ତୁମ୍ଭେ ଜଗତର ଆଲୋକ। ପାହାଡ ଉପରେ ଅବସ୍ଥିତ କୌଣସି ନଗରକୁ କବେେ ହେଲେ ଲୁଚଇେ ରଖାଯାଇ ପାରିବ ନାହିଁ।
Cross references
ଏହାପରେ ଲୋକମାନେ କହିଲେ, ଆସ ଆମ୍ଭ ପାଇଁ ଏକ ନଗର ଓ ଏକ ନଭଶ୍ଚୁମ୍ବୀ ଅଟ୍ଟାଳିକା ନିର୍ମାଣ କରିବା ଆମ୍ଭମାନେେ ଅତି ଜଣାଶୁଣା ହବୋ। ତା ହେଲେ ଆମ୍ଭମାନେେ ପୃଥିବୀର ଚ଼ାରିଆଡ଼େ ବିକ୍ଷିପ୍ତ ହବୋ ନାହିଁ।
ଧାର୍ମିକ ଲୋକମାନେ ପ୍ରଭାତର ସୂର୍ୟ୍ଯକିରଣ ପରି। ସୂର୍ େଯ୍ଯାଦଯ ପ ରେ ମଧ୍ଯାହ୍ନ ରେ ସୂର୍ୟ୍ଯ ଯେପରି ତଜେସ୍ବୀ ହାଇେ ଉେଠ,
ତା'ପ ରେ ସଦାପ୍ରଭୁ ମାରେ ପ୍ରଭୁ ମାେତେ କହିଲେ, ଏହା ୟିରୁଶାଲମ ଅଟେ, ଯାହାକୁ ଆମ୍ଭେ ଦେଶମାନଙ୍କ ମଧିଅରେ ସ୍ଥାପନ କରିଅଛୁ ଓ ତା'ର ଚତୁର୍ଦ୍ଦିଗ ରେ ଅନ୍ଯାନ୍ଯ ଦେଶଗୁଡ଼ିକ ଅଛି।
ଯୋହନ ଗୋଟିଏ ପ୍ରଦୀପ ପରି ଜଳି ଆଲୋକ ଦଇେଥିଲେ। ଏବଂ ତୁମ୍ଭମାନେେ ସହେି ଆଲୋକ କିଛି କ୍ଷଣ ପାଇଁ ଉପ ଭୋଗ କରି ଖୁସି ହେଲ।
ପରେ, ଯୀଶୁ ପୁଣି ଲୋକମାନଙ୍କୁ ଉପଦେଶ ଦେଲେ। ସେ କହିଲେ, ମୁଁ ଜଗତର ଆଲୋକ, ମାେତେ ଯେଉଁ ଲୋକ ଅନୁସରଣ କରେ, ସେ କବେେ ଅନ୍ଧକାର ରେ ଚାଲିବ ନାହିଁ। ସେ ଲୋକ ଜୀବନ ପ୍ରଦାନକାରୀ ଆଲୋକ ପାଇବ।
ତେଣୁ ତୁମ୍ଭ ପାଖ ରେ ଆଲୋକ ଥିବା ପର୍ୟ୍ଯନ୍ତ ତା'ଠା ରେ ତୁମ୍ଭେ ବିଶ୍ବାସ ରଖ। ତବେେ ତୁମ୍ଭମାନେେ ଆଲୋକର ସନ୍ତାନ ହବେ। ଯୀଶୁ ଏକଥା କରିବା ପରେ ସମାନଙ୍କେର ପାଖରୁ ଚାଲି ଗଲେ। ସେ ଏପରି ସ୍ଥାନ ରେ ରହିଲେ, ଯେଉଁଠି ଲୋକମାନେ ତାହାଙ୍କୁ ପାଇଲେ ନାହିଁ।
ତୁମ୍ଭେ ଭାବୁଛ ଯେ, ଯେଉଁ ଲୋକମାନେ ସତ୍ଯ ମାର୍ଗ ବିଷୟ ରେ ଜାଣନ୍ତି ନାହିଁ, ତୁମ୍ଭେ ସମାନଙ୍କେର ମାର୍ଗ ଦର୍ଶକ। ତୁମ୍ଭେ ଭାବୁଛ ଯେ, ଯେଉଁମାନେ ଅନ୍ଧକାର ରେ ଅଛନ୍ତି ସମାନଙ୍କେ ପାଇଁ ତୁମ୍ଭେ ଆଲୁଅ ସଦୃଶ।
ଯେଉଁମାନେ ବିଶ୍ବାସ କରନ୍ତି ନାହିଁ, ତୁମ୍ଭମାନେେ ତାହାଙ୍କ ସହିତ ସମାନ ନୁହଁ। ଅତଏବ ସମାନଙ୍କେ ସହିତ ୟୋଗ ଦିଅ ନାହିଁ। ଭଲ ଓ ମନ୍ଦ ଏକାଠି ରୁହନ୍ତି ନାହିଁ। ଆଲୋକ ଓ ଅନ୍ଧକାର ମଧିଅରେ କି ସହଭାଗିତା ଅଛି ?
ଅତୀତ ରେ ତୁମ୍ଭେ ଅନ୍ଧକାର ରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠା ରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର।
ତବେେ ଯାଇ ତୁମ୍ଭେ ନିର୍ଦ୍ ଦୋଷ ହବେ ଓ ତୁମ୍ଭ ଭିତ ରେ କୌଣସି ଭୁଲ୍ ରହିବ ନାହିଁ। ତୁମ୍ଭେ ପରମେଶ୍ବରଙ୍କ ନିର୍ଦ୍ ଦୋଷ ପୁତ୍ର ହବେ। କିନ୍ତୁ ତୁମ୍ଭମାନେେ ନଷ୍ଟ ହାଇେ ଯାଉଥିବା ମନ୍ଦ ଲୋକଙ୍କ ମଧିଅରେ ରହୁଛ। କିନ୍ତୁ ସମାନଙ୍କେ ଭିତ ରେ ତୁମ୍ଭେ ହି ଅନ୍ଧକାରପୂର୍ଣ୍ଣ ଜଗତ ରେ ଜ୍ଯୋତିଃଭଳି ପ୍ରକାଶିତ ହେଉଛ।
ତୁମ୍ଭେ ସମସ୍ତେ ହେଉଛ ଆଲୋକର ସନ୍ତାନ ଓ ଦିନର ସନ୍ତାନ। ଆମ୍ଭମାନେେ ରାତ୍ରି ରେ କିମ୍ବା ଅନ୍ଧକାର ରେ ନାହୁଁ।
ମାରେ ଡ଼ାହାଣ ହାତ ରେ ଯେଉଁ ସାତାଟେି ନକ୍ଷତ୍ର ଦେଖିଲ, ତାହାର ଓ ସାତଟି ସୁନାର ଦୀପରୁଖାର ନିଗୂଢ଼ ଅର୍ଥ ଏହିପରି ଅଟେ : ସାତ ଦୀପରୁଖା ହେଉଛି ସାତାଟେି ମଣ୍ଡଳୀ। ସାତ ନକ୍ଷତ୍ର ହେଉଛନ୍ତି ସାତାଟେି ମଣ୍ଡଳୀର ଦୂତ।