Home Bibles ମାଥିଉଲିଖିତ ସୁସମାଚାର 4:10 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 4:10 · ଓଡ଼ିଆ ବାଇବେଲ

ଯୀଶୁ ତାକୁ କହିଲେ, ଶୟତାନ, ମାେ ପାଖରୁ ଦୂରହୁଅ। କାରଣ ଶାସ୍ତ୍ର ରେ ଲଖାେଅଛି:

Cross references

ଦିତୀୟ ବିବରଣ 6:13

ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ଭୟ କରିବ ଓ ତୁମ୍ଭେ ତାଙ୍କର ସବୋ କରିବ ଓ ତାହାଙ୍କ ନାମ ରେ ଶପଥ କରିବ।

ଦିତୀୟ ବିବରଣ 10:20

ତୁମ୍ଭେ ସଦାପ୍ରଭୁ ଆପଣା ପରମେଶଓରଙ୍କୁ ଭୟ କରିବ। ତାଙ୍କର ଉପାସନା କରିବ। ତାହାଙ୍କଠା ରେ ତୁମ୍ଭେ ଆସକ୍ତ ହବେ। ତାହାଙ୍କ ନାମ ରେ ତୁମ୍ଭେ ଶପଥ କରିବ।

ଯିହୋଶୂୟ 24:14

ଏହାପରେ ଯିହାଶୂେୟ ଲୋକମାନଙ୍କୁ କହିଲେ, ବର୍ତ୍ତମାନ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ଯ ଶକ୍ସ୍ଟଣିଲ। ତେଣୁ ତୁମ୍ଭେ ସଦାପ୍ରଭୁଙ୍କୁ ଅନ୍ତରର ସହକା ରେ ସବୋ କର ଓ ସମ୍ମାନ ଦିଅ। ତୁମ୍ଭମାନଙ୍କର ପୂର୍ବପୁରୁଷ ମିଶର ରେ ଥିବା ବେଳେ ସବୋ କରୁଥିବା ଦବେତାଗଣଙ୍କକ୍ସ୍ଟ ଫରାତ୍ ନଦୀର ଅପର ପାଶର୍‌ବକକ୍ସ୍ଟ ଫିଙ୍ଗିଦିଅ। ଏବଂ ବିନା ଦିହକ୍ସ୍ଟଦା ରେ ଏହି ସଦାପ୍ରଭୁଙ୍କୁ ସବୋ କର।

ପ୍ରଥମ ଶାମୁୟେଲ 7:3

ତା'ପରେ ଶାମକ୍ସ୍ଟଯଲେ ଇଶ୍ରାୟେଲୀୟମାନଙ୍କୁ କହିଲେ, ପ୍ରକୃତ ରେ ତୁମ୍ଭମାନେେ ଯଦି ହୃଦଯର ସହିତ ସଦାପ୍ରଭୁଙ୍କ ପାଖକକ୍ସ୍ଟ ପ୍ରତ୍ଯାବର୍ତ୍ତନ କରିଛ, ତବେେ ତୁମ୍ଭମାନେେ ବିଦେଶୀ ପ୍ରତିମାଗୁଡିକୁ ଓ ଅଷ୍ଟାରୋତ ପ୍ରତିମା ଫିଙ୍ଗିଦିଅ। ତୁମ୍ଭମାନେେ ସଦାପ୍ରଭୁଙ୍କ ନିକଟରେ ସମର୍ପଣ କର ଓ କବଳେ ତାଙ୍କୁ ହିଁ ସବୋ କର। ସଦାପ୍ରଭୁ ତୁମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କଠାରକ୍ସ୍ଟ ରକ୍ଷା କରିବେ।

ପ୍ରଥମ ବଂଶାବଳୀ 21:1

ଶଯତାନ ଇଶ୍ରାୟେଲର ବିରୁଦ୍ଧ ରେ ଛିଡ଼ା ହେଲା। ଶଯତାନ ଇଶ୍ରାୟେଲ ଲୋକମାନଙ୍କୁ ଗଣନା କରିବା ନିମନ୍ତେ ସେ ଦାଉଦଙ୍କୁ ପ୍ରବର୍ତ୍ତାଇଲା।

ଆୟୁବ ପୁସ୍ତକ 1:6

ସଦାପ୍ରଭୁଙ୍କ ସହିତ ସାକ୍ଷାତ ଲାଗି ସ୍ବର୍ଗଦୂତମାନଙ୍କ ପାଇଁ ସହେି ଦିନଟି ଉପସ୍ଥିତ ହେଲା। ସହେି ସ୍ବର୍ଗଦୂତମାନଙ୍କ ସହିତ ଶଯତାନ ମଧ୍ଯ ସଠାେରେ ଉପସ୍ଥିତ ହେଲା।

ଆୟୁବ ପୁସ୍ତକ 1:12

ତା'ପରେ ସଦାପ୍ରଭୁ ଶଯତାନକୁ କହିଲେ, ଠିକ୍ ଅଛି, ତା'ର ଯାହାସବୁ ଅଛି, ସଗେୁଡ଼ିକ ସହିତ ତୁମ୍ଭେ ଯେପରି ଚାହଁ କର, କିନ୍ତୁ ସହେି ବ୍ଯକ୍ତିକୁ ସ୍ପର୍ଶ କର ନାହିଁ। ତା'ପରେ ଶଯତାନ ସଦାପ୍ରଭୁଙ୍କ ଉପସ୍ଥିତିରୁ ଚାଲିଗଲା।

ଆୟୁବ ପୁସ୍ତକ 2:1

ଅନ୍ୟ ଦିନ ସ୍ବର୍ଗଦୂତଗଣ ସଦାପ୍ରଭୁଙ୍କ ସମ୍ମୁଖ ରେ ସମାନଙ୍କେୁ ଉପସ୍ଥିତ କରିବା ପାଇଁ ଆସିଲେ ଏବଂ ଶଯତାନ ମଧ୍ଯ ସଦାପ୍ରଭୁଙ୍କ ସମ୍ମୁଖ ରେ ନିଜକୁ ଉପସ୍ଥିତ କରିବାକୁ ଆସିଲା।

ଗୀତସଂହିତା 109:6

ସମାନେେ କହିଲେ, ତାଙ୍କୁ ନ୍ଯାଯ ଦବୋ ପାଇଁ କହେି ଜଣେ ଦୁଷ୍ଟ ଲୋକକୁ ନିୟୁକ୍ତି କର। କାହାକୁ ଜଣେ ବାହାର କର ୟିଏକି ଭୁଲ୍ ବୋଲି କହୁ।

ଯିଖରିୟ 3:1

ସଦାପ୍ରଭୁ ସ୍ବର୍ଗଦୂତ ମହାୟାଜକ ଯିହାଶୂେୟଙ୍କୁ ମାେତେ ଦଖାଇେଲେ। ଯିହାଶୂେୟ ସଦାପ୍ରଭୁଙ୍କ ସ୍ବର୍ଗଦୂତଙ୍କ ସମ୍ମୁଖ ରେ ଓ ଶଇତାନ ଯିହାଶୂେୟଙ୍କ ଦକ୍ଷିଣ ପାଶର୍‌ବ ରେ ଛିଡା ହାଇେଥିଲେ। ତାଙ୍କୁ ଦୋଷ ଦବୋକୁ ଶଯତାନ ସଠାେ ରେ ଉପସ୍ଥିତ ଥିଲେ।

ମାଥିଉଲିଖିତ ସୁସମାଚାର 16:23

ଯୀଶୁ ବୁଲିପଡି ପିତରଙ୍କୁ କହିଲେ, ଶୟତାନ! ମାେ ପାଖରୁ ଚାଲିଯାଅ। ତୁମ୍ଭେ ମାେ ପାଇଁ ଗୋଟିଏ ବିଘ୍ନ। ତୁମ୍ଭେ ପରମେଶ୍ବରଙ୍କ ନିୟମକୁ ଖାତିର୍ କରୁନାହଁ। ଲୋକମାନେ ଯାହାକୁ ସହତ୍ତ୍ବପୂର୍ଣ୍ଣ ବୋଲି ଭାବନ୍ତି, ତୁମ୍ଭମାନେେ ମଧ୍ଯ ସହେିଭଳି ଭାବୁଛ।

ଲୂକଲିଖିତ ସୁସମାଚାର 4:8

ଯୀଶୁ ଉତ୍ତର ଦେଲେ, ଶାସ୍ତ୍ର ରେ ଲଖାେଅଛି:

ଯାକୁବଙ୍କ ପତ୍ 4:7

ଅତଏବ ନିଜକୁ ପରମେଶ୍ବରଙ୍କଠା ରେ ସମର୍ପିତ କର। ଶୟତାନକୁ ବାଧା ଦିଅ, ତା ହେଲେ ସେ ତୁମ୍ଭଠାରୁ ଦୂ ରଇେ ୟିବ।

ପିତରଙ୍କ ପ୍ରଥମ ପତ୍ 5:9

ଶୟତାନର ଅନୁସରଣ କର ନାହିଁ। ନିଜ ବିଶ୍ବାସ ରେ ଦୃଢ଼ ହାଇେ ରୁହ। ସମଗ୍ର ବିଶ୍ବ ରେ ସର୍ବତ୍ର ତୁମ୍ଭ ଭାଇ ଓ ଭଉଣୀମାନେ ସମାନ ଭାବରେ ତୁମ୍ଭ ଭଳି ଯାତନା ପାଉଛନ୍ତି, ଏ କଥା ତୁମ୍ଭେ ଜାଣ।

Interlinear

Choose Theme