Home Bibles ମାଥିଉଲିଖିତ ସୁସମାଚାର 3:2 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 3:2 · ଓଡ଼ିଆ ବାଇବେଲ

ତୁମ୍ଭମାନଙ୍କର ଜୀବନ ଓ ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗ ରାଜ୍ଯ ଶୀଘ୍ର ଆସୁଅଛି।

Cross references

ପ୍ରଥମ ରାଜାବଳୀ 8:47

ସହେି ଦୂର ଦେଶ ରେ ବନ୍ଦୀରୂପେ ଥିବା ବେଳେ, ଯଦି ସମାନେେ ସମାନଙ୍କେର କୁକର୍ମ ପାଇଁ ସଠାେରେ ଅନୁତାପ କରନ୍ତି ଏବଂ ସ୍ବୀକାର କରନ୍ତି, 'ଆମ୍ଭେ ପାପ କଲୁ, ବିପଥଗାମୀ ହେଲୁ ଓ ଦୁଷ୍ଟ ହେଲୁ।'

ଆୟୁବ ପୁସ୍ତକ 39:12

ତୁମ୍ଭେ ତା' ଉପରେ ନିର୍ଭର କରିପାରିବ କି ? ତୁମ୍ଭର ଶସ୍ଯ ଅମଳ କରିବା ପାଇଁ ଶସ୍ଯସବୁ ଖଳାକୁ ଆଣିବାକୁ ?

ଆୟୁବ ପୁସ୍ତକ 42:6

ହେ ସଦାପ୍ରଭୁ, ମୁଁ ଫେ ରଇେ ନେଉଛି ଯାହା ମୁଁ କହିଥିଲି। ହେ ସଦାପ୍ରଭୁ, ମୁଁ ବଡ଼ ଖଦେିତ ଯେପରି ମୁଁ ଧୂଳି ଓ ପାଉଁଶ ଉପରେ ବସିଛି। ମୁଁ ମାରେମନ ପରିବର୍ତ୍ତନ କରିଛି।

ଯିହିଜିକଲ 18:30

ତେଣୁ ହେ ଇଶ୍ରାୟେଲର ଲୋକମାନେ, ମୁଁ ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକର ଆଚାର ବ୍ଯବହାରାନୁସା ରେ ବିଚାର କରିବି। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି। ଆଉ ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ ଓ ନଜର ସମସ୍ତ ଅପରାଧରୁ ବିମୁଖ ହୁଅ। ତାହା ହେଲେ ପାପ ତୁମ୍ଭମାନଙ୍କର ବିନାଶର କାରଣ ହବେ ନାହିଁ।

ଯିହିଜିକଲ 33:11

ତବେେ ତୁମ୍ଭେ ସମାନଙ୍କେୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣ ରେ ଆମ୍ଭର ସନ୍ତାଷେ ନାହିଁା କିନ୍ତୁ ଦୁଷ୍ଟ ଯେପରି ନିଜ ପାପ ପଥରୁ ନିବୃତ୍ତ ହାଇେ ବଞ୍ଚେ, ସେଥି ରେ ଆମ୍ଭେ ସନ୍ତାଷେ ଲାଭ କରୁ। ତେଣୁ ତୁମ୍ଭମାନେେ ନିଜ ନିଜ କୁପଥରୁ ଫରେ ଓ ମାରେ ନିକଟବର୍ତ୍ତୀ ହୁଅ। ହେ ଇଶ୍ରାୟେଲ ବଂଶ ତୁମ୍ଭେ କାହିଁକି ମରିବ ?'

ଦାନିଏଲ 2:44

ଚତୁର୍ଥ ରାଜ୍ଯର ରାଜତ୍ବ ସମୟରେ ସ୍ବର୍ଗସ୍ଥ ପରମେଶ୍ବର ଗୋଟିଏ ରାଜ୍ଯ ସ୍ଥାପନ କରିବେ। ସହେି ରାଜ୍ଯ ଅନନ୍ତକାଳସ୍ଥାଯୀ ହାଇେ ରହିବ। ଆଉ ମଧ୍ଯ ତାହା ଅନ୍ୟ ହାତକୁ ୟିବ ନାହିଁ। ଆଉ ଏହା ଅନ୍ୟ ସମସ୍ତ ରାଜ୍ଯଗୁଡିକୁ ଧ୍ବଂସ କରି ଦବେ।

ମାଥିଉଲିଖିତ ସୁସମାଚାର 4:17

ସହେି ଦିନଠାରୁ ଯୀଶୁ ପ୍ରଗ୍ଭର କରିବା ଆରମ୍ଭ କରି ଦେଲେ। ସେ କହିଲେ, ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗରାଜ୍ଯ ନିକଟ ହାଇଗେଲାଣି।

ମାଥିଉଲିଖିତ ସୁସମାଚାର 5:3

ଆତ୍ମି ରେ ଦିନହୀନ ଲୋକମାନେ ଧନ୍ଯ, କାରଣ ସ୍ବର୍ରାଜ୍ଯ ସହେିମାନଙ୍କର।

ମାଥିଉଲିଖିତ ସୁସମାଚାର 5:10

ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଧର୍ମକାର୍ୟ୍ଯ କରି କଷ୍ଟ ସହୁଥିବା ଲୋକମାନେ ଧନ୍ଯ; କାରଣ ସ୍ବର୍ଗରାଜ୍ଯ ସହେିମାନଙ୍କର।

ମାଥିଉଲିଖିତ ସୁସମାଚାର 5:19

ଏଣୁ ଲୋକେ ପ୍ରେତ୍ୟକକ ଆଦେଶ ମାନିବା ଉଚିତ, ଏପରିକି ମହତ୍ବପୂର୍ଣ୍ଣ ଦଖାେ ଯାଉ ନଥିବା େଛାଟ ଆଦେଶଟିଏ ମଧ୍ଯ ମାନିବା ଉଚିତ। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ବର୍ଗ ରାଜ୍ଯ ରେ ଅତି ନ୍ଯୁନ ବୋଲି ଗଣିତ ହବୋ କିନ୍ତୁ ଯେଉଁଲୋକ ସେ ବ୍ଯବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ବର୍ଗ ରାଜ୍ଯ ରେ ମହାନ୍ ହବେ।

ମାଥିଉଲିଖିତ ସୁସମାଚାର 6:10

ତୁମ୍ଭର ଆସୁ। ସ୍ବର୍ଗ ରେ ତୁମ୍ଭ ଇଚ୍ଛା ସଫଳ ହବୋଭଳି ଏ ପୃଥିବୀ ରେ ବି ତୁମ୍ଭ ଇଚ୍ଛା ସଫଳ ହେଉ।

ମାଥିଉଲିଖିତ ସୁସମାଚାର 6:33

ଏଣୁ ଆଗ ପରମେଶ୍ବରଙ୍କ ରାଜ୍ଯ ଓ ଉତ୍ତମ କାର୍ୟ୍ଯ ବିଷୟ ରେ ଚିନ୍ତା କର। ତୁମ୍ଭେ ଯେଉଁସବୁ ଭଲ କାମ କରିବା ପରମେଶ୍ବର ଚାହାନ୍ତି, ସଗେୁଡିକ କର। ତା' ହେଲେ ଏହିସବୁ ବିଷୟଗୁଡିକ ତୁମ୍ଭକୁ ଯୋଗାଇ ଦିଆୟିବ।

ମାଥିଉଲିଖିତ ସୁସମାଚାର 10:7

ତୁମ୍ଭମାନେେ ପ୍ରଚାର କର, 'ସ୍ବର୍ଗରାଜ୍ଯ ନିକଟ ହାଇେ ଗଲାଣି।'

ମାଥିଉଲିଖିତ ସୁସମାଚାର 11:11

ମୁଁ ତୁମ୍ଭକୁ ସତ୍ଯ କହୁଛି। ବାପ୍ତିସ୍ମ ଦେଉଥିବା ୟୋହଲଙ୍କଠାରୁ ମହାନ୍ ବ୍ଯକ୍ତି ଆଉ କହେି ହେଲେ ଜନ୍ମ ହାଇେ ନାହାଁନ୍ତି। କିନ୍ତୁ ସ୍ବର୍ଗ ରାଜ୍ଯ ରେ ଯେ ସବୁଠାରୁ େଛାଟ. ସେ ଯୋହନଙ୍କ ଠାରୁ ମଧ୍ଯ ଶ୍ ରେଷ୍ଠ।

ମାଥିଉଲିଖିତ ସୁସମାଚାର 11:20

ସେତବେେଳେ ଯୀଶୁ ଯେଉଁ ନଗରମାନଙ୍କ ରେ ଅଧିକାଂଶ ଆଶ୍ଚର୍ୟ୍ଯ କାର୍ୟ୍ଯଗୁଡିକ କରିଥିଲେ, ସହେି ନଗରଗୁଡିକୁ ତିରସ୍କାର କଲେ। କାରଣ ସଠାେକାର ଲୋକେ ନିଜ ପାପ ପାଇଁ ଅନୁତାପ କରି ହୃଦୟ ପରିବର୍ତ୍ତନ କରି ନଥିଲେ, କି ପାପ କରିବା ଛାଡି ନଥିଲେ,

ମାଥିଉଲିଖିତ ସୁସମାଚାର 12:41

ଯେଉଁ ଦିନ ବିଚ଼ାର ହବେ, ସହେିଦିନ ନୀନିବୀର ଲୋକମାନେ ବର୍ତ୍ତମାନ ଜୀବିତ ଥିବା ଲୋକଙ୍କ ସହିତ ଠିଆ ହବେେ ଏବଂ ସମାନଙ୍କେୁ ଦୋଷୀ ସାବ୍ଯସ୍ତ କରିବେ। କାରଣ ଯେତବେେଳେ ୟୂନସ ସମାନଙ୍କେୁ ଉପଦେଶ ଦେଲେ ନୀନିବୀର ଲୋକେ ନିଜ ନିଜର ହୃଦୟ ପରିବର୍ତ୍ତନ କରିଥିଲେ। ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ମୁଁ ୟୂନସଙ୍କ ଅପେକ୍ଷା ଅଧିକ ମହାନ୍।

ମାଥିଉଲିଖିତ ସୁସମାଚାର 13:11

ଯୀଶୁ କହିଲେ, ସ୍ବର୍ଗରାଜ୍ଯର ନିଗୂଢ ସତ୍ଯ ଜାଣିବା ପାଇଁ କବଳେ ତୁମ୍ଭମାନଙ୍କୁ ଅଧିକାର ମିଳିଛି। ଏ ଅଧିକାର ସମାନଙ୍କେୁ ଦିଆଯାଇନାହିଁ।

ମାଥିଉଲିଖିତ ସୁସମାଚାର 13:24

ଯୀଶୁ ସମାନଙ୍କେୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ। ସ୍ବର୍ଗରାଜ୍ଯ ଜଣେ ବ୍ଯକ୍ତି ଭଳି ଯେ କି ନିଜ ଜମି ରେ ଭଲ ବୀଜ ବୁଣିଥିଲେ।

ମାଥିଉଲିଖିତ ସୁସମାଚାର 13:31

ତା'ପରେ ଯୀଶୁ ସହେି ଲୋକମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ: ସ୍ବର୍ଗରାଜ୍ଯ ଗୋଟିଏ ଶାରେିଷ ଦାନା ଭଳି। ଜଣେ ତାକୁ ନଇେ ତା' କ୍ଷତେ ରେ ଲଗାଏ.

ମାଥିଉଲିଖିତ ସୁସମାଚାର 13:33

ତା'ପରେ ଯୀଶୁ ଲୋକମାନଙ୍କୁ ଆଉ ଗୋଟିଏ କାହାଣୀ କହିଲେ: ସ୍ବର୍ଗରାଜ୍ଯ ଖମୀର ଭଳି। ଜଣେ ସ୍ତ୍ରୀଲୋକ ଗୋଟିଏ ବଡ ପାତ୍ର ରେ ଥିବା ଅଟା ରେ ଖମୀର ମିଶାଇଲା। ସବୁତକ ରୋଟୀ ଫୁଲିବା ରେ ଖମୀର କାମ ଦଲୋ।

ମାଥିଉଲିଖିତ ସୁସମାଚାର 13:44

ସ୍ବର୍ଗରାଜ୍ଯ ଜମି ରେ ପୋତା ହାଇେଥିବା ଧନଭଣ୍ଡର ଭଳି। ଦିନେ ଜଣେ ଲୋକ ଗୋଟିଏ ଧନର ଭଣ୍ଡାର ପାଇଲା ଓ ପୁଣି ଆଉ ଥରେ ସହେି ଧନକୁ ଜମି ଭିତ ରେ ପୋତି ଦଲୋ। ସେ ବହୁତ ଖୁସି ହାଇଗେଲା। ସେ ସଠାରୁେ ଯାଇ ତା ପାଖ ରେ ଯାହା ସବୁ ଥିଲା, ସବୁତକ ବିକି ସହେି ଜମିଟି କିଣିଲା।

ମାଥିଉଲିଖିତ ସୁସମାଚାର 13:47

ସ୍ବର୍ଗରାଜ୍ଯ ମଧ୍ଯ ହ୍ରଦ ରେ ଫିଙ୍ଗା ଯାଇଥିବା ଗୋଟିଏ ଜାଲ ଭଳି। ସେଥି ରେ ବିଭିନ୍ନ ପ୍ରକାରର ମାଛ ଧରା ପଡିଲେ।

ମାଥିଉଲିଖିତ ସୁସମାଚାର 13:52

ତା'ପରେ ଯୀଶୁ କହିଲେ, ସ୍ବର୍ଗରାଜ୍ଯ ବିଷୟ ରେ ଜାଣିଥିବା ପ୍ରେତ୍ୟକକ ଧର୍ମଶାସ୍ତ୍ରୀ ଜଣେ ଘରମାଲିକ ଭଳି। ଯେ କି ଭଣ୍ଡାର ରେ ଥିବା ତାହାଙ୍କ ନୂଆ ଓ ପୁରୁଣା ଉଭୟ ପଦାର୍ଥ ବାହାରକରି ଆଣନ୍ତି।

ମାଥିଉଲିଖିତ ସୁସମାଚାର 18:1

ସହେି ସମୟରେ ଶିଷ୍ଯମାନେ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, ସ୍ବର୍ଗରାଜ୍ଯ ରେ ସବୁଠାରୁ ଶ୍ ରେଷ୍ଠ କିଏ?

ମାଥିଉଲିଖିତ ସୁସମାଚାର 18:23

ନିଜ ଚାକରମାନଙ୍କଠାରୁ ଉଧାର ଥିବା ଟଙ୍କାପଇସାର ଆଦାୟ ପାଇଁ ମନସ୍ଥ କରିଥିବା ଜଣେ ରାଜାଙ୍କ ସହିତ ସ୍ବର୍ଗରାଜ୍ଯର ତୁଳନା କରା ଯାଇପା ରେ।

ମାଥିଉଲିଖିତ ସୁସମାଚାର 20:1

ସ୍ବର୍ଗରାଜ୍ଯ ଜଣେ ଜମିଦାରଙ୍କ ଭଳି। ଜମିଦାରଙ୍କର କେତକେ ଦ୍ରାକ୍ଷା ବଗିଚ଼ା ଥିଲା। ଦିନେ ବଡ଼ି ସକାଳୁ ସେ ତାହାଙ୍କ ଦ୍ରାକ୍ଷା ବଗିଚ଼ା ରେ କାମ କରିବା ପାଇଁ ଅନ୍ୟ କେତକେ ଶ୍ରମାକ ଆଣିବାକୁ ବାହାରିଗଲେ।

ମାଥିଉଲିଖିତ ସୁସମାଚାର 21:29

ପୁଅ କହିଲା, 'ମୁଁ ୟିବି ନାହିଁ।' କିନ୍ତୁ ପରେ ସେ ନିଜର ମନ ବଦଳାଇ ଗଲା।

ମାଥିଉଲିଖିତ ସୁସମାଚାର 22:2

ଯୀଶୁ କହିଲେ, ସ୍ବର୍ଗରାଜ୍ଯ ହେଉଛି ନିଜ ପୁଅର ବିବାହ ଭୋଜି ପ୍ରସ୍ତୁତ କରିଥିବା ଜଣେ ରାଜାଭଳି।

ମାଥିଉଲିଖିତ ସୁସମାଚାର 23:13

ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭମାନେେ ଲୋକମାନଙ୍କ ପାଇଁ ସ୍ବର୍ଗରାଜ୍ଯର ଦ୍ବାର ବନ୍ଦ କରି ଦେଉଛ।

ମାଥିଉଲିଖିତ ସୁସମାଚାର 25:1

ସେ ସମୟରେ ସ୍ବର୍ଗରାଜ୍ଯ, ବର ଖାଜେିବାକୁ ବାହାରିଥିବା ଦଶଜଣ କୁମାରୀ ଝିଅଙ୍କ ଭଳି ହବେ। ଏହି ଝିଅମାନେ ବର ସହିତ ସକ୍ଷାତ କରିବାକୁ ବାହାରିଥିଲେ। ସମାନେେ ତାହାଙ୍କ ସହିତ ଦୀପ ଆଣି ଥିଲେ,

ମାଥିଉଲିଖିତ ସୁସମାଚାର 25:14

ସ୍ବର୍ଗରାଜ୍ଯ ଘର ଛାଡ଼ି ବିଦେଶକୁ ବୁଲିବାକୁ ଯାଉଥିବା ଲୋକଟିଏ ଭଳି। ସହେି ଲୋକ ୟିବା ପୂର୍ବରୁ ତା'ର ଚ଼ାକରମାନଙ୍କୁ ଡ଼ାକି ତାର ଅନୁପସ୍ଥିତି ରେ ସମସ୍ତ ସମ୍ପତ୍ତିର ଯତ୍ନ ନବୋକୁ କହିଲେ।

ମାର୍କଲିଖିତ ସୁସମାଚାର 1:4

ତେଣୁ ବାପ୍ତିଜକ ଯୋହନ ମରୁଭୂମି ଅଞ୍ଚଳକୁ ଆସି ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିଲେ। ସେ ସମାନଙ୍କେୁ କହିଲେ, ତୁମ୍ଭମାନେେ ନିଜର ହୃଦୟ ପରିବର୍ତ୍ତନ କରିବାକୁ ଚାହୁଁ ଥିବାରୁ ବାପ୍ତିସ୍ମ ଗ୍ରହଣ କର। ତା'ପରେ ସମାନଙ୍କେର ପାପଗୁଡିକୁ କ୍ଷମା କରାୟିବ।

ମାର୍କଲିଖିତ ସୁସମାଚାର 1:15

ଯୀଶୁ କହିଲେ, ବର୍ତ୍ତମାନ ଉପୟୁକ୍ତ ସମୟ ଆସିଯାଇଛି। ପରମେଶ୍ବରଙ୍କ ରାଜ୍ଯ ପାଖ ହାଇେ ଗଲାଣି। ତୁମ୍ଭମାନଙ୍କର ହୃଦୟ ପରିବର୍ତ୍ତନ କର। ସୁସମାଚାର ରେ ବିଶ୍ବାସ କର।

ମାର୍କଲିଖିତ ସୁସମାଚାର 6:12

ଶିଷ୍ଯମାନେ ସଠାରୁେ ଅନ୍ୟ ସ୍ଥାନକୁ ଚାଲିଗଲେ। ସମାନେେ ଘାଷେଣା କଲେ ଯେ ଲୋକମାନେ ଅନୁତାପ କରନ୍ତୁ। ହୃଦୟ ପରିବର୍ତ୍ତନ କରନ୍ତୁ।

ଲୂକଲିଖିତ ସୁସମାଚାର 6:20

ଶିଷ୍ଯମାନଙ୍କ ଆଡକୁ ଚାହିଁ ଯୀଶୁ କହିଲେ,

ଲୂକଲିଖିତ ସୁସମାଚାର 9:2

ତା'ପରେ ସେ ସମାନଙ୍କେୁ ପରମେଶ୍ବରଙ୍କ ରାଜ୍ଯର ସୁସମାଚାର ଶୁଣାଇବା ପାଇଁ ଓ ରୋଗୀମାନଙ୍କୁ ସୁସ୍ଥ କରିବା ପାଇଁ ପଠାଇଲେ।

ଲୂକଲିଖିତ ସୁସମାଚାର 10:9

ସଠାେରେ ରହୁଥିବା ଲୋଗୀଙ୍କୁ ସୁସ୍ଥ କର। ତା'ପରେ ସମାନଙ୍କେୁ କୁହ, 'ପରମେଶ୍ବରଙ୍କ ରାଜ୍ଯ ତୁମ୍ଭମାନଙ୍କ ନିକଟରେ ଖୁବ୍ ଶୀଘ୍ର ଆସି ପହଞ୍ଚିଯାଉଛି।'

ଲୂକଲିଖିତ ସୁସମାଚାର 11:20

ମୁଁ ଭୁତମାନଙ୍କୁ ବାହାର କରିଦବୋପାଇଁ ପରମେଶ୍ବରଙ୍କ ଶକ୍ତି ବ୍ଯବହାର କରୁଛି। ଏକଥା ସ୍ପଷ୍ଟ ଦଖାଇେ ଦେଉଛି ଯେ ପରମେଶ୍ବରଙ୍କ ରାଜ୍ଯ ତୁମ୍ଭମାନଙ୍କ ପାଖକୁ ଆସିଗଲାଣି।

ଲୂକଲିଖିତ ସୁସମାଚାର 13:3

ନା, ସମାନେେ ତାହା ନଥିଲେ। କିନ୍ତୁ ତୁମ୍ଭମାନେେ ଯଦି ତୁମ୍ଭର ହୃଦୟ ଓ ଜୀବନଯାପନ ପ୍ରଣାଳୀ ରେ ପରିବର୍ତ୍ତନ୍ ନଆଣିବ ତବେେ ତୁମ୍ଭମାନେ ମଧ୍ଯ ସହେି ଲୋକମାନଙ୍କ ଭଳି ଧ୍ବଂସ ପାଇୟିବ।

ଲୂକଲିଖିତ ସୁସମାଚାର 13:5

ନା, ସମାନେେ ତା ନଥିଲେ। ମୁଁ କିନ୍ତୁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନେେ ଯଦି ତୁମ୍ଭମାନଙ୍କର ହୃଦୟ ଓ ଜୀବନଯାପନ ପ୍ରଣାଳୀ ରେ ପରିବର୍ତ୍ତନ ନ ଆଣିବ, ତବେେ ତୁମ୍ଭମାନେେ ସବୁ ବିନଷ୍ଟ ହବେ।

Interlinear

Choose Theme