Home Bibles ମାଥିଉଲିଖିତ ସୁସମାଚାର 5:24 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 5:24 · ଓଡ଼ିଆ ବାଇବେଲ

ତବେେ ତୁମ୍ଭର ନବୈେଦ୍ଯ ଦାନ ସହେିଠା ରେ ଛାଡି ଦଇେ ସହେି ଲୋକଟି ପାଖକୁ ଯାଅ ଏବଂ ତା ସହିତ ଶାନ୍ତି ସ୍ଥାପନ କିର, ତା'ପରେ ଆସି ତୁମ୍ଭର ନବୈେଦ୍ଯ ଦାନ ଅର୍ପଣ କର।

Cross references

ଆୟୁବ ପୁସ୍ତକ 42:8

ତେଣୁ ବର୍ତ୍ତମାନ ଇଲୀଫସ୍ ସାତାଟେି ଷଣ୍ଢ ଓ ସାତାଟେି ମେଣ୍ଢା ନଇେ ମାେ ଭୃତ୍ଯ ଆୟୁବ ପାଖକୁ ୟାଅ। ତାହା ବଧକରି ନିଜ ପାଇଁ ହାମବେଳି ପରି ଉତ୍ସର୍ଗ କର। ଆମ୍ଭ ଦାସ ଆୟୁବ ତୁମ୍ଭ ପାଇଁ ପ୍ରାର୍ଥନା କରିବ ଏବଂ ଆମ୍ଭେ ପ୍ରାର୍ଥନାର ଉତ୍ତର ଦବୋ। ତା'ପରେ ଆମ୍ଭେ ତୁମ୍ଭକୁ ଦଣ୍ଡ ଦବୋ ନାହିଁ, ଯାହାର ତୁମ୍ଭେ ହକଦାର। ତୁମ୍ଭେ ଦଣ୍ଡ ପାଇବା ଉଚିତ୍, କାରଣ ତୁମ୍ଭେ ଅତି ନିର୍ ବୋଧ। ତୁମ୍ଭେ ଆମ୍ଭ ବିଷଯ ରେ ଉଚିତ କଥା କହି ନାହଁ। କିନ୍ତୁ ଆମ୍ଭର ଭୃତ୍ଯ ଆୟୁବ ଆମ୍ଭ ବିଷଯ ରେ ଉଚିତ୍ କଥା କହିଛି।

ହିତୋପଦେଶ 25:9

ଯଦି ପ୍ରତିବେଶୀ ସହିତ ବିବାଦ ଅଛି, ତୁମ୍ଭେ ତୁମ୍ଭର ମକଦ୍ଦମା ପାଇଁ ତର୍କ କର, କିନ୍ତୁ ଅନ୍ୟର ଗୋପନୀଯତାକୁ ପ୍ରକଟ କର ନାହିଁ।

ମାଥିଉଲିଖିତ ସୁସମାଚାର 18:15

ତୁମ୍ଭର କହେି ଭାଇ ଯଦି ତୁମ୍ଭ ବିରୁଦ୍ଧ ରେ ଭୁଲ୍ କାମ କରେ, ତବେେ ସେ ଏକାକୀ ଥିବା ବେଳେ ତା' ନିକଟକୁ ଯାଇ ତାର ଭୁଲ୍ ବିଷୟ ରେ କୁହ। ଯଦି ସେ ତୁମ୍ଭ କଥା ଶୁଣେ, ତବେେ ତୁମ୍ଭେ ତାକୁ ପୁଣି ଥରେ ତୁମ୍ଭର ଭାଇ ହାଇେ ରହିବାକୁ ସାହାୟ୍ଯ କଲ।

ମାଥିଉଲିଖିତ ସୁସମାଚାର 23:23

ରେ କପଟୀ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭ ପାଖ ରେ ଯାହା ଅଛି, ତାର ଦଶ ଭାଗରୁ ଏକ ଭାଗ, ଏପରିକି ନିଜର ପୋଦିନା, ପାନମଧୁରୀ ଓ ଜୀରାର ମଧ୍ଯ ଦଶ ଭାବରୁ ଏକ ଭାଗ ତୁମ୍ଭେ ପରମେଶ୍ବରଙ୍କୁ ଦେଉଛ, କିନ୍ତୁ ତୁମ୍ଭମାନେେ ନିୟମର ଅଧିକ ନ୍ଯାୟ, ଦୟା ଓ ବିଶ୍ବାସ ଭଳି ମହତ୍ତ୍ବପୂର୍ଣ୍ଣ ଉପଦେଶ ଗୁଡ଼ିକୁ ପାଳନ କରୁନାହଁ। ମାତ୍ର ଏଗୁଡ଼ିକ ତୁମ୍ଭର ପାଳନ କରିବା ଉଚ଼ିତ। ଅନ୍ୟ ଉପଦେଶଗୁଡ଼ିକୁ ମଧ୍ଯ ନିୟମିତ ରୂପରେ ତୁମ୍ଭର ପାଳନ କରିବା ଉଚ଼ିତ।

ମାର୍କଲିଖିତ ସୁସମାଚାର 9:50

ଲୁଣ ଭଲ ପଦାର୍ଥ। କିନ୍ତୁ ଲୁଣ ଯଦି ତାର ଲୁଣିଆ ଗୁଣ ହରାଇ ବସିବ, ତାକୁ ପୁଣି ଥରେ କିପରି ଲୁଣିଆ କରାଯାଇ ପାରିବ? ତେଣୁ ତୁମ୍ଭେ ଭଲ ଗୁଣ ରେ ପରିପୂର୍ଣ୍ଣ ହୁଅ। ସମସ୍ତେ ମିଳିମିଶି ଶାନ୍ତି ରେ ରୁହ।

ରୋମୀୟଙ୍କ ପ୍ରତି ପତ୍ର 12:17

ମନ୍ଦ ପ୍ରତିବଦଳ ରେ କାହାରି ପ୍ରତି ମନ୍ଦ କର ନାହିଁ। ଯାହାକୁ ସବୁ ଲୋକ ଭଲ ବୋଲି ଚିନ୍ତା କରନ୍ତି ସହେିଭଳି କାମ କରିବା ତୁମ୍ଭର ଲକ୍ଷ ହେଉ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:7

ତୁମ୍ଭମାନଙ୍କ ଭିତ ରେ ଥିବା ଆଇନଗତ ବିବାଦଗୁଡ଼ିକ ଦର୍ଶାଇ ଦିଏ ଯେ, ତୁମ୍ଭମାନେେ ପରାଜିତ ହାଇେ ସାରିଛ। ତା' ଅପେକ୍ଷା ଅନ୍ୟ କହେି ତୁମ୍ଭମାନଙ୍କୁ ଠକିଥିଲେ ବା ତୁମ୍ଭମାନଙ୍କ ପ୍ରତି ଅନ୍ଯାୟ କରିଥିଲେ ଭଲ ହାଇେଥାନ୍ତା।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:28

ପ୍ରେତ୍ୟକକଲୋକ ରୋଟୀ ଖାଇବା ପୂର୍ବରୁ ଓ ପିଆଲାରୁ ପିଇବା ପୂର୍ବରୁ ନିଜ ହୃଦୟକୁ ପରୀକ୍ଷା କରିନବୋ ଦରକାର।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 2:8

ମୁଁ ଚା ହେଁ ଯେ ସର୍ବତ୍ର ଲୋକେ ପ୍ରାର୍ଥନା କରନ୍ତୁ। ଯେଉଁ ଲୋକମାନେ ପ୍ରାର୍ଥନା ପାଇଁ ହାତ ଉେଠଇବେ, ସମାନେେ ପବିତ୍ର ହାଇେଥିବା ଆବଶ୍ଯକ। ସମାନେେ ରାଗି ୟିବା ଉଚିତ୍ ନୁହେଁ ଓ ୟୁକ୍ତିତର୍କ ରେ ପ୍ରବୃତ୍ତ ହବୋ ଉଚିତ ନୁହେଁ।

ଯାକୁବଙ୍କ ପତ୍ 3:13

ତୁମ୍ଭମାନଙ୍କ ଭିତ ରେ ପ୍ରକୃତ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି ? ତା ହେଲେ ସେ ଧାର୍ମିକ ଜୀବନଯାପନ କରି ନିଜର ବିଜ୍ଞତା ଦଖାେଉ। ସେ ନମ୍ର ଭାବରେ ଭଲ କାମ କରିବା ଉଚିତ। ଜ୍ଞାନୀ ଲୋକ ଗର୍ବ କରେ ନାହିଁ।

ଯାକୁବଙ୍କ ପତ୍ 5:16

ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ବୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ବର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତବେେଳେ ନିରନ୍ତର ପ୍ରାର୍ଥନା କରେ, ସେତବେେଳେ ମହାନ ଘଟଣାମାନ ଘଟିଥାଏ।

ପିତରଙ୍କ ପ୍ରଥମ ପତ୍ 3:7

ଠିକ୍ ସହେିଭଳି ତୁମ୍ଭେ ପତିମାନେ ! ତୁମ୍ଭ ପତ୍ନୀମାନଙ୍କ ସହିତ ଭଲ ବୁଝାମଣା ରେ ଜୀବନଯାପନ କର। ତୁମ୍ଭମାନେେ ନିଜ ପତ୍ନୀକୁ ସମ୍ମାନ ଦଖାଇବୋ ଉଚିତ। ସମାନେେ ତୁମ୍ଭଠାରୁ ଦୁର୍ବଳ। କିନ୍ତୁ ପରମେଶ୍ବର, ତୁମ୍ଭ ଭଳି ସମାନଙ୍କେୁ ମଧ୍ଯ ଆଶୀର୍ବାଦ ଦାନ କରନ୍ତି, ଯାହାକି ପ୍ରକୃତ ଜୀବନ ଦାନ କରେ। ତୁମ୍ଭ ପ୍ରାର୍ଥନା ରେ କୌଣସି ଅସୁବିଧା ନ ଘଟିବା ଲାଗି ଏହାସବୁ କର।

Interlinear

Choose Theme