Home Bibles ☰ Books ମାଥିଉଲିଖିତ ସୁସମାଚାର 28:1 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 28:1 · ଓଡ଼ିଆ ବାଇବେଲ

ବିଶ୍ରାମଦିବସର ପରଦିନ ଅର୍ଥାତ୍ ସପ୍ତାହର ପ୍ରଥମ୍ ଦିନ ଅତି ସକାଳୁ ମଗ୍ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ କବର ଦେଖିବାକୁ ଆସିଲେ।

Cross references

ଦାନିଏଲ 6:19

ପରଦିନ ପ୍ରଭାତ ରେ ରାଜା ସିଂହମାନଙ୍କ ଗୁମ୍ଫା ନିକଟରେ ତରବର ହାଇେ ପହଚିଲେ।

ମାଥିଉଲିଖିତ ସୁସମାଚାର 27:56

ସମାନଙ୍କେ ମଧିଅରେ ମଗ୍ଦଲିନୀ ମରିୟମ, ଯାକୁବ ଓ ଯୋଷଫଙ୍କେ ମାଆ ମରିୟମ ଓ ଜବଦେୀଙ୍କ ପୁତ୍ରମାନ(ଯାକୁବ ଓ ଯହେନ)ଙ୍କ ମାଆ ଥିଲେ।

ମାଥିଉଲିଖିତ ସୁସମାଚାର 27:61

ମଗ୍ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ ସଠାେରେ କବର ଆଗ ରେ ବସି ରହିଥିଲେ।

ମାର୍କଲିଖିତ ସୁସମାଚାର 16:1

ବିଶ୍ରାମ ଦିବସର ପରଦିନ ମଗ୍ଦଲୀନୀ ମରିୟମ, ଯାକୁବଙ୍କ ମାଆ ମରିୟମ ଓ ଶ ଲୋମୀ ଯୀଶୁଙ୍କ ଶରୀରକୁ ଅଭିଷିକ୍ତ କରିବା ପାଇଁ କିଛି ସୁଗନ୍ଧିତ ତଲେ ଆଣିଲେ।

ଲୂକଲିଖିତ ସୁସମାଚାର 23:56

ତା'ପରେ ସହେି ସ୍ତ୍ରୀ ଲୋକମାନେ ଯୀଶୁଙ୍କ ଶରୀର ରେ ଲଗାଇବା ପାଇଁ ସୁଗନ୍ଧିତ ଦ୍ରବ୍ଯ ପ୍ରସ୍ତୁତ କରିବାକୁ ସଠାରୁେ ଚାଲିଗଲେ।

ଲୂକଲିଖିତ ସୁସମାଚାର 24:22

କିନ୍ତୁ ଆଜି ଆମ୍ଭ ଦଳର କେତଜେଣ ସ୍ତ୍ରୀଲୋକ ଆମ୍ଭକୁ ଗୋଟିଏ ଆଶ୍ଚର୍ୟ୍ଯ ଜନକ କଥା କହିଲେ। ଯେଉଁ କବର ରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସହେି ସ୍ଥାନକୁ ସମାନେେ ଆଜି ଅତି ଭୋରରୁ ଯାଇଥିଲେ।

ଯୋହନଲିଖିତ ସୁସମାଚାର 20:1

ରବିବାର ଦିନ ପାହାନ୍ତିଆ ରେ ମଗ୍ଦଲୀନୀ ମରିୟମ ଯୀଶୁଙ୍କର କବର ନିକଟକୁ ଆସିଲେ। ସେତବେେଳେ ତଥାପି ଅନ୍ଧାର ଥିଲା। ସେ ଦେଖିଲେ ଯେ, ବହୂତ ବଡ ପଥରଟି କବର ଦ୍ବାରା ପାଖରୁ ଦୂରକୁ ଘୁଞ୍ଚି ଯାଇଛି।

Interlinear

Choose Theme