Home Bibles ମାଥିଉଲିଖିତ ସୁସମାଚାର 27:23 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 27:23 · ଓଡ଼ିଆ ବାଇବେଲ

ପୀଲାତ ପଚ଼ାରିଲେ, କାହିଁକି? ସେ କ'ଣ ଅପରାଧ କରିଛନ୍ତି? କିନ୍ତୁ ସମସ୍ତେ ଚିତ୍କାର କରି କହିଲେ, ତାହାଙ୍କୁ କୃଶ ରେ ଚ଼ଢ଼ଇେ ଦିଆଯାଉ।

Cross references

ଆଦି ପୁସ୍ତକ 37:18

ଯୋଷଫେର ଭାଇମାନେ ଦୂରରୁ ଦେଖିଲେ ଯେ, ସେ ଆସୁଛି। ଏବଂ ସେ ପହଞ୍ଚିଲା ପୂର୍ବରୁ ସମାନେେ ତାକୁ ହତ୍ଯା କରିବାକୁ ଯୋଜନା କଲେ।

ପ୍ରଥମ ଶାମୁୟେଲ 19:3

ତୁମ୍ଭେ ଯେଉଁଠା ରେ ଲକ୍ସ୍ଟଚିଥିବ, ମୁ ସେ ସ୍ଥାନ ନିକଟକକ୍ସ୍ଟ ୟାଇ ମାରେ ପିତାଙ୍କ ସହିତ ତକ୍ସ୍ଟମ୍ଭ ବିଷଯ ରେ କଥୋପକଥନ ହବେି। ଯଦି ମୁ କିଛି ଦେଖେ ତବେେ ମୁ ତୁମ୍ଭକୁ ଜଣାଇବି।

ପ୍ରଥମ ଶାମୁୟେଲ 20:31

ୟିଶୀର ପକ୍ସ୍ଟତ୍ର ଏ ପୃଥିବୀ ରେ ଯେତେ ଦିନ ବଞ୍ଚିଥାଏ େସତେ ଦିନ ପର୍ୟ୍ଯନ୍ତ ତୋର ରାଜ୍ଯ ଠିକ୍ ହବେ ନାହିଁ। ତେଣୁ ଲୋକ ପଠାଇ ତାକକ୍ସ୍ଟ ମାେ ପାଖକକ୍ସ୍ଟ ଆଣ କାରଣ ସେ ନିଶ୍ଚଯ ମରିବ।

ପ୍ରଥମ ଶାମୁୟେଲ 22:14

ଅହୀମଲକେ ରାଜାଙ୍କକ୍ସ୍ଟ ଉତ୍ତର ଦେଲେ, ଆପଣଙ୍କ ସମସ୍ତ ଦାସମାନଙ୍କ ମଧିଅରେ, ଦାଉଦ ପରି କିଏ ବିଶ୍ବାସୀ, ସତେ ମହାରାଜାଙ୍କ ଜ୍ବାଇଁ ଏବଂ ଦାଉଦ ହେଉଛନ୍ତି ତୁମ୍ଭର ଦହରେକ୍ଷୀମାନଙ୍କର ମକ୍ସ୍ଟଖ୍ଯ, ତକ୍ସ୍ଟମ୍ଭ ପରିବାରର ସମସ୍ତ ସଦସ୍ଯ ତାଙ୍କୁ ସମ୍ମାନ କରନ୍ତି।

ହିତୋପଦେଶ 16:30

ଯେଉଁ ଲୋକ ଆପଣା ଆଖି ମିଞ୍ଜି ମିଞ୍ଜି କରେ, ସେ କୁଟିଳ ବିଷଯ କଳ୍ପନା କରେ, ଏବଂ ଯେ ଆପଣା ଓଷ୍ଠ ଜାବୁଡ଼ି ଧ ରେ, ମନ୍ଦକର୍ମ ସିଦ୍ଧ କରୁଥାଏ।

ମାଥିଉଲିଖିତ ସୁସମାଚାର 21:38

କୃଷକମାନେ ପୁଅକୁ ଦେଖି ନିଜ ନିଜ ଭିତ ରେ କୁହା କୁହି ହେଲେ, 'ଏ ହେଉଛି ଜମିମାଲିକଙ୍କ ପୁଅ। ସେ ଏ ଜମିର ଉତ୍ତରାଧିକାରୀ। ଆମ୍ଭେ ଯଦି ତାକୁ ମାରିଦବୋ, ଏହି ସମ୍ପତ୍ତି ଆମ୍ଭର ହାଇଯେିବ।'

ରେରିତମାନଙ୍କ କାର୍ଯ୍ୟର ବିବରଣ 7:57

ଏଥି ରେ ଯିହୂଦୀ ନେତାମାନେ କାନ ରେ ହାତ ଦଇେ ଖୁବ୍ ଜାରେ ରେ ପାଟି କଲେ। ସମାନେେ ଏକାଠି ହାଇେ ସ୍ତିଫାନଙ୍କ ଆଡ଼କୁ ଦୌଡ଼ିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:5

କିନ୍ତୁ ଅବିଶ୍ବାସୀ ଯିହୂଦୀୟମାନେ ଈର୍ଷାପରାୟଣ ହାଇେ ବଜାରରୁ ଦୁଷ୍ଟ ଲୋକଙ୍କ ମଧ୍ଯରୁ ଗୋଟିଏ ଦଳ ଏକାଠି କଲେ ଓ ନଗର ରେ ଗଣ୍ଡଗୋଳ ସୃଷ୍ଟିକେଲ। ସମାନେେ ନଗର ରେ ଉପଦ୍ରବ କରି ଯାସୋନଙ୍କ ଘର ଉପରେ ଆକ୍ରମଣ କଲେ। ସମାନେେ ପାଉଲ ଓ ଶୀଲାଙ୍କୁ ଲୋକମାନଙ୍କ ଆଗକୁ ଧରି ଆଣିବା ପାଇଁ ଚେ଼ଷ୍ଟା କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:28

ସମାନେେ ଖୁବ୍ ଜାରେ ରେ ଚ଼ିତ୍କାର କରି କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ, ଆମ୍ଭକୁ ସାହାୟ୍ଯ କର। ଏ ଲୋକ ଆମ୍ଭ ଲୋକମାନଙ୍କ ବିରୁଦ୍ଧ ରେ, ଆମ୍ଭ ବ୍ଯବସ୍ଥା ଓ ଏହି ସ୍ଥାନ ବିରୁଦ୍ଧ ରେ ସବୁ ଲୋକମାନଙ୍କୁ ଶିକ୍ଷା ଦେଉଛି। ସେ ବର୍ତ୍ତମାନ କେତକେ ଗ୍ରୀକ୍ ଲୋକମାନଙ୍କୁ ମଧ୍ଯ ମନ୍ଦିର ଭିତରକୁ ଆଣିଛି ଓ ଆମ୍ଭର ଏହି ପବିତ୍ର ସ୍ଥାନକୁ ଅପବିତ୍ର କରିଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 22:22

ପାଉଲ ଏକଥା କହିବା ପର୍ୟ୍ଯନ୍ତ ଯିହୂଦୀମାନେ ଶୁଣୁଥିଲେ। ତା'ପରେ ସମାନେେ ସମସ୍ତେ ମିଶି ଖୁବ୍ ଜାରେ ରେ ପାଟି କରି କହିଲେ, ଏ ଲୋକକୁ ପୃଥିବୀରୁ ଦୂର କର। କାରଣ ସେ ବଞ୍ଚିରହିବା ପାଇଁ ଯୋଗ୍ଯ ନୁହଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:10

ଧୀ ରଧେୀ ରେ ଗଣ୍ଡଗୋଳ ବଢ଼ି ହିଂସ୍ରକ ହାଇେଉଠିଲା। ସନୋଧ୍ଯକ୍ଷ ଭାବିଲେ, ବୋଧେ ଲୋକେ ପାଉଲଙ୍କୁ ଖଣ୍ଡ ଖଣ୍ଡ କରି ପକାଇବେ। ତେଣୁ ପାଉଲଙ୍କୁ ସମାନଙ୍କେ ନିକଟରୁ ନଇେଆସି ସୈନ୍ଯ ନିବାସ ଭିତରୁ ନଇେ ୟିବା ନିମନ୍ତେ ସୈନିକମାନଙ୍କୁ ଆଦେଶ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:12

ତହିଁ ଆରଦିନ କେତକେ ଯିହୂଦୀ ଗୋଟିଏ ଯୋଜନା କଲେ। ସମାନେେ ପାଉଲଙ୍କୁ ହତ୍ଯା କରିବା ପାଇଁ ଚାହିଁଲେ। ତାହାଙ୍କୁ ହତ୍ଯା ନକରିବା ପର୍ୟ୍ଯନ୍ତ ସମାନେେ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ଶପଥ କଲେ।

Interlinear

Choose Theme