Home Bibles ☰ Books ମାଥିଉଲିଖିତ ସୁସମାଚାର 27:65 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 27:65 · ଓଡ଼ିଆ ବାଇବେଲ

ପୀଲାତ ସମାନଙ୍କେୁ କହିଲେ, ତୁମ୍ଭେ ପହରା ପାଇଁ ସୈନ୍ଯ ନଇଯାେଇପାର। ତୁମ୍ଭେ ଯଭେଳି ଭଳ ଭାବୁଛ, ଯାଅ ଓ ସହେିପରି କବରସ୍ଥାନକୁ ପହରା ଦଇେ ନିରାପଦ ରେ ରଖ।

Cross references

ଗୀତସଂହିତା 76:10

ହେ ପରମେଶ୍ବର, ଯେତବେେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି। ତୁମ୍ଭେ ଆପଣା କୋର୍ଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ ଶକ୍ତିଶାଳୀ ହୁଅନ୍ତୁ।

ହିତୋପଦେଶ 21:30

ସଦାପ୍ରଭୁଙ୍କ ବିରୁଦ୍ଧ ରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ।

ମାଥିଉଲିଖିତ ସୁସମାଚାର 27:66

ତା'ପରେ ସମାନେେ କବର ପାଖକୁ ଗଲେ ଓ ପ୍ରବେଶଦ୍ବାର ରେ ମାହେର ଲଗଇେଲେ। ସଠାେରେ ସୈନ୍ଯମାନଙ୍କୁ ପହରା ଦବୋପାଇଁ ଆଦେଶ ଦଇେ ଚୋରମାନଙ୍କ କବଳରୁ କପରକୁ ନିରାପଦ ରଖିବାର ବ୍ଯବସ୍ଥା କଲେ।

ମାଥିଉଲିଖିତ ସୁସମାଚାର 28:11

ଯେତବେେଳେ ସ୍ତ୍ରୀଲୋକମାନେ ଯୀଶୁଙ୍କ ଶିଷ୍ଯମାନଙ୍କୁ ଖବର ଦବୋକୁ ଗଲେ, କବର ନିଗଟ ରେ ପହରା ଦେଉଥିବା କେତକେ ଜଗୂଆଳ ନଗରକୁ ଗଲେ ଓ କବର ନିକଟରେ ଯାହା ସବୁ ଘଟିଥିଲା, ସେ ସମସ୍ତ ଖବର ପ୍ରଧାନ ଯାଜକମାନଙ୍କୁ ଜଣାଇଲେ।

Interlinear

Choose Theme