ତା'ପରେ ପୀଲାତ ସମାନଙ୍କେୁ ପଚ଼ାରିଲେ, ତବେେ ଯେଉଁ ଯୀଶୁଙ୍କୁ ଖ୍ରୀଷ୍ଟ କୁହାୟାଏ ତାହାଙ୍କ ପ୍ରତି ମୁଁ କ'ଣ କରିବି?
Cross references
ଅଚିହ୍ନା ଲୋକଙ୍କୁ ମୁଁ ଯେ ସବୁବେଳେ ଆହାର ଦଇେ ଆସିଛି ତାହା ମାେ ଗୃହର ସମସ୍ତ ଲୋକ ଜାଣନ୍ତି।
ସମାନେେ ମାେତେ କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କୁ ସାହାୟ୍ଯ ପାଇଁ ଡ଼ାକ, ସେ ତୁମ୍ଭକୁ ଉଦ୍ଧାର କରିପାରନ୍ତି। ୟଦି ସେ ତୁମ୍ଭକୁ ପ୍ରକୃତରେ ଭଲ ପାଉଥାନ୍ତି ତବେେ ନିଶ୍ଚଯ ତୁମ୍ଭକୁ ସାହାୟ୍ଯ କରିବାକୁ ଆଗଇେ ଆସିବେ।
ଯାହାକୁ ମନୁଷ୍ଯ ଅବଜ୍ଞା କରେ, ଯାହାକୁ ଦେଶୀଯ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ, ତାକୁ ଇଶ୍ରାୟେଲର ମୁକ୍ତିଦାତା ଓ ତା'ର ଧର୍ମସ୍ବରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ବସନୀଯ ଓ ଇଶ୍ରାୟେଲର ଧର୍ମସ୍ବରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାଙ୍କ ସକାେଶ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।
କାରଣ ସେ ତାହାଙ୍କ ଦୃଷ୍ଟି ରେ ଚାରା ତୁଲ୍ଯ ଓ ଶୁଷ୍କ ଭୂମିରେ ଉତ୍ପନ୍ନ ମୂଳତୁଲ୍ଯ ବଢ଼ିଲେ। ତାଙ୍କର ଐଶ୍ଚର୍ୟ୍ଯ କି ରୂପ, ଯାହାକୁ ଆମ୍ଭେ ଦେଖି ପାରିବା, ତାଙ୍କର ସୌନ୍ଦର୍ୟ୍ଯ ନାହିଁ, ଯାହା ଆମ୍ଭକୁ ଆକର୍ଷଣ କରିବ।
ଆମ୍ଭେ ଏକମାସ ମଧିଅରେ ତିନିଜଣ ମଷେପାଳକଙ୍କୁ ଧ୍ବଂସ କଲୁ। ଆମ୍ଭେ ସମାନଙ୍କେ ଉପ ରେ ଅର୍ଧୈୟ୍ଯ ଥିଲୁ ଏବଂ ସମାନେେ ଆମ୍ଭକୁ ଘୃଣା କଲେ।
ଯାକୁବ ଯୋଷଫଙ୍କେ ବାପା।
ତେଣୁ ଯେତବେେଳେ ସବୁଲୋକେ ଏକାଠି ଜମା ହେଲେ, ସେତବେେଳେ ପୀଲାତ ସମାନଙ୍କେୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପାଇଁ ଜଣେ ଲୋକକୁ ମୁକ୍ତ କରିବି। ବାରବ୍ବା ଓ ଯୀଶୁଙ୍କ ମଧ୍ଯରୁ କାହାକୁ ମୁକ୍ତ କରିବାକୁ ଚାହୁଁଛ?
ପ୍ରଧାନ ଯାଜକ ଓ ସମଗ୍ର ୟିହୁଦୀ ସହାସଭା ଯୀଶୁଙ୍କୁ ମୃତ୍ଯୁଦଣ୍ଡ ଦବୋ ପାଇଁ ତାହାଙ୍କ ବିରୁଦ୍ଧ ରେ କୌଣସି ଦୋଷର ପ୍ରମାଣ ପାଇବା ପାଇଁ ଚେଷ୍ଟା କଲେ, କିନ୍ତୁ ସମାନେେ ମୃତ୍ଯୁଦଣ୍ଡ ଦବୋ ଭଳି କୌଣସି ପ୍ରମାଣ ପାଇଲେ ନାହିଁ।
ପୀଲାତ ଲୋକମାନଙ୍କୁ ଆହୁରିଥରେ ପଚାରିଲେ, ତୁମ୍ଭମାନେେ ଯାହାକୁ ଯିହୂଦୀମାନଙ୍କର ରାଜା ବୋଲି କହୁଛ, ମୁଁ ତାହାଙ୍କ ପ୍ରତି କ'ଣ କରିବା ପାଇଁ ତୁମ୍ଭମାନେେ ଚାହୁଁଛ?
ପୀଲାତ ଯୀଶୁଙ୍କୁ ମୁକ୍ତ କରି ଦବୋକୁ ଚାହୁଁଥିଲେ। ତେଣୁ ପୁଣିଥରେ ପୀଲାତ ସମାନଙ୍କେୁ କହିଲେ ଯେ ସେ ଯୀଶୁଙ୍କୁ ଛାଡି ଦବେେ।
ସଦେିନ ନିସ୍ତାରପର୍ବ ସପ୍ତାହର ପ୍ରସ୍ତୁତି ଦିନର ମଧ୍ଯାହ୍ନ ସମୟ ଥିଲା। ପୀଲାତ ଯିହୂଦୀମାନଙ୍କୁ କହିଲେ, ତୁମ୍ଭର ରାଜାଙ୍କୁ ଦେଖ।
ତେଣୁ ଭାଇମାନେ, ତୁମ୍ଭମାନଙ୍କର ଜାଣିବା ଉଚିତ ଯେ, କବଳେ ଏହି ଜଣଙ୍କ ଦ୍ବାରା ହିଁ ତୁମ୍ଭମାନଙ୍କର ସମସ୍ତ ପାପ କ୍ଷମା ହାଇପୋ ରେ।