ଯୀଶୁ ସଠାେରେ ଥିବା ସମୟରେ ଜଣେ ସ୍ତ୍ରୀଲୋକ ତାହାଙ୍କ ପାଖ ରେ ଆସି ପହଞ୍ଚିଲା। ସେ ଗୋଟିଏ ପାତ୍ର ରେ ବହୁ ମୂଲ୍ଯବାନ ମୁଗନ୍ଧିତ ଅତର ଆଣିଥିଲା। ସେ ଅତରତକ ଯୀଶୁଙ୍କ ମୁଣ୍ତ ଉପରେ ଢ଼ାଳି ଦଲୋ। ସେତବେେଳେ ଯୀଶୁ ଖାଉଥିଲେ।
Cross references
ଏହି ଅତ୍ଯୁତ୍ତମ ସୁଗନ୍ଧି ଦ୍ରବ୍ଯ, ଅର୍ଥାତ୍ ପବିତ୍ରସ୍ଥାନର ଶକେଲ ଅନୁସାରେ ପାଞ୍ଚଶତ ଶକେଲ ନିର୍ମଳ ଗନ୍ଧରସ ଓ ତା'ର ଅଧା ଅର୍ଥାତ୍ ଅଢାଇଶ ଶକେଲ ସୁଗନ୍ଧି ବାରୁଚିନୀ ଓ ଅଢାଇଶତ ଶକେଲ ସୁଗନ୍ଧି ବଚ ସଂଗ୍ରହ କର।
ଏହା ହାରୋଣଙ୍କର ମସ୍ତରେ ବହୁମୂଲ୍ଯ ତୈଳ ସ୍ବରୂପ ୟାହା ତାଙ୍କ ଦାଢ଼ି ବାଟେ ବହି ତାହାଙ୍କ ବସ୍ତ୍ରାଞ୍ଚଳରେ ପଡ଼େ।
ତୁମ୍ଭର ବସ୍ତ୍ର ସର୍ବଦା ଶୁଭ୍ର ଥାଉ ଓ ତୁମ୍ଭ ମସ୍ତକରେ ତୈଳର ଅଭାବ ନ ହେଉ।
କିଛି ମଲାମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରିପକାଏ। ଠିକ୍ ସପରେି ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରି।
ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ। ତୁମ୍ଭ ନାମ ଢ଼ଳା ସୁଗନ୍ଧି ତୈଳ ସ୍ବରୂପ। ତେଣୁ କୁମାରୀଗଣ ତୁମ୍ଭକୁ ପ୍ ରମେ କରନ୍ତି।
ତୁମ୍ଭେ ତୈଳ ନଇେ ରାଜା ନିକଟକୁ ୟାଇଅଛ ଓ ନିଜର ସୁଗନ୍ଧି ଦ୍ରବ୍ଯ ବୃଦ୍ଧି କରିଅଛ। ତୁମ୍ଭେ ଦୂର ଦେଶକୁ ନିଜର ଦୂତଗଣଙ୍କୁ ପଠାଇଅଛ ଓ ନିଜକୁ ପାତାଳ ପର୍ୟ୍ଯନ୍ତ ମୃତ୍ଯୁର ସ୍ଥାନ ହତଗର୍ବ କରିଛ।
ସହେି ସମୟରେ ସହେି ନଗର ରେ ଜଣେ ପାପୀ ସ୍ତ୍ରୀ ଲୋକ ଥିଲା। ସେ ଜାଣିପାରିଲା ଯେ ଯୀଶୁ ଫାରୁଶୀଙ୍କ ଘ ରେ ଖାଉଛନ୍ତି। ତେଣୁ ସହେି ସ୍ତ୍ରୀ ଲୋକଟି ଗୋଟିଏ ସ୍ଫଟିକ ପାତ୍ର ରେ କିଛି ଅତର ଆଣିଲା।
ତୁମ୍ଭେ ମାେ ମୁଣ୍ଡ ରେ ତଲେ ଲଗାଇଲ ନାହିଁ, କିନ୍ତୁ ଏ ସ୍ତ୍ରୀ ଲୋକଟି ମାେ ପାଦ ରେ ଅତର ଲଗାଇଲା।
ସଠାେରେ ଯୀଶୁଙ୍କ ପାଇଁ ଗୋଟିଏ ଭୋଜି ପ୍ରସ୍ତୁତ ହାଇେଥିଲା। ମାର୍ଥା ଖାଦ୍ୟ ପରିବଷେଣ କରୁଥିଲେ। ଯୀଶୁଙ୍କ ସହିତ ଅନ୍ୟ ଲୋକମାନଙ୍କ ମଧିଅରେ ଲାଜାର ମଧ୍ଯ ଖାଉଥିଲେ।