ତା'ପରେ ସହେି ପବିତ୍ର ଆତ୍ମା ଯୀଶୁଙ୍କୁ ମରୂଭୁମିକୁ କଢାଇ ନାଇଗଲେ। ଶୟତାନ ଦ୍ବାରା ପରୀକ୍ଷୀତ ହବୋପାଇଁ ତାହଙ୍କୁ ସଠାେକୁ ନିଆଯାଥିଲା।
Cross references
ମୁଁ ତୁମ୍ଭଙ୍କୁ ନାରୀର ଶତୃ କରିବି।
ଯଦି ମୁଁ ୟାଇ ତୁମ୍ଭ ବିଷଯ ରେ ରାଜା ଆହାବ୍ଙ୍କୁ ଜଣାଏ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭରୁ ମାରେ ଅଜଣା ସ୍ଥାନକୁ ନଇେଯିବେ। ଯେତବେେଳେ ଆହାବ୍ ତୁମ୍ଭକୁ ନ ପାଇବେ ସେ ମାେତେ ହତ୍ଯା କରିବେ। ମାତ୍ର ମୁଁ ବାଲ୍ଯ କାଳରୁ ସଦାପ୍ରଭୁଙ୍କ ଅନୁଗାମୀ ହାଇେ ଆସୁଛି।
ସମାନେେ ତାଙ୍କୁ କହିଲେ, ଦେଖ, ଆମ୍ଭ ସହିତ ପଗ୍ଭଶ ବଳବାନ୍ ଲୋକ ଅଛନ୍ତି। ଆମ୍ଭେ ବିନଯ କରୁଛୁ, ସମାନଙ୍କେୁ ତୁମ୍ଭର ମହାଶୟଙ୍କୁ ଖାଜେିବା ରେ ୟିବାକୁ ଦିଅ। ହାଇପୋ ରେ ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଉର୍ଦ୍ଧ୍ବକୁ ନଇେ କୌଣସି ପର୍ବତ କି ଉପତ୍ୟକା ଉପରେ ପକାଇ ଦଇେଥିବେ।
ଏହାପ ରେ ଆତ୍ମା ମାେତେ ଉପରକୁ ଉଠାଇଲା, ଏବଂ ମୁଁ ମାରେ ପଛ ରେ ଏକ ଶବ୍ଦ ଶୁଣିଲି। ତାହା ଏକ ବଜ୍ର ଧ୍ବନି ଥିଲା, ଏହା ଶୁଣାଗଲା, ଧନ୍ଯ ସଦାପ୍ରଭୁଙ୍କର ମହିମା।
ତା'ପ ରେ ଆତ୍ମା ମାେତେ ଉପରକୁ ଉଠାଇ ନଇଗେଲା। ମୁଁ ଦୁଃଖିତ ହୃଦଯ ରେ କୋରଧିତ ହାଇେ ଗମନ କଲି ଏବଂ ସଦାପ୍ରଭୁଙ୍କର ହସ୍ତ ମାେତେ ଧରିଥିଲା।
ତା'ପ ରେ ଆମ୍ଭେ ଦେଖିଲୁ, ସେ ଏକ ହସ୍ତ ପରି ଜଣାଯାଉଥିବା କିଛି ବିସ୍ତାର କରି ମାରେକେଶ ଧରିଲେ। ତା'ପ ରେ ପବନ ମାେତେ ଉଠାଇ ନଲୋ, ପୃଥିବୀ ଓ ଆକାଶର ମଧ୍ଯବର୍ତ୍ତୀ ସ୍ଥାନ ରେ ରଖି ଦଲୋ। ଏବଂ ପରମେଶ୍ବରଙ୍କର ଦର୍ଶନକ୍ରମେ ୟିରୁଶାଲମର ଭିତର ପ୍ରାଙ୍ଗଣର ଉତ୍ତରାମୁଖୀ ପ୍ରବେଶ ସ୍ଥାନର ଦ୍ବାର ନିକଟକୁ ମାେତେ ଆଣିଲେ। ସଠାେ ରେ ଏକ ମୂର୍ତ୍ତି ଥିଲା, ଯାହା ପରମେଶ୍ବରଙ୍କର କୋରଧର କାରଣ ହେଲା।
ଅନନ୍ତର ଏକ ପବନ ମାେତେ ଉଠାଇଲା ଏବଂ ସଦାପ୍ରଭୁଙ୍କ ମନ୍ଦିରର ପୂର୍ବାଭିମୁଖ ପୂର୍ବଦ୍ବାର ନିକଟକୁ ମାେତେ ବୋହି ଆଣିଲା। ଆଉ ମୁଁ ଦେଖିଲି ସହେି ପ୍ରବେଶ ଦ୍ବାର ନିକଟରେ ପଚିଶ ଜଣ ବ୍ଯକ୍ତି ଉପସ୍ଥିତ ଥିଲେ। ଆଉ ସମାନଙ୍କେ ମଧିଅରେ ମୁଁ ଅସସୁରର ପୁତ୍ର ୟାସନିଯଙ୍କୁ ଦେଖିଲି। ଏବଂ ଲୋକମାନଙ୍କର ଅଧିପତି ବନାଯର ପୁତ୍ର ପୁଟିଯକୁ ଦେଖିଲି।
ତା'ପ ରେ ଗୋଟିଏ ପବନ ମାେତେ ଉଠାଇଲା ଏବଂ ନିର୍ବାସିତରୂପେ ମାେତେ ବାବିଲକୁ ନଇଗେଲା। ପରମେଶ୍ବରଙ୍କର ଆତ୍ମା ଦ୍ବାରା ମୁଁ ଦର୍ଶନ ରେ ଏହିସବୁ ଜିନିଷଗୁଡ଼ିକ ଦେଖିଲି। ତା'ପ ରେ ଯେଉଁ ଦର୍ଶନ ମୁଁ ଦେଖିଥିଲି ଚାଲିଗଲା।
ଦର୍ଶନ ୟୋଗେ ପରମେଶ୍ବର ମାେତେ ଇଶ୍ରାୟେଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତ ରେ ବସାଇଲେ। ସହେି ପର୍ବତ ଉପ ରେ ମାରେ ସମ୍ମୁଖ ରେ ଗୋଟିଏ ନଗର ତୁଲ୍ଯ ଆକୃତି ଥିଲା।
ତା'ପ ରେ ଆତ୍ମାଟି ମାେତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ। ଆଉ ସଦାପ୍ରଭୁଙ୍କ ମହିମା ରେ ମନ୍ଦିର ପରିପୂର୍ଣ୍ଣ ହେଲା।
ତା'ପରେ, ସଂଗେ ସଂଗେ ଆତ୍ମା ଯୀଶୁଙ୍କୁ ମରୁଭୂମିକୁ ଏକୁଟିଆ ପଠାଇ ଦେଲେ।
ଯୀଶୁ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇେ ୟର୍ଦ୍ଦନ ନଦୀରୁ ବାହୁଡି ଆସିଲେ। ଆତ୍ମା ତାହାଙ୍କୁ ମରୁଭୂମିକୁ କଢାଇ ନଇଗେଲେ।
ମୁଁ ତୁମ୍ଭ ସହିତ ବେଶୀ ସମୟ କଥାବାର୍ତ୍ତା ହବେି ନାହିଁ। ଏ ଜଗତର ଶାସକ ଆସୁଛି। ମାେ ଉପରେ ତାର କୌଣସି କ୍ଷମତା ନାହିଁ।
ସମାନେେ ଦୁ ହେଁ ଜଳ ଭିତରୁ ଉଠି ଆସିବା ପରେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ନଇଗେଲେ। ନଫୁସକ ତାହାଙ୍କୁ ଆଉ ଦେଖିପାରିଲେ ନାହିଁ। ସେ ଖୁସି ରେ ତାହାଙ୍କ ବାଟରେ ଚ଼ାଲିଗଲେ।
ଯେଉଁମାନେ ନିଜ ଜୀବନ ରେ ପରମେଶ୍ବରଙ୍କର ଆତ୍ମାକୁ ନତେୃତ୍ବ ନିଅନ୍ତି ସମାନେେ ପରମେଶ୍ବରଙ୍କର ପ୍ରକୃତ ସନ୍ତାନ।
ଯୀଶୁ ପରୀକ୍ଷିତ ହାଇେ ଦୁଃଖ ଭୋଗ କରିଥିବାରୁ ପରୀକ୍ଷିତ ଲୋକମାନଙ୍କୁ ସାହାୟ୍ଯ କରିବା ନିମନ୍ତେ ସକ୍ଷମ ଅଟନ୍ତି।
ଅତଏବ ଆମ୍ଭେ ଆମ୍ଭମାନଙ୍କ ବିଶ୍ବାସ ରେ ଦୃଢ଼ ରହିବା ଉଚିତ୍। ମହାୟାଜକ ଯୀଶୁ ଆମ୍ଭର ସମସ୍ତ ଦୁର୍ବଳତା ଜାଣନ୍ତି। ଜଗତ ରେ ଥିବା ବେଳେ ସେ ପ୍ରେତ୍ୟକକ ଭାବରେ ପରୀକ୍ଷିତ ହେଲେ।