Home Bibles ମାଥିଉଲିଖିତ ସୁସମାଚାର 6:19 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 6:19 · ଓଡ଼ିଆ ବାଇବେଲ

ନିଜ ପାଇଁ ଏ ସଂସାର ରେ ଧନ ସଞ୍ଚୟ କରନାହିଁ। ଏଠା ରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରି ଦବେେ। ଗ୍ଭରେ ପଶି ସିନ୍ଧି କାଟି ଗ୍ଭରେୀ କରିନବେ।

Cross references

ଆୟୁବ ପୁସ୍ତକ 24:16

ରାତି ହେଲେ ଦୁଷ୍ଟ ଲୋକ ଅନ୍ଧକାର ରେ ଅନ୍ୟ ଲୋକର ଘର ଭାଙ୍ଗି ପଶେ କିନ୍ତୁ ଦିନ ବେଳେ ନିଜ ଘ ରେ କବାଟ କିଳି ରହିଥାଏ, ଏବଂ ଆଲୁଅଠାରୁ ଦୂର ରେ ରୁହନ୍ତି।

ଆୟୁବ ପୁସ୍ତକ 31:24

ମାରେ ସମ୍ପତ୍ତିକୁ ମୁଁ କବେେ ବିଶ୍ବାସ କରେ ନାହିଁ। ପରମେଶ୍ବରଙ୍କ ସାହାୟ୍ଯକୁ ବିଶ୍ବାସ କରେ। ଖାଣ୍ଟି ସୁନାକୁ ମୁଁ କବେେ କ ହେ ନାହିଁ, 'ତୁ ମାରେ ଆଶା।'

ଗୀତସଂହିତା 39:6

ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ। ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ। କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ଯୁପରେ ସେ ସବୁକୁ କିଏ ପାଇବ।

ଗୀତସଂହିତା 62:10

ଦୌରତ୍ମ୍ଯରେ ଭରସା କର ନାହିଁ। ଚୋରି କରି ଲାଭ କରିବାର ଚିନ୍ତା କର ନାହିଁ, ଏବଂ ୟଦି ତୁମ୍ଭେ ଧନୀ ହେଲ ତୁମ୍ଭର ଧନ ତୁମ୍ଭକୁ ସାହାୟ୍ଯ କରିବ ବୋଲି ଆଶା କର ନାହିଁ।

ହିତୋପଦେଶ 11:4

ପ୍ରଭୁଙ୍କ କୋରଧର ଦିନ ରେ ଧନ ନିଷ୍ଫଳ ଅଟେ, ମାତ୍ର ଧାର୍ମିକତା ମୃତ୍ଯୁରୁ ରକ୍ଷା ପାଇବ।

ହିତୋପଦେଶ 16:16

ସୁନା ଅପେକ୍ଷା ଜ୍ଞାନଲାଭ କରିବା ଉତ୍ତମ। ସୁବିବଚେନା ପାଇବା ରୂପାଠାରୁ ଅଧିକ ମୂଲ୍ଯବାନ।

ହିତୋପଦେଶ 23:4

ଧନୀ ହବୋକୁ ନିଜକୁ କ୍ଲାନ୍ତ କର ନାହିଁ। କେତବେେଳେ ବନ୍ଦ କରିବାକୁ ହୁଏ ଜାଣିବାକୁ ତହିଁର ଜ୍ଞାନ ରଖ।

ଉପଦେଶକ 2:26

ପରମେଶ୍ବର ଯାହା ପ୍ରତି ତୁଷ୍ଟ ହୁଅନ୍ତି, ପରମେଶ୍ବର ତାହାକୁ ଜ୍ଞାନ, ବିଦ୍ଯା ଓ ଆନନ୍ଦ ଦିଅନ୍ତି। ମାତ୍ର ପାପୀକୁ ପରମେଶ୍ବର ସଂଗ୍ରହ କରିବାର ଓ ଗଚ୍ଛିତ କରିବାର ଦାଯିତ୍ବ ଦିଅନ୍ତି, ଯେଉଁସବୁକୁ ସେ ପ୍ରସନ୍ନ ଥିବା ଲୋକମାନଙ୍କୁ ହିଁ ଦିଅନ୍ତି। ଏହା ହିଁ ଅସାର ଓ ଏହା ବାଯୁକୁ ଧରିବା ପରି।

ଉପଦେଶକ 5:10

ସମ୍ପତ୍ତି ସୁଖ କିଣିପା ରେ ନାହିଁ। ଯେଉଁ ଲୋକ ଟଙ୍କାକୁ ଭଲପାଏ ସେ କବେେ ତା'ର ନିକଟରେ ଥିବା ଟଙ୍କା ରେ ସନ୍ତୁଷ୍ଟ ହବେ ନାହିଁ। ଯେଉଁ ଲୋକ ସମ୍ପତ୍ତିକୁ ଭଲ ପାଏ। ସେ ଯେତେ ସତ୍ତିର ଅଧିକାରୀ ହେଲେ ମଧ୍ଯ ସେ ସନ୍ତୁଷ୍ଟ ହବେ ନାହିଁ, ଏହା ମଧ୍ଯ ଅସାର ଅଟେ।

ସିଫନିୟ 1:18

ସମାନଙ୍କେର ସୁନାରୂପା ସମାନଙ୍କେୁ ରକ୍ଷା କରିପାରିବ ନାହିଁ। ସହେି ସମୟରେ ସଦାପ୍ରଭୁ ଅତ୍ଯନ୍ତ ବିବ୍ରତ ଓ କ୍ରୋଧୀ ହାଇେ ପଡିବେ। ସଦାପ୍ରଭୁ ସମଗ୍ର ବିଶ୍ବକୁ ଧ୍ବଂସ କରିବେ। ସଦାପ୍ରଭୁ ସମ୍ପୂର୍ଣ୍ଣ ଭାବରେ ବିଶ୍ବ ରେ ସମସ୍ତଙ୍କୁ ବିନାଶ କରିବେ।

ମାଥିଉଲିଖିତ ସୁସମାଚାର 19:21

ଯୀଶୁ କହିଲେ, ଯଦି ତୁମ୍ଭେ ସିଦ୍ଧ ହବୋକୁ ଚ଼ାହୁଛ, ତବେେ ଯାଅ ଏବଂ ତୁମ୍ଭ ପାଖ ରେ ଥିବା ସବୁ କିଛି ବିକି ସେ ଧନ ଗରୀବମାନଙ୍କୁ ବଣ୍ଟିଦିଅ। ତା' ହେଲେ ସ୍ବର୍ଗ ରେ ତୁମ୍ଭକୁ ଅମାପ ଧନ ମିଳି ପାରିବ। ତା'ପରେ ଆସ ଓ ମାରେ ଅନୁସରଣ କର।

ଲୂକଲିଖିତ ସୁସମାଚାର 12:21

ଯେଉଁଲୋକ କବଳେ ନିଜ ପାଇଁ ଅନକେ ପଦାର୍ଥ ସାଇତି କରି ରେଖ, ତା ହେ ପ୍ରତି ଏହିଭଳି ଘଟିବ। ପରମେଶ୍ବରଙ୍କ ଦୃଷ୍ଟି ରେ ସହେିଲୋକ ଆଦୌ ଧନୀ ନୁହେଁ।'

ଲୂକଲିଖିତ ସୁସମାଚାର 12:33

ତେଣୁ ତୁମ୍ଭମାନେେ ନିଜର ସମସ୍ତ ସମ୍ପତ୍ତି ବିକି ଦଇେ ସହେି ଟଙ୍କା ଗରିବ ଲୋକଙ୍କ ମଧ୍ଯ ବାଣ୍ଟି ଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବନାହିଁ। ତେଣୁ ସବୁଦିନ ରହୁ ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ବର୍ଗ ରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ବର୍ଗ ରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କହେି ଚୋ ରଇେ ନଇେ ପାରିବନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ।

ଲୂକଲିଖିତ ସୁସମାଚାର 18:22

ଏକଥା ଶୁଣି ଯୀଶୁ ସହେି ନେତାଙ୍କୁ କହିଲେ, ତଥାପି ଏ ପର୍ୟ୍ଯନ୍ତ ଆଉ ଗୋଟିଏ କଥା ତୁମ୍ଭର କରିବାକୁ ବାକିଅଛି। ତୁମ୍ଭର ଯାହା ଅଛି ସବୁ ବିକି ଦଇେ ଗରିବଙ୍କୁ ବାଣ୍ଟିଦିଅ। ତୁମ୍ଭକୁ ସ୍ବର୍ଗ ରେ ପୁରସ୍କାର ମିଳିବ। ତା'ପରେ ତୁମ୍ଭେ ଆସ ଓ ମାରେ ଅନୁସରଣ କର।

ଲୂକଲିଖିତ ସୁସମାଚାର 18:24

ସହେି ଯିହୂଦୀ ନେତାଙ୍କୁ ଦୁଃଖିତ ହବୋର ଦେଖି ଯୀଶୁ କହିଲେ, ପରମେଶ୍ବରଙ୍କ ରାଜ୍ଯ ରେ ଧନୀ ଲୋକମାନେ ପ୍ରବେଶ କରିବ ବହୁତ କଠିନ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:8

ଅତଏବ ଯଦି ଆମ୍ଭର ଖାଇବା ଓ ପିନ୍ଧିବା ଜିନିଷ ଅଛି, ଆମ୍ଭେ ସେଥି ରେ ସନ୍ତୁଷ୍ଟ ରହିବା।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:17

ଏହି ଆଦେଶ ସହେିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀ ରେ ଧନୀ ଅଟନ୍ତି। ସମାନଙ୍କେୁ ଗର୍ବ ନ କରିବା ପାଇଁ କୁହ। ସମାନଙ୍କେୁ କୁହ ଯେ ସମାନେେ ନିଜ ଧନର ନୁହେଁ, ମାତ୍ର ପରମେଶ୍ବରଙ୍କର ଆଶ୍ରୟ ନବୋ ଉଚିତ। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ବର ପ୍ରେତ୍ୟକକ ବସ୍ତୁ ୟଥେଷ୍ଟ ପରିମାଣ ରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରେତ୍ୟକକ ଜିନିଷ ଦିଅନ୍ତି।

ଏବ୍ରୀ 13:5

ନିଜ ଜୀବନକୁ ଧନର ଲୋଭରୁ ମୁକ୍ତ ରଖ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସେଥି ରେ ସନ୍ତାଷେ ଲାଭ କର। ପରମେଶ୍ବର କହିଛନ୍ତି :

ଯାକୁବଙ୍କ ପତ୍ 5:1

ଧନୀ ଲୋକେ ! ଶୁଣ ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ଯଧିକ କ୍ଲେଶ ତୁମ୍ଭ ଉପରେ ମାଡ଼ି ଆସୁଛି।

ଯୋହନଙ୍କ ପ୍ରଥମ ପତ୍ର 2:15

ତୁମ୍ଭମାନେେ ସଂସାରକୁ ବା ସେଥି ରେ ଥିବା ବିଷୟଗୁଡ଼ିକୁ ଭଲ ପାଅ ନାହିଁ। ଯଦି କହେି ସଂସାରକୁ ଭଲ ପାଏ, ତବେେ ପିତାଙ୍କ ପ୍ ରମେ ତାହାଠା ରେ ନାହିଁ।

Interlinear

Choose Theme