Home Bibles ମାଥିଉଲିଖିତ ସୁସମାଚାର 28:16 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 28:16 · ଓଡ଼ିଆ ବାଇବେଲ

ଏଗାର ଜଣ ଶିଷ୍ଯ ଗାଲିଲୀକୁ ଗଲେ। ଯୀଶୁ ସମାନଙ୍କେୁ ଯେଉଁ ପାହାଡ଼ ଉପରକୁ ୟିବାକୁ କହିଥିଲେ, ସମାନେେ ସଠାେକୁ ଗଲେ।

Cross references

ମାଥିଉଲିଖିତ ସୁସମାଚାର 26:32

କିନ୍ତୁ ମୁଁ ପୁଣି ଥରେ ମୃତ୍ଯୁରୁ ପୁନରୁତ୍ଥିତ ହବେି। ତା'ପରେ ମୁଁ ଗାଲିଲୀକୁ ଚ଼ାଲିୟିବି। ତୁମ୍ଭମାନେେ ସଠାେକୁ ୟିବା ପୂର୍ବରୁ ମୁଁ ସଠାେକୁ ଯାଇଥିବି।

ମାଥିଉଲିଖିତ ସୁସମାଚାର 28:7

ଶୀଘ୍ର ଏଠାରୁ ଯାଇ ତାହାଙ୍କ ଶିଷ୍ଯମାନଙ୍କୁ ଜଣାଅ: 'ଯୀଶୁ ମୃତ୍ଯୁରୁ ପୁର୍ନଉଥିତ ହାଇେଛନ୍ତି। ସେ ଗାଲିଲୀ ପ୍ରଦେଶକୁ ଯାଉଛନ୍ତି। ତୁମ୍ଭମାନଙ୍କ ପୂର୍ବରୁ ସେ ସଠାେରେ ଥିବେ। ତୁମ୍ଭମାନେେ ତାହାଙ୍କୁ ସଠାେରେ ଦେଖିବ।' ତା'ପରେ ସ୍ବର୍ଗଦୂତ ଆଉ ଥରେ କହିଲେ, ଏହି ସବୁକଥା ମୁଁ ତୁମ୍ଭକୁ କହିବାକୁ ଆସିଥିଲି।

ମାଥିଉଲିଖିତ ସୁସମାଚାର 28:10

ଯୀଶୁ ସମାନଙ୍କେୁ କହିଲେ, ଭୟ କର ନାହିଁ। ତୁମ୍ଭମାନେେ ଯାଇ ମାେ ଭାଇମାନଙ୍କୁ କୁହ ଯେ, ସମାନେେ ଗାଲିଲୀ ଯାଆନ୍ତୁ। ସମାନେେ ମାେତେ ସହେିଠା ରେ ଦେଖିବେ।

ମାର୍କଲିଖିତ ସୁସମାଚାର 16:14

ପରେ ଯେତବେେଳେ ଏଗାର ଜଣ ପ୍ ରରେିତ ଖାଉଥିଲେ, ସତେିକି ବେଳେ ଯୀଶୁ ସମାନଙ୍କେୁ ଦଖାେ ଦେଲେ। ସେ ସମାନଙ୍କେୁ ସମାନଙ୍କେର ଅବିଶ୍ବାସ ଓ ମନର ଜଡତା ପାଇଁ ସମାଲୋଚନା କଲେ। କାରଣ ଯେଉଁମାନେ ଯୀଶୁଙ୍କୁ ମୃତ୍ଯୁରୁ ପୁନରୁତ୍ଥାନ ହାଇେଛନ୍ତି ବୋଲି ଦେଖିଥିଲେ ସମାନଙ୍କେୁ ଏହି ଶିଷ୍ଯମାନେ ବିଶ୍ବାସ କରି ନଥିଲେ।

ଯୋହନଲିଖିତ ସୁସମାଚାର 6:70

ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭ ବାରଜଣଙ୍କୁ ମନୋନୀତ କଲି। କିନ୍ତୁ ତୁମ୍ଭ ଭିତରୁ ଜଣେ ଶୟତାନ।

ରେରିତମାନଙ୍କ କାର୍ଯ୍ୟର ବିବରଣ 1:13

ପ୍ ରରେିତମାନେ ସଠାେରେ ପହଞ୍ଚି ଉପରମହଲାର ଏକ କଠାେରୀ ଭିତରକୁ ଗଲେ, ସଠାେରେ ସମାନେେ ରହିଲେ। ଏ ପ୍ ରରେିତମାନେ ପିତର, ଯୋହନ ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବର୍ଥଲମା, ମାଥିଉ, ଆଲଫିର ପୁତ୍ର ଯାକୁବ, ସାହସୀ ଶିମାନେ ଓ ଯାକୁବର ପୁତ୍ର ୟିହୂଦା ଥିଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:15

ଆମ୍ଭେ ମଧ୍ଯ ପରମେଶ୍ବରଙ୍କ ବିଷୟ ରେ ମିଛ କହିଥିବା ଅପରାଧ ରେ ଅପରାଧୀ। କାରଣ ଆମ୍ଭେ ପରମେଶ୍ବରଙ୍କ ବିଷୟ ରେ ପ୍ରଚାର କରିଛୁ ଯେ, ସେ ଯୀଶୁଙ୍କୁ ମୃତ୍ଯୁରୁ ଉଠାଇଛନ୍ତି। ଯଦି ମୃତମାନେ ଉଥିତ ନ ହୁଅନ୍ତି, ତା' ହେଲେ ପରମେଶ୍ବର ମଧ୍ଯ ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ଉଠାଇ ନାହାଁନ୍ତି।

Interlinear

Choose Theme