Home Bibles ମାଥିଉଲିଖିତ ସୁସମାଚାର 27:42 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 27:42 · ଓଡ଼ିଆ ବାଇବେଲ

ସମାନେେ କହୁଥିଲେ, ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲେ। ଏବେ କିନ୍ତୁ ସେ ନିଜକୁ ରକ୍ଷା କରି ପାରୁନାହାନ୍ତି। ଲୋକେ କହନ୍ତୁ ଯେ ସେ ଇଶ୍ରାୟେଲର ରାଜା। ଏକଥା ଯଦି ସତ, ତବେେ ସେ ବର୍ତ୍ତମାନ କୃଶ ଉପରୁ ତଳକୁ ଓହ୍ଲଇେ ଆସନ୍ତୁ। ତବେେ ଅମ୍ଭେ ତାହାଙ୍କୁ ବିଶ୍ବାସ କରିବୁ।

Cross references

ମାଥିଉଲିଖିତ ସୁସମାଚାର 2:2

ସମାନେେ ପଚାରିଲେ ଯିହୂଦୀମାନଙ୍କର ରାଜା ସହେି ନବଜାତ ଶିଶୁ କେଉଁଠା ରେ? କାରଣ ଆମ୍ଭେ ପୂର୍ବ ଦେଶ ରେ ତାହାଙ୍କ ତାରା ଉଠିଥିବାର ଦେଖିଲୁ। ସହେି ତାରୀ ପ୍ରକାଶ କରେ ଯେ, ସେ ଜନ୍ମ ହାଇେଛନ୍ତି। ତେଣୁ ଆମ୍ଭେ ତାହାଙ୍କୁ ପ୍ରଣାମ କରିବାକୁ ଆସିଛୁ।

ମାଥିଉଲିଖିତ ସୁସମାଚାର 27:37

ସୈନ୍ଯମାନେ ଯୀଶୁଙ୍କ ବିରୁଦ୍ଧ ରେ ଅଭିଯୋଗପତ୍ର ତିଆରି କଲେ ଓ ତାହାକୁ ତାହାଙ୍କ ମୁଣ୍ଡ ଉପରେ ଝୁଲାଇ ଦେଲେ। ସେଥି ରେ ଲଖାେ ଥିଲା, ଏ ଯିହୂଦୀମାନଙ୍କର ରାଜା ଯୀଶୁ।

ଲୂକଲିଖିତ ସୁସମାଚାର 19:38

ସ୍ବାଗତ କରି କହିଲେ:

ଯୋହନଲିଖିତ ସୁସମାଚାର 1:49

ତା'ପରେ ନିଥନିଯଲେ ଯୀଶୁଙ୍କୁ କହିଲେ, ହେ ଗୁରୁ, ଆପଣ ପରମେଶ୍ବରଙ୍କ ପୁତ୍ର। ଆପଣ ଇଶ୍ରାୟେଲର ରାଜା।

ଯୋହନଲିଖିତ ସୁସମାଚାର 9:24

ତେଣୁ ଯିହୂଦୀ ନେତାମାନେ ସହେି ପୂର୍ବରୁ ଅନ୍ଧଥିବା ଲୋକକୁ ଆଉଥରେ ଭିତରକୁ ଡାକିଲେ। ସମାନେେ କହିଲେ, ତୁମ୍ଭେ ସତ୍ଯ କହି ପରମେଶ୍ବରଙ୍କୁ ଗୌରବ ଦବୋ ଉଚିତ। ଆମ୍ଭେ ଜାଣୁ ଯେ, ଏହି ଲୋକ (ଯୀଶୁ) ଜଣେ ପାପୀ।

ଯୋହନଲିଖିତ ସୁସମାଚାର 12:13

ସମାନେେ ଖଜୁରୀ ବାହୂଙ୍ଗା ଧରି ୟିଶୁଙ୍କୁ ଦଖାେ କରିବା ପାଇଁ ଗଲେ। ସେ ଲୋକମାନେ ଖୁବ୍ ଜାରେ ରେ କହିଲେ,

ଯୋହନଲିଖିତ ସୁସମାଚାର 12:47

ମୁଁ ଲୋକମାନଙ୍କର ବିଚାର କରିବା ପାଇଁ ଆସି ନାହିଁ। ମାତ୍ର ମୁଁ ଏ ଜଗତର ଲୋକଙ୍କୁ ଉଦ୍ଧାର କରିବା ଉଦ୍ଦେଶ୍ଯ ରେ ଆସିଛି। ଯେଉଁମାନେ ମାେ ଶିକ୍ଷା ଶୁଣନ୍ତି କିନ୍ତୁ ତାହା ଅମାନ୍ଯ କରନ୍ତି ମୁଁ ସହେି ଲୋକମାନଙ୍କର ବିଚାର କରିବା ପାଇଁ ଆସି ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:14

ସମାନେେ ଦେଖିଲେ, ସହେି େଛାଟ ଲୋକଟି ସୁସ୍ଥ ହାଇେ ପ୍ ରରେିତମାନଙ୍କ ବିରୁଦ୍ଧ ରେ କିଛି କହିପାରିଲେ ନାହିଁ।

Interlinear

Choose Theme