Home Bibles ମାଥିଉଲିଖିତ ସୁସମାଚାର 27:58 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 27:58 · ଓଡ଼ିଆ ବାଇବେଲ

ସେ ପୀଲାତଙ୍କ ପାଖକୁ ଗଲେ ଓ ଯୀଶୁଙ୍କ ଶରୀର ପାଇଁ ଅନୁରୋଧ କଲେ। ପୀଲାତ ସୈନ୍ଯମାନଙ୍କୁ ଆଜ୍ଞା ଦଇେ କହିଲେ ଶରୀରକୁ ତାହାଙ୍କୁ ଦଇଦେିଅ।

Cross references

ମାର୍କଲିଖିତ ସୁସମାଚାର 15:44

ଯୀଶୁ ଏତେ ଶୀଘ୍ର ମରି ଯାଇ ସାରିଲଣେି ଶୁଣି ପୀଲାତ ବହୁତ ଆଶ୍ଚର୍ୟ୍ଯ ହାଇଗେଲେ। ସେ ଯୀଶୁଙ୍କୁ ଜଗିଥିବା ସନୋପତିଙ୍କୁ ଡକାଇଲେ। ପୀଲାତ ତାହାଙ୍କୁ ଯୀଶୁ ମରି ସାରିଲଣେି କି ନାହିଁ ପଚାରିଲେ।

ଲୂକଲିଖିତ ସୁସମାଚାର 23:52

ୟୋ ସଫେ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀରକୁ ମାଗିଲେ। ପୀଲାତ ୟୋ ସଫଙ୍କେୁ ସେଥିପାଇଁ ଅନୁମତି ଦେଲେ।

Interlinear

Choose Theme