Home Bibles ମାଥିଉଲିଖିତ ସୁସମାଚାର 27:12 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 27:12 · ଓଡ଼ିଆ ବାଇବେଲ

କିନ୍ତୁ ଯେତବେେଳେ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ ତାହାଙ୍କୁ ଅଭିୟୁକ୍ତ କଲେ ସେ କିଛି ଉତ୍ତର ଦେଲନୋହିଁ।

Cross references

ଗୀତସଂହିତା 38:13

ମୁଁ ଏକ ବଧୀର ବ୍ଯକ୍ତି ତୁଲ୍ଯ, ୟିଏ ଶୁଣିପାରେ ନାହିଁ। ମୁଁ ଏକ ମୂକ ବ୍ଯକ୍ତି ତୁଲ୍ଯ, ୟିଏ କଥା କହିପାରେ ନାହିଁ।

ଯିଶାଇୟ 53:7

ସେ ଆହତ ହେଲେ ଓ ପ୍ରହାରିତ ହେଲେ, ତଥାପି ସେ ନମ୍ର ହାଇେ ନୀରବ ରହିଲେ। ବଧଭୂମିକୁ ନିଆ ଯାଉଥିବା ମଷେ ଶାବକ ତୁଲ୍ଯ ଓ ଲୋମ ଛଦନକୋରୀଙ୍କ ସମ୍ମୁଖ ରେ ନିରୀହ ମଷେ ତୁଲ୍ଯ ସେ ନିଜର ମୁଖ ଫିଟାଇଲେ ନାହିଁ।

ମାଥିଉଲିଖିତ ସୁସମାଚାର 26:63

ଯୀଶୁ କିନ୍ତୁ ଚୁପ୍ ରହିଲେ।

ମାଥିଉଲିଖିତ ସୁସମାଚାର 27:14

କିନ୍ତୁ ଯୀଶୁ ଗୋଟିଏ ହେଲେ ଉତ୍ତର ତାହାଙ୍କୁ ଦବୋକୁ ମନାକଲେ। ଏଥି ରେ ପୀଲାତ ବଡ଼ ଆଶ୍ଚର୍ୟ୍ଯ ହାଇଗେଲେ।

ମାର୍କଲିଖିତ ସୁସମାଚାର 15:3

ପ୍ରଧାନ ଯାଜକମାନେ ଅନକେ ବିଷୟ ରେ ଯୀଶୁଙ୍କୁ ଅଭିୟୁକ୍ତ କଲେ।

ଯୋହନଲିଖିତ ସୁସମାଚାର 19:9

ସେ ପ୍ରାସାଦ ଭିତରକୁ ଫରେିଗଲେ ଓ ଯୀଶୁଙ୍କ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଛ? ମାତ୍ର ଯୀଶୁ କିଛି ଉତ୍ତର ଦେଲେ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:32

ସେ ଶାସ୍ତ୍ରର ପାଠ କରିଥିବା ଅଂଶ ଏହା ଥିଲା:

ପିତରଙ୍କ ପ୍ରଥମ ପତ୍ 2:23

ଲୋକେ ଖ୍ରୀଷ୍ଟଙ୍କୁ ମନ୍ଦ କଥା କହିଲେ, କିନ୍ତୁ ଯୀଶୁ ସମାନଙ୍କେୁ ମନ୍ଦ କଥା କହି ନାହାଁନ୍ତି। ଯୀଶୁ ଯାତନା ସହିଲେ, କିନ୍ତୁ ସେ ଲୋକଙ୍କୁ ଧମକ ଦଇେ କିଛି କହି ନ ଥିଲେ। ଯୀଶୁ ତାହାଙ୍କ ଯତ୍ନ ନବୋ ପାଇଁ ପରମେଶ୍ବରଙ୍କ ଠା ରେ ନିର୍ଭରଶୀଳ ହେଲେ।

Interlinear

Choose Theme