Home Bibles ମାଥିଉଲିଖିତ ସୁସମାଚାର 27:34 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 27:34 · ଓଡ଼ିଆ ବାଇବେଲ

ସମାନେେ ଯୀଶୁଙ୍କୁ ପିତ୍ତ ମିଶା ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ଯୀଶୁ ତାହାକୁ ଚାଖିବା ପରେ ପିଇବା ପାଇଁ ମନା କଲେ।

Cross references

ଗୀତସଂହିତା 69:21

ସମାନେେ ମାେତେ ଖାଦ୍ୟ ବଦଳରେ ତୁଷ ଏବଂ ଦ୍ରାକ୍ଷାରସ ବଦଳରେ ଅମ୍ଲରସ ଦେଲେ।

ମାଥିଉଲିଖିତ ସୁସମାଚାର 27:48

ସହେିକ୍ଷଣି ସହେି ଲୋକମାନଙ୍କ ମଧ୍ଯରୁ ଜଣେ ଦୌଡ଼ିଯାଇ ସ୍ପଞ୍ଜଟିଏ ନଇେ ଆସିଲା। ତାକୁ ଅସ୍ଲରସ ରେ ବୁଡ଼ାଇ ଗୋଟିଏ ବାଡ଼ି ରେ ଟାଙ୍ଗି ଯୀଶୁଙ୍କୁ ବଢ଼ାଇ ଦଲୋ।

ମାର୍କଲିଖିତ ସୁସମାଚାର 15:23

ସଠାେରେ ସମାନେେ ଯୀଶୁଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ। କିନ୍ତୁ ଯୀଶୁ ତାହା ପିଇବାକୁ ମନା କଲେ।

ଯୋହନଲିଖିତ ସୁସମାଚାର 19:28

ଏବେ ସମସ୍ତ କିଛି ଶଷେ ହାଇଯୋଇଛି, ଯୀଶୁ ଏହା ଜାଣିଲେ। ଧର୍ମଶାସ୍ତ୍ରବାଣୀ ସତ୍ଯ ହବୋ ପାଇଁ ସେ କହିଲେ, ମାେତେ ଶୋଷ କରୁଛି।

Interlinear

Choose Theme