Home Bibles ☰ Books ମାଥିଉଲିଖିତ ସୁସମାଚାର 5:38 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 5:38 · ଓଡ଼ିଆ ବାଇବେଲ

ତୁମ୍ଭେ ଶୁଣିଛ ଯେ ଏକଥା କୁହା ଯାଇଛି: 'ଆଖି ବଦଳ ରେ ଆଖି ଓ ଦାନ୍ତ ବଦଳ ରେ ଦାନ୍ତ।'

Cross references

ଯାତ୍ରା ପୁସ୍ତକ 21:22

ଆଉ ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକୁ ପ୍ରହାର କଲେ, ଯବେେ ତା'ର ଗର୍ଭପାତ ହୁଏ ମାତ୍ର ପରେ ତା'ର ଯଦି କ୍ଷତି ନଘଟେ. ତବେେ ସହେି ସ୍ତ୍ରୀର ସ୍ବାମୀ ଯେଉଁରୂପେ ଦାବି କରିବ ସହେି ଅନୁସାରେ ତାକୁ ଅବଶ୍ଯ ଅର୍ଥଦଣ୍ଡ ହବେ। ପୁଣି ସେ ବିଚାରକର୍ତ୍ତାମାନଙ୍କ ନିର୍ଦ୍ଧାରଣ ଅନୁସାରେ ଦବେ।

ଯାତ୍ରା ପୁସ୍ତକ 21:24

ଚକ୍ଷୁ ପରିଶାଧେ ରେ ଚକ୍ଷୁ, ହାତ ପରିଶାଧେ ରେ ହାତ, ପାଦ ପରିଶାଧେ ରେ ପାଦ,

ଲେବୀୟ ପୁସ୍ତକ 24:19

ଯଦି କୌଣସି ବ୍ଯକ୍ତି ନିଜ ପ୍ରତିବେଶୀକୁ ଆଘାତ କରେ, ତବେେ ସମପରିମାଣର ଆଘାତ ସହେି ଲୋକକୁ ଦିଆୟିବ।

ଲେବୀୟ ପୁସ୍ତକ 24:20

କ୍ଷତ ବଦଳ ରେ କ୍ଷତ, ତକ୍ଷୁ ବଦଳ ରେ ଚକ୍ଷୁ, ଦାନ୍ତ ବଦଳ ରେ ଦାନ୍ତ, ମନୁଷ୍ଯ ଶରୀର ରେ ୟିଏ ଯେଉଁପରି ଆଘାତ କରିଅଛି ତାହାପ୍ରତି ସହେି ପ୍ରକାର ଆଘାତ କରାୟିବ।

ଦିତୀୟ ବିବରଣ 19:19

ତବେେ ସେ ଆପଣା ଭାଇପ୍ରତି ଯେପରି କରିବାକୁ ଯୋଜନା କରିଥିଲା, ତାହାପ୍ରତି ସହେିପରି କରିବ ଏବଂ ଏହି ପ୍ରକା ରେ ତୁମ୍ଭମାନେେ ଇଶ୍ରାୟେଲରକ୍ସ୍ଟ ଦକ୍ସ୍ଟଷ୍ଟତା ଦୂର କରିବା ଉଚିତ୍।

ଦିତୀୟ ବିବରଣ 19:21

ସହେି ଲୋକମାନଙ୍କୁ ଦଣ୍ତଦବୋ ସମୟରେ ତୁମ୍ଭମାନେେ ଦିଃଖ କରିବା ଉଚିତ୍ ନକ୍ସ୍ଟହଁ। ଯଦି କହେି ଜଣେ ଅନ୍ୟ ଜୀବନ ନଇେ ଥାଏ ତବେେ ତାକକ୍ସ୍ଟ ତାହାର ଜୀବନ ଦବୋ ଉଚିତ୍। ନିଯମ ଏପରି ହବେ, ଆଖି ପାଇଁ ଆଖି ଦବୋକକ୍ସ୍ଟ ପଡିବ, ଦାନ୍ତ ପାଇଁ ଦାନ୍ତ ଦବୋକକ୍ସ୍ଟ ପଡିବ, ହାତ ବଦଳ ରେ ହାତ ଓ ଗୋଡ ବଦଳ ରେ ଗୋଡ ଦବୋକକ୍ସ୍ଟ ପଡିବ।

ମାଥିଉଲିଖିତ ସୁସମାଚାର 5:27

ତୁମ୍ଭମାନେେ ଏ କଥା କୁହା ଯାଇଥିବାର ଶୁଣିଛ ଯେ, 'ବ୍ଯଭିଗ୍ଭର କରନାହିଁ।'

Interlinear

Choose Theme