ମାଥିଉଲିଖିତ ସୁସମାଚାର 27:36 · ଓଡ଼ିଆ ବାଇବେଲ
ତା'ପରେ ସୈନ୍ଯମାନେ ସଠାେରେ ଯୀଶୁଙ୍କୁ ଜଗିବା ପାଇଁ ବସିଲେ।
Cross references
ମାଥିଉଲିଖିତ ସୁସମାଚାର 27:54
ରୋମୀୟ ସନୋଧ୍ଯକ୍ଷ ଓ ଯୀଶୁଙ୍କୁ ଜଗି ରହିଥିବା ସୈନ୍ଯମାନେ ଭୂମିକମ୍ପ ଓ ଅନ୍ୟସବୁ ଘଟଣାମାନ ଘଟୁଥିବା ଦେଖିଲେ, ସମାନେେ ବହୁତ ଭୟ କଲେ ଓ ସମାନେେ କହିଲେ, ସେ ପ୍ରକୃତ ରେ ପରମେଶ୍ବରଙ୍କ ପୁତ୍ର ଥିଲେ।
ମାର୍କଲିଖିତ ସୁସମାଚାର 15:39
କୃଶ ଆଗ ରେ ଠିଆ ହାଇେଥିବା ସନୋପତି ଯୀଶୁ କିପରି ପ୍ରାଣତ୍ଯାଗ କଲେ, ତାହା ଦେଖିଲେ। ସେ କହିଲେ, ପ୍ରକୃତ ରେ ଏହି ଲୋକ ପରମେଶ୍ବରଙ୍କ ପୁତ୍ର ଥିଲେ।
ମାର୍କଲିଖିତ ସୁସମାଚାର 15:44
ଯୀଶୁ ଏତେ ଶୀଘ୍ର ମରି ଯାଇ ସାରିଲଣେି ଶୁଣି ପୀଲାତ ବହୁତ ଆଶ୍ଚର୍ୟ୍ଯ ହାଇଗେଲେ। ସେ ଯୀଶୁଙ୍କୁ ଜଗିଥିବା ସନୋପତିଙ୍କୁ ଡକାଇଲେ। ପୀଲାତ ତାହାଙ୍କୁ ଯୀଶୁ ମରି ସାରିଲଣେି କି ନାହିଁ ପଚାରିଲେ।