ମାଥିଉଲିଖିତ ସୁସମାଚାର 27:59 · ଓଡ଼ିଆ ବାଇବେଲ
ଯୋଷଫେ ଶରୀରକୁ ନେଲେ ଓ ତାହାଙ୍କୁ ନୂଆ ରେଶମ ବସ୍ତ୍ର ଦ୍ବାରା ଘାଡ଼ଇେେ ଦେଲେ।
Cross references
ମାର୍କଲିଖିତ ସୁସମାଚାର 15:46
ୟୋ ସଫେ ଖଣ୍ଡିଏ ବସ୍ତ୍ର କିଣିଲେ। ସେ ଶବକୁ କୃଶ ଉପରୁ ତଳକୁ ଓହ୍ଲଇେ ଆଣିଲେ। ସେ ଶବକୁ ବସ୍ତ୍ର ରେ ସପୂର୍ଣ୍ଣ ଗୁଡଇେ ଦେଲେ ଓ ପଥର କଟା ହାଇେ ତିଆରି ହାଇେଥିବା ଗୋଟିଏ କବର ରେ ତାହାଙ୍କୁ ରଖି ଦେଲେ। ଖଣ୍ଡିଏ ବଡ ପଥର ଗଡଇେ ଆଣି କବରର ମୁହଁକୁ ବନ୍ଦ କରି ଦେଲେ।
ଲୂକଲିଖିତ ସୁସମାଚାର 23:53
ତେଣୁ ୟୋ ସଫେ ଯୀଶୁଙ୍କ ଶରୀରକୁ କୃଶ ଉପରୁ ତଳକୁ ଓହ୍ଲାଇ ଆଣିଲେ। ତାହା ଗୋଟିଏ ଲୁଗା ରେ ସେ ଘୋଡାଇ ଦେଲେ। ସେ ଯୀଶୁଙ୍କ ଶରୀରକୁ ନଇେ ପାହାଡକାନ୍ଥ ରେ ଖୋଳା ହାଇେଥିବା ଓ ପୂର୍ବରୁ କବେେ ବ୍ଯବହୃତ ହାଇନେଥିବା କବର ମଧିଅରେ ରଖିଲେ।