଷ୍ଟକତା କୁ ହେ ସଦାପ୍ରଭୁ ଏହିସବୁ ବିଷଯ ସହେି ଲୋକମାନଙ୍କ ପ୍ରତି କରନ୍ତୁ।
ୟିଦୂଦୀମାନେ ଉତ୍ତର ଦେଲେ, ଆମ୍ଭର ବ୍ଯବସ୍ଥା ଅନୁସାରେ ସେ ମୃତ୍ଯୁଦଣ୍ଡ ପାଇବା ଉଚିତ କାରଣ ସେ ନିଜକୁ ପରମେଶ୍ବରଙ୍କର ପୁତ୍ର ବୋଲି କହିଅଛି।
ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନକରି ଛାଡ଼ି ନାହାଁନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସହେି ଧାର୍ମିକ ବ୍ଯକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସହେି ଲୋକମାନଙ୍କୁ ମଧ୍ଯ ମାରି ଦଇେଥିଲେ। ବର୍ତ୍ତମାନ ତୁମ୍ଭମାନେେ ସହେି ଧାର୍ମିକ ବ୍ଯକ୍ତିଙ୍କୁ ପ୍ରତାରିତ ଓ ହତ୍ଯା କରିଛ।
ୟିରୂଶାଲମ ବାସିନ୍ଦାମାନେ ଓ ଯିହୂଦୀନେତାମାନେ ଯୀଶୁଙ୍କୁ ଚ଼ିହ୍ନି ପାରିଲେ ନାହିଁ। ସମାନେେ ତାହାଙ୍କୁ ଦଣ୍ଡ ଦେଲେ। ଏହି ପ୍ରକା ରେ ସମାନେେ ଭବିଷ୍ଯଦ୍ବକ୍ତାମାନଙ୍କ ବାକ୍ଯ ସଫଳ କଲେ। ଭବିଷ୍ଯଦ୍ବକ୍ତାମାନଙ୍କର ଏହି ବାକ୍ଯ ସବୁ ପ୍ରତି ବିଶ୍ରାମ ଦିବସ ରେ ପଢ଼ାଯାଏ।
ତୁମ୍ଭେ ଉତ୍ତମ ଲୋକମାନଙ୍କୁ କୌଣସି ଦୟା ଦଖାଇେଲ ନାହିଁ। ସମାନେେ ତୁମ୍ଭର ବିରୋଧୀ ନ ଥିଲେ ମଧ୍ଯ, ତୁମ୍ଭେ ସମାନଙ୍କେୁ ହତ୍ଯା କରିଛ।