Home Bibles ମାଥିଉଲିଖିତ ସୁସମାଚାର 28:2 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 28:2 · ଓଡ଼ିଆ ବାଇବେଲ

ସତେିକି ବେଳେ ଗୋଟିଏ ବଡ଼ ଧରଣର ଭୂମିକମ୍ପ ହେଲା। ପ୍ରଭୁଙ୍କର ଜଣେ ସ୍ବର୍ଗଦୂତ ସ୍ବର୍ଗରୁ ଓହ୍ଲାଇ ଆସିଲେ। ସ୍ବର୍ଗଦୂତ ଜଣକ କବର ପାଖକୁ ଗଲେ ଓ ପ୍ରବେଶଦ୍ବାର ପାଖରୁ ପଥରଟି ଗଡ଼ଇେ ବାହାର କରି ଦେଲେ। ସେ ପଥର ଉପରେ ବସିଲେ।

Cross references

ମାଥିଉଲିଖିତ ସୁସମାଚାର 27:51

ତା'ପରେ ମନ୍ଦିରର ପରଦା ଉପରୁ ତଳ ପର୍ୟ୍ଯନ୍ତ ଚିରିଯାଇ ଦୁଇଖଣ୍ଡ ହାଇଗେଲା। ଭୂମିକମ୍ପ ହେଲା, ଓ ପଥର ମାନ ଫାଟି ଗଲା,

ମାର୍କଲିଖିତ ସୁସମାଚାର 16:3

ସମାନେେ ନିଜ ନିଜ ଭିତ ରେ କୁହା କୁହି ହେଲେ, କବର ମୁହଁକୁ ଗୋଟିଏ ବିରାଟ ପଥର ଦ୍ବାରା ବନ୍ଦ କରି ଦିଆ ହାଇେଛି। ପଥରଟିକୁ ଆମ୍ଭ ପାଇଁ କିଏ ସଠାରୁେ ଗଡଇେ ଦବେ?

ଲୂକଲିଖିତ ସୁସମାଚାର 24:2

ସମାଧି ବନ୍ଦ କରିବା ପାଇଁ ତାର ପ୍ରବେଶ ଦ୍ବାର ରେ ଗୋଟିଏ ପଡ ପଥର ଦିଆ ଯାଇଥିଲା। ସ୍ତ୍ରୀ ଲୋକମାନେ ଦେଖିଲେ ଯେ ପଥରଟି ଗଡି ଯାଇଛି।

ଯୋହନଲିଖିତ ସୁସମାଚାର 20:1

ରବିବାର ଦିନ ପାହାନ୍ତିଆ ରେ ମଗ୍ଦଲୀନୀ ମରିୟମ ଯୀଶୁଙ୍କର କବର ନିକଟକୁ ଆସିଲେ। ସେତବେେଳେ ତଥାପି ଅନ୍ଧାର ଥିଲା। ସେ ଦେଖିଲେ ଯେ, ବହୂତ ବଡ ପଥରଟି କବର ଦ୍ବାରା ପାଖରୁ ଦୂରକୁ ଘୁଞ୍ଚି ଯାଇଛି।

ଯୋହନଲିଖିତ ସୁସମାଚାର 20:12

ସେ ଦୁଇ ଜଣ ସ୍ବର୍ଗଦୂତଙ୍କୁ ଧଳା ଲୁଗା ପିନ୍ଧି ଯୀଶୁଙ୍କ ଶରୀର ଯେଉଁଠା ରେ ଥିଲା, ତାହା ପାଖ ରେ ବସିବାର ଦେଖିଲେ। ଜଣେ ସ୍ବର୍ଗଦୂତ ଯୀଶୁଙ୍କ ମୁଣ୍ଡ ରହିଥିବା ଜାଗା ରେ ଓ ଅନ୍ୟ ଜଣେ ପାଦ ରହିଥିବା ଜାଗା ରେ ବସିଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:26

ହଠାତ୍ ଖୁବ୍ ଜାରେ ରେ ଭୂମିକମ୍ପ ହେଲା। ଏହାଦ୍ବାରା କାରାଗାରର ମୂଳଦୁଆ ଟଳମଳ ହେଲା। ଦେଖୁ ଦେଖୁ ସବୁ ଦ୍ବାର ଖାଲିଗେଲା ଓ ସମସ୍ତ ବନ୍ଦୀଙ୍କର ଶିକୁଳି ଖାଲିଗେଲା।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 3:16

ଏଥି ରେ ସନ୍ଦହେ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ଯ ଏହା ଯେ,

ପିତରଙ୍କ ପ୍ରଥମ ପତ୍ 1:12

ସହେି ଭବିଷ୍ଯଦ୍ ବକ୍ତାମାନଙ୍କ ସବୋକାର୍ୟ୍ଯ ସମାନଙ୍କେ ନିଜ ପାଇଁ ନୁହେଁ ବୋଲି ସମାନଙ୍କେୁ ଦଖାଇେ ଦିଆ ହେଲା। ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭର ସବୋ କରୁଥିଲେ। ସମାନେେ ସବୋ କଲା ବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସହେି ସୁସମାଚାର କହିଲେ, ସମାନେେ ହିଁ ତାହା କହିଥିଲେ। ସ୍ବର୍ଗରୁ ପଠାଯାଇଥିବା ପବିତ୍ର ଆତ୍ମା ସାହାୟ୍ଯ ରେ ସମାନେେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାୟାଇଛି, ସଗେୁଡ଼ିକୁ ସ୍ବର୍ଗଦୂତମାନେ ମଧ୍ଯ ଜାଣିବା ପାଇଁ ବହୁତ ଆଗ୍ରହୀ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:19

ତା'ପରେ ସ୍ବର୍ଗ ରେ ପରମେଶ୍ବରଙ୍କ ମନ୍ଦିର ଖାଲିଗେଲା ଓ ସହେି ମନ୍ଦିରର ପବିତ୍ର ନିୟମସିନ୍ଦୁକ ଦଖାଗେଲା। ଏହି ପବିତ୍ର ସିନ୍ଦୁକରେ ସହେି ଚୁକ୍ତି ଥିଲା, ଯାହାକୁ ପରମେଶ୍ବର ଲୋକମାନଙ୍କୁ ଦଇେଥିଲେ। ତା'ପରେ ସଠାେରେ ବିଜୁଳିର ଆଲୋକ ଝଲସି ଉଠିଲା, ତଥା ମହା କୋଳାହଳ, ବଜ୍ର ନାଦ, ଭୂମିକମ୍ପ ଓ ପ୍ରବଳ କୁଆପଥର ବୃଷ୍ଟି ହେଲା।

Interlinear

Choose Theme