ପୀଲାତ ବାରବ୍ବାଙ୍କୁ ମୁକ୍ତ କରି ଦେଲେ ଓ ଯୀଶୁଙ୍କୁ ବତରେ ମାରିବା ପାଇଁ ଆଦେଶ ଦେଲେ। ତା'ପରେ ସେ ଯୀଶୁଙ୍କୁ କୃଶ ରେ ଚଢ଼ାଇବା ପାଇଁ ସୈନ୍ଯମାନଙ୍କୁ ହାତ ରେ ଅର୍ପଣ କଲେ।
Cross references
ମୁଁ ପ୍ରହାରକ ଦବୋ ପାଇଁ ମାରେପିଠି ଦଖାଇେ ଦବେି, ମାରେ ଦାଢ଼ି ଉପାଡ଼ିବା ପାଇଁ ମାରେ ଗାଲ ଦଖାଇେ ଦବେି, ପୁଣି ଅପମାନିତ ହବୋକୁ ଛପେ ପକାଇବାକୁ ମାରେ ମୁହଁ ଲୁଚାଇବି ନାହିଁ।
ମାତ୍ର ସେ ଆମ୍ଭମାନଙ୍କ ପାପ ଏବଂ ଅପରାଧ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଭୁଲ୍ କାର୍ୟ୍ଯ ପାଇଁ ସେ ଚୂର୍ଣ୍ଣ ହେଲେ। ସେ ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତିକୁ ଆପଣାର କରି ଦେଲେ। ତାଙ୍କର କ୍ଷତ ରେ ଆମ୍ଭମାନେେ ଆରୋଗ୍ୟ ଲାଭ କଲୁ।
ସମାନେେ ଯୀଶୁଙ୍କୁ ଅଣଯିହୂଦୀ ଲୋକଙ୍କ ହାତ ରେ ଦଇେ ଦବେେ। ସହେି ଲୋକମାନେ ଯୀଶୁଙ୍କୁ ଉପହାସ କରିବେ, କୋରଡ଼ା ରେ ପିଟିବେ ଏବଂ ଗୋଟିଏ କୃଶ ରେ ଚ଼ଢ଼ଇେ ତାହାଙ୍କୁ ମାରି ଦବେେ। କିନ୍ତୁ ମୃତ୍ଯୁର ତୃତୀୟ ଦିନ ସେ ପୁଣି ବଞ୍ଚି ଉଠିବେ।
ସମାନେେ ତାହାଙ୍କୁ ଉପହାସ କରିବେ ଓ ତାହାଙ୍କ ଉପରେ ଛପେ ପକାଇବେ। ତାହାଙ୍କୁ କୋରଡା ରେ ପିଟିବେ ଓ ଶଷେ ରେ ମାରି ପକାଇବେ। କିନ୍ତୁ ମୃତ୍ଯୁଠାରୁ ତୃତୀୟ ଦିନ ରେ ସେ ପୁନରୁତ୍ଥାନ ହବେେ।
ପୀଲାତ ଲୋକମାନଙ୍କୁ ଖୁସି କରିବାକୁ ଚାହିଁଲେ, ତେଣୁ ସେ ସମାନଙ୍କେ ପାଇଁ ବାରବ୍ବାକୁ ମୁକ୍ତ କରି ଦେଲେ ଏବଂ ଯୀଶୁଙ୍କୁ କୋରଡା ରେ ପିଟିବା ପାଇଁ ସୈନ୍ଯମାନଙ୍କୁ ଆଦେଶ ଦେଲେ। ତା'ପରେ ସେ ଯୀଶୁଙ୍କୁ କୃଶ ରେ ଚଢାଇ ମାରିଦବୋ ପାଇଁ ତାହାଙ୍କୁ ସୈନ୍ଯମାନଙ୍କ ହାତ ରେ ଦଇେ ଦେଲେ।
ତାହାଙ୍କ ଲୋକମାନେ ତାହାଙ୍କୁ ବିଧର୍ମୀମାନଙ୍କ ହାତ ରେ ଦଇେ ଦବେେ। ତାହାଙ୍କୁ ଉପହାସ କରାୟିବ। ଲୋକେ ତାହାଙ୍କୁ ଅପମାନ ଦବେେ ଓ ତାହାଙ୍କୁ ଉପରକୁ ଛପେ ପକାଇବେ।
ତେଣୁ ତାହାଙ୍କୁ ସାମାନ୍ଯ ଦଣ୍ଡ ଦବୋପରେ ମୁଁ
ପୀଲାତ ଲୋକଙ୍କ ଇଚ୍ଛା ଅନୁଯାଯୀ ନିର୍ଣ୍ଣୟ ନେଲେ।
ତା'ପରେ ପୀଲାତ ଯୀଶୁଙ୍କୁ ନଇେ ଯାଇ କୋରଡା ପ୍ରହାର କରିବା ପାଇଁ ଆଦେଶ ଦେଲେ।
ତେଣୁ ପୀଲାତ ଯୀଶୁଙ୍କୁ କୃଶ ରେ ମାରିବା ପାଇଁ ସମାନଙ୍କେ ହାତ ରେ ସମର୍ପି ଦେଲେ।
ପରମେଶ୍ବର ନ୍ଯାୟ ବିଚାର କରନ୍ତି। କୃଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ବଦହେ ରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଉ, ଯାହା ସତ୍ଯ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ବାରା ତୁମ୍ଭମାନେେ ସୁସ୍ଥ ହାଇେଛ।