ମାଥିଉଲିଖିତ ସୁସମାଚାର 28:15 · ଓଡ଼ିଆ ବାଇବେଲ
ସୈନ୍ଯମାନେ ଟଙ୍କାତକ ନେଲେ। ସମାନଙ୍କେୁ ଯେପରି କରିବାକୁ ଶିଖାଯାଇଥିଲା, ସମାନେେ ତାହାହିଁ କଲେ। ଏବଂ ଏକଥାଟି ଆଜି ପର୍ୟ୍ଯନ୍ତ ମଧ୍ଯ ଯିହୂଦୀମାନଙ୍କ ମଧିଅରେ ପ୍ରଚ଼ଳିତ ଅଛି।
Cross references
ମାଥିଉଲିଖିତ ସୁସମାଚାର 26:15
ସେ କହିଲା, ମୁଁ ତୁମ୍ଭମାନଙ୍କ ହାତ ରେ ଯୀଶୁଙ୍କୁ ଧ ରଇେ ଦବେି। ଏହା କରିବା ପାଇଁ ତୁମ୍ଭମାନେେ ମାେତେ କ'ଣ ଦବେ? ଯାଜକମାନେ ୟିହୂଦାଙ୍କୁ ତିରିଶଟି ରୂପା ଟଙ୍କା ଦେଲେ।
ମାଥିଉଲିଖିତ ସୁସମାଚାର 27:8
ତେଣୁ ଏବେ ସୁଦ୍ଧା ଏହି ଜମିଟିକୁ ରକ୍ତକ୍ଷାତ୍ର ବୋଲି କୁହାଯାଉଛି।
ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:10
ଧନର ଲୋଭ ସମସ୍ତ ପ୍ରକାର ମନ୍ଦର କାରଣ। ଅଧିକରୁ ଅଧିକ ଧନ ପାଇବା ଲୋଭ ରେ କେତେ ଲୋକ ସତ୍ଯ ବିଶ୍ବାସକୁ ଛାଡ଼ି ଦଇେଛନ୍ତି। କିନ୍ତୁ ସପରେି କରିବା ଦ୍ବାରା ସମାନେେ ନିଜ ଉପରକୁ ଅନକେ ଦୁଃଖ ଟାଣି ଆଣିଛନ୍ତି।