Home Bibles ମାଥିଉଲିଖିତ ସୁସମାଚାର 26:74 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 26:74 · ଓଡ଼ିଆ ବାଇବେଲ

ପିତର ନିଜକୁ ଧିକ୍କାର କରି ରାଣ ପକାଇ କହିଲେ, ମୁଁ ସେ ଲୋକଙ୍କୁ ଜାଣେ ନାହିଁ। ସତେିକି ବେଳେ କୁକୁଡ଼ା ଡ଼ାକିଲା।

Cross references

ବିଚାରକର୍ତାମାନଙ୍କ ବିବରଣ 17:2

ମୀଖା ତା'ର ମା'କକ୍ସ୍ଟ ଥରେ କହିଲା, ତୁମ୍ଭର ମନେ ଅଛି କି ଥରେ ତୁମ୍ଭର 1,100 ଖଣ୍ତ ରୂପା ଗ୍ଭରେି ହାଇେଥିଲା ଏବଂ କାହାକକ୍ସ୍ଟ ତୁମ୍ଭେ ଶାପ ଦେଉଥିବାର ଶକ୍ସ୍ଟଣିଲି। ସହେି ରୂପା ମାେ ପାଖ ରେ ଅଛି, ମୁ ଏହା ଦେଖିଲି।

ବିଚାରକର୍ତାମାନଙ୍କ ବିବରଣ 21:18

କିନ୍ତୁ ଆମ୍ଭେ ଆମର ଝିଅମାନଙ୍କୁ ସମାନଙ୍କେୁ ବିବାହ ଦବୋନାହିଁ। ଆମ୍ଭମାନେେ ଏହିପରି ପ୍ରତିଜ୍ଞା କରିଅଛକ୍ସ୍ଟ, ' ଯେ କହେି ବିନ୍ଯାମୀନକକ୍ସ୍ଟ କନ୍ଯା ଦବେ ସେ ଶାପଗ୍ରସ୍ଥ ହବେ ବୋଲି ଆମ୍ଭେ ସଦାପ୍ରଭୁଙ୍କଠା ରେ ଶପଥ ନଇେଛକ୍ସ୍ଟ।'

ପ୍ରଥମ ଶାମୁୟେଲ 14:24

କିନ୍ତୁ ଶାଉଲ ସଦେିନ ପକ୍ସ୍ଟଣି ଏକ ଭୂଲ୍ କଲେ। ଯେତବେେଳେ ସୈନ୍ଯମାନେ କ୍ଲାନ୍ତ ଓ କ୍ଷକ୍ସ୍ଟଧାର୍ତ୍ତ ହେଲେ, ଶାଉଲ ସମାନଙ୍କେୁ, ଯଦି କୌଣସି ଲୋକ ସଂନ୍ଧ୍ଯା ପୂର୍ବରକ୍ସ୍ଟ କିମ୍ବା ଶତୃ ବିନାଶ କରିବା ପୂର୍ବରକ୍ସ୍ଟ ଖାଦ୍ୟ ଗ୍ରହଣ କରେ, ତବେେ ସେ ଦଣ୍ତିତ ହବେ। ସେ ସମାନଙ୍କେୁ ଏହି ପ୍ରତିଜ୍ଞା କରିବା ପାଇଁ ବାଧ୍ଯ କଲେ। ତେଣୁ ଇଶ୍ରାୟେଲୀୟ ସୈନ୍ଯଗଣ କିଛି ଖାଦ୍ୟ ଗ୍ରହଣ କଲେ ନାହିଁ।

ମାଥିଉଲିଖିତ ସୁସମାଚାର 10:28

ଲୋକଙ୍କୁ ଭୟ କର ନାହିଁ। ସମାନେେ କବଳେ ତୁମ୍ଭର ଶରୀରକୁ ମାରି ପାରିବେ। ମାତ୍ର ତୁମ୍ଭର ଆତ୍ମାକୁ ମାରି ପାରିବେ ନାହିଁ। ତୁମ୍ଭେ କବଳେ ପରମେଶ୍ବରଙ୍କୁ ଭୟ କର। ସେ କବଳେ ତୁମ୍ଭର ଶରୀର ଓ ଆତ୍ମା ଉଭୟକୁ ନଷ୍ଟ କରି ଦଇେ ପାରିବେ। ସେ ଶରୀର ଓ ଆତ୍ମା ଉଭୟକୁ ନର୍କକୁ ପଠଇେ ପାରିବେ।

ମାଥିଉଲିଖିତ ସୁସମାଚାର 10:32

ଯଦି କହେି ଲୋକ ସମସ୍ତଙ୍କ ଆଗ ରେ ଠିଆ ହାଇେ କୁ ହେ ଯେ, ସେ ମାେତେ ବିଶ୍ବାସ କରେ ତବେେ ମୁଁ ମଧ୍ଯ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଆଗ ରେ କହିବି ଯେ ସେ ମାରେ ନିଜ ଲୋକ।

ମାଥିଉଲିଖିତ ସୁସମାଚାର 27:25

ସବୁ ଲୋକ ଉତ୍ତର ଦେଲେ, ଆମ୍ଭେ ତାହାଙ୍କ ମୃତ୍ଯୁ ପାଇଁ ଦାଯୀ ରହିବୁ। ତାହାଙ୍କ ମୃତ୍ଯୁ ପାଇଁ ଯେ କୌଣସି ଦଣ୍ଡ ପାଇବାକୁ ଯୋଗ୍ଯ, ଆମ୍ଭ ନିଜ ପାଇଁ ଓ ଆମ୍ଭ ପିଲାମାନଙ୍କ ପାଇଁ ସେଥି ରେ ରାଜି ଅଛୁ।

ମାର୍କଲିଖିତ ସୁସମାଚାର 14:30

ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ଆଜି ରାତି ରେ କୁକୁଡା ଦ୍ବିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମାେତେ ଚିହ୍ନି ନାହଁ ବୋଲି ତିନିଥର କହିବ।

ମାର୍କଲିଖିତ ସୁସମାଚାର 14:68

ପିତର କିନ୍ତୁ କହିଲେ ଯେ, ସେ କବେେ ହେଲେ ଯୀଶୁଙ୍କ ସାଙ୍ଗ ରେ ନଥିଲେ। ସେ କହିଲେ, ତୁମ୍ଭେ କାହା ବିଷୟ ରେ କହୁଛ, ସେ ସବୁ ମୁଁ ଜାଣି ପାରୁନି କି ବୁଝି ପାରୁନାହିଁ। ତା'ପରେ ପିତର ସେ ସ୍ଥାନ ଛାଡି ଅଗଣାର ପ୍ରଦେଶ-ଦ୍ବାର ପାଖକୁ ଚାଲିଗଲେ।

ମାର୍କଲିଖିତ ସୁସମାଚାର 14:71

ତା'ପରେ ପିତର ଅଭିଶାପ ଦବୋକୁ ଲାଗିଲେ। ସେ ଦୃଢ ଭାବରେ କହିଲେ, ମୁଁ ପରମେଶ୍ବରଙ୍କ ନାମ ରେ ଶପଥ କରି କହୁଛି ଯେ, ତୁମ୍ଭମାନେେ ଯେଉଁ ଲୋକ ବିଷୟ ରେ କହୁଛ, ମୁଁ ତାହାକୁ ଆଦୌ ଜାଣେ ନାହିଁ।

ଲୂକଲିଖିତ ସୁସମାଚାର 22:60

କିନ୍ତୁ ପିତର କହିଲେ, ନା ଭାଇ! ତୁମ୍ଭେ ଯାହା କହୁଛ, ମୁଁ ତାହା ଜାଣେ ନାହିଁ।

ଯୋହନଲିଖିତ ସୁସମାଚାର 18:27

କିନ୍ତୁ ପିତର ପୁଣି ଥରେ କହିଲେ, ନା, ମୁଁ ତାହାଙ୍କ ସହିତ ନଥିଲି। ଠିକ୍ ସତେିକି ବେଳେ ଗୋଟିଏ କୁକୁଡା ଡାକିଲା।

ଯୋହନଲିଖିତ ସୁସମାଚାର 21:15

ସମାନେେ ଖାଇବା ପରେ ଯୀଶୁ ଶିମାନେ ପିତରଙ୍କୁ କହିଲେ, ଯୋହନଙ୍କର ପୁତ୍ର ଶିମାନେ। ତୁମ୍ଭେ କ'ଣ ମାେତେ ଏମାନଙ୍କ ଅପେକ୍ଷା ଅଧିକ ପ୍ ରମେ କର?

ରେରିତମାନଙ୍କ କାର୍ଯ୍ୟର ବିବରଣ 23:12

ତହିଁ ଆରଦିନ କେତକେ ଯିହୂଦୀ ଗୋଟିଏ ଯୋଜନା କଲେ। ସମାନେେ ପାଉଲଙ୍କୁ ହତ୍ଯା କରିବା ପାଇଁ ଚାହିଁଲେ। ତାହାଙ୍କୁ ହତ୍ଯା ନକରିବା ପର୍ୟ୍ଯନ୍ତ ସମାନେେ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ଶପଥ କଲେ।

ରୋମୀୟଙ୍କ ପ୍ରତି ପତ୍ର 9:3

ସମାନେେ ମାରେ ଭାଇ ଓ ଭଉଣୀ। ସମାନେେ ଏହି ସଂସାର ରେ ମାରେ ପରିବାର। ମୁଁ ସମାନଙ୍କେୁ ସାହାୟ୍ଯ କରିପା ରେ। ମୁଁ ନିଜେ ଅଭିଶପ୍ତ ହବୋ ପାଇଁ ଇଛୁକ, ଓ ଖ୍ରୀଷ୍ଟଙ୍କଠାରୁ ପୃଥକ ରହି ଶାପଗ୍ରସ୍ତ ହାଇପୋ ରେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:22

ଯଦି କିଏ ପ୍ରଭୁଙ୍କୁ ପ୍ ରମେ କରୁ ନାହିଁ, ତାହାହେଲେ ସେ ଲୋକ ପରମେଶ୍ବରଙ୍କ ଠାରୁ ବିଚ୍ଛିନ୍ନ ହାଇେ ସେ ଅନନ୍ତକାଳ ପାଇଁ ବିନଷ୍ଟ ହବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:19

ମୁଁ ଯେଉଁମାନଙ୍କୁ ପ୍ ରମେ କରେ ସମାନଙ୍କେୁ ସଂ ଶାଧେନ କରେ ଓ ଦଣ୍ଡ ଦିଏ। ତେଣୁ କଠିନ ଚେଷ୍ଟା କର। ନିଜ ହୃଦୟ ଓ ନିଜ ଜୀବନ ପରିବର୍ତ୍ତନ କର।

Interlinear

Choose Theme