Home Bibles ☰ Books ମାଥିଉଲିଖିତ ସୁସମାଚାର 27:29 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 27:29 · ଓଡ଼ିଆ ବାଇବେଲ

ସମାନେେ କଣ୍ଟାଡ଼ାଳ ରେ ଗୋଟିଏ ମୁକୁଟ ତିଆରି କଲେ ଓ ସହେି କଣ୍ଟା ମୁକୁଟ ଯୀଶୁଙ୍କ ମୁଣ୍ଡ ରେ ପିନ୍ଧାଇ ଦେଲେ। ତାହାଙ୍କର ଡ଼ାହାଣ ହାତ ରେ ବାଡ଼ିଟି ଧ ରଇେ ଦେଲେ। ତା'ପରେ ତାହାଙ୍କ ଆଗ ରେ ଆଣ୍ଠୁମାଡ଼ି ବସି ପଡ଼ି ତାହାଙ୍କୁ ଥଟ୍ଟା କଲେ। ସମାନେେ କହିଲେ, ହେ ଯିହୂଦୀମାନଙ୍କର ରାଜା! ତୁମ୍ଭେ ଦୀର୍ଘଜୀବୀ ହୁଅ।

Cross references

ଗୀତସଂହିତା 35:15

ମୁଁ ଯେତବେେଳେ ଗୋଟିଏ ଭୁଲ୍ କରି ବସିଲି, ସହେି ଲୋକମାନେ ମାେତେ ଦେଖି ହସିଲେ। ସହେି ଲୋକମାନେ ପ୍ରକୃତ ବନ୍ଧୁ ନୁହଁନ୍ତି। ମୁଁ ସମାନଙ୍କେୁ ସତେ ୟମେିତି ଜାଣେ ନାହିଁ। ସମାନେେ ମାେତେ ଚାରିଆଡ଼ୁ ଘରେି ଆକ୍ରମଣ କଲେ।

ଗୀତସଂହିତା 69:7

ମାରେ ମୁହଁ ଲଜ୍ଜ୍ଯାରେ ନଇଁ ପଡ଼ୁଛି। ମୁଁ ଏହି ଲଜ୍ଜା ପାଇଁ ତୁମ୍ଭ ନିକଟରେ ସହ୍ଯ କରିଛି।

ଗୀତସଂହିତା 69:19

ତୁମ୍ଭେ ଜାଣ ମାରେ ଶତ୍ରୁମାନେ ମାେତେ ନିନ୍ଦା ଓ ଅପମାନିତ କରିଛନ୍ତି। ସମାନେେ ମାେ ସହିତ ଏହା କରିବାର ତୁମ୍ଭେ ଦେଖିଛ।

ଯିଶାଇୟ 49:7

ଯାହାକୁ ମନୁଷ୍ଯ ଅବଜ୍ଞା କରେ, ଯାହାକୁ ଦେଶୀଯ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ, ତାକୁ ଇଶ୍ରାୟେଲର ମୁକ୍ତିଦାତା ଓ ତା'ର ଧର୍ମସ୍ବରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ବସନୀଯ ଓ ଇଶ୍ରାୟେଲର ଧର୍ମସ୍ବରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାଙ୍କ ସକାେଶ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।

ଯିଶାଇୟ 53:3

ଲୋକମାନେ ତାଙ୍କୁ ଘୃଣା କଲେ ଓ ବନ୍ଧୁମାନେ ତାଙ୍କୁ ପରିତ୍ଯାଗ କଲେ। ସେ ଦୁଃଖ ଓ ଶାେକ ସହିତ ପରିଚିତ ହେଲେ। ସେ ଲୋକମାନଙ୍କଠାରୁ ନିଜ ମୁଖ ଲୁଚାଇ ରଖିଲେ। ସେ ଘୃଣିତ ହେଲେ ଏବଂ ଆମ୍ଭମାନେେ ତାଙ୍କୁ ସମ୍ମାନ ଦଲେୁ ନାହିଁ।

ଯିରିମିୟ 20:7

ହେ ସଦାପ୍ରଭୁ, ତୁମ୍ଭେ ମାେତେ ତୁମ୍ଭର ଭବିଷ୍ଯଦବକ୍ତା ହବୋରୁ ବିପଥଗାମୀ କରାଇଲ ଓ ମୁଁ ପ୍ରଚାରିତ ହଲିେ। ତୁମ୍ଭେ ମାଠାରୁେ ଶକ୍ତିଶାଳୀ, ଯେଉଁଥିପାଇଁ ମାେ'ଠାରୁ ଜଯ କରିଅଛ। ମୁଁ ଦିନୟାକ ଉପହାସର ପାତ୍ର ହାଇେଅଛି, ସମସ୍ତେ ମାେତେ ପରିହାସ କରୁଛନ୍ତି।

ମାଥିଉଲିଖିତ ସୁସମାଚାର 20:19

ସମାନେେ ଯୀଶୁଙ୍କୁ ଅଣଯିହୂଦୀ ଲୋକଙ୍କ ହାତ ରେ ଦଇେ ଦବେେ। ସହେି ଲୋକମାନେ ଯୀଶୁଙ୍କୁ ଉପହାସ କରିବେ, କୋରଡ଼ା ରେ ପିଟିବେ ଏବଂ ଗୋଟିଏ କୃଶ ରେ ଚ଼ଢ଼ଇେ ତାହାଙ୍କୁ ମାରି ଦବେେ। କିନ୍ତୁ ମୃତ୍ଯୁର ତୃତୀୟ ଦିନ ସେ ପୁଣି ବଞ୍ଚି ଉଠିବେ।

ମାଥିଉଲିଖିତ ସୁସମାଚାର 26:49

ତା'ପରେ ୟିହୂଦା ଯୀଶୁଙ୍କ ପାଖ ରେ ପହଞ୍ଚି ତାହାଙ୍କୁ କହିଲେ, ହେ ଗୁରୁ, ନମସ୍କାର ତାପରେ ସେ ଯୀଶୁଙ୍କୁ ଚୁମ୍ବନ ଦେଲେ।

ମାଥିଉଲିଖିତ ସୁସମାଚାର 27:37

ସୈନ୍ଯମାନେ ଯୀଶୁଙ୍କ ବିରୁଦ୍ଧ ରେ ଅଭିଯୋଗପତ୍ର ତିଆରି କଲେ ଓ ତାହାକୁ ତାହାଙ୍କ ମୁଣ୍ଡ ଉପରେ ଝୁଲାଇ ଦେଲେ। ସେଥି ରେ ଲଖାେ ଥିଲା, ଏ ଯିହୂଦୀମାନଙ୍କର ରାଜା ଯୀଶୁ।

ମାର୍କଲିଖିତ ସୁସମାଚାର 15:18

ତା'ପରେ ସମାନେେ ତାହାଙ୍କୁ ସ୍ବାଗତ କରି ଥଟ୍ଟା ରେ କହିଲେ, ହେ ୟିହୁଦୀମାନଙ୍କର ରାଜା, କହି ପ୍ରଣାମ କଲେ।

ଲୂକଲିଖିତ ସୁସମାଚାର 23:36

ଏପରିକି ସୈନ୍ଯମାନେ ଯୀଶୁଙ୍କ ପ୍ରତି ଉପହାସ କଲେ ଓ ତାହାଙ୍କୁ ଥଟ୍ଟା କରିଲେ। ସମାନେେ ଯୀଶୁଙ୍କ ପାଖକୁ ଆସିଲେ ଓ ତାହାଙ୍କୁ ଅମ୍ଲରସ ଯାଚିଲେ।

ଯୋହନଲିଖିତ ସୁସମାଚାର 19:2

ସୈନିକମାନେ କଣ୍ଟା ଗଛର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡ ରେ ପିନ୍ଧାଇଲେ। ତା'ପରେ ସମାନେେ ତାହାଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ।

ଏବ୍ରୀ 12:2

ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ। ଆମ୍ଭ ବିଶ୍ବାସର ନେତା ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ବାସକୁ ସିଦ୍ଧ କରନ୍ତି। ସେ କୃଶ ଉପରେ ମୃତ୍ଯୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କୃଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ବର ତାହାଙ୍କ ସମ୍ମୁଖ ରେ ଯେଉଁ ଆନନ୍ଦର ଲକ୍ଷ୍ଯ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ବରଙ୍କ ସିଂହାସନର ଡାହାଣ ରେ ବସିଛନ୍ତି।

Interlinear

Choose Theme