Home Bibles ମାଥିଉଲିଖିତ ସୁସମାଚାର 6:21 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 6:21 · ଓଡ଼ିଆ ବାଇବେଲ

କାରଣ ଯେଉଁଠା ରେ ତୁମ୍ଭର ଧନ, ସଠାେରେ ତୁମ୍ଭର ମନ।

Cross references

ହିତୋପଦେଶ 4:23

ତୁମ୍ଭର ହୃଦଯକୁ ଅତି ଯତ୍ନର ସହ ପରିଚାଳିତ କର। ଯେ ହତେୁ ତହିଁରୁ ଜୀବନର ପ୍ରବାହ ଜନ୍ମ ଲାଭ କରେ।

ଯିଶାଇୟ 33:6

ହେ ୟିରୁଶାଲମ, ସେ ତୁମ୍ଭ ପାଇଁ ନିରାପଦ ଆଣିବେ। ସେ ତୁମ୍ଭକୁ ମୁକ୍ତି, ବୁଦ୍ଧି ଓ ଜ୍ଞାନ ରେ ଧନୀ କରିବେ। ସଞ୍ଚିତ ଧନ ସଦାପ୍ରଭୁଙ୍କ ଭୟର ବିଷଯକ, ତାହା ସେ ଦିଅନ୍ତି।

ଯିରିମିୟ 4:14

ହେ ୟିରୁଶାଲମ ନିବାସୀଗଣ ! ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦଯରୁ ଅମଙ୍ଗଳକୁ ଧୋଇ ଦିଅ। ହୃଦଯକୁ ନିର୍ମଳ ଓ ପବିତ୍ର କର, ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧିଅରେ ସ୍ଥାନ ଦିଅ ନାହିଁ।

ଯିରିମିୟ 22:17

ମାତ୍ର ହେ ଯିହାୟୋଦାରକୀମ, ତୁମ୍ଭେ କବଳେ ନିଜର ସ୍ବାର୍ଥ ଦେଖିଛ, ତୁମ୍ଭର ଚକ୍ଷୁ ଓ ଅନ୍ତଃକରଣ ଲୋଭ, ଉପଦ୍ରବ, ଦୌରାତ୍ମ୍ଯ ଓ ନିର୍ଦ୍ ଦୋଷର ରକ୍ତପାତ ରେ ବୁଡ଼ି ରହିଛି।

ମାଥିଉଲିଖିତ ସୁସମାଚାର 12:34

ହେ କାଳସର୍ପର ସନ୍ତାନଗଣ, ତୁମ୍ଭମାନେେ ମନ୍ଦ ଲୋକ, ତୁମ୍ଭେ ଭଲ କଥା କିପରି କହି ପାରିବ? ଜଣେ ତା ମନ ଭିତ ରେ ଯାହା ଭାବୁଥାଏ, ତାକୁ କଥା ରେ ପ୍ରକାଶ କରିଥାଏ।

ଲୂକଲିଖିତ ସୁସମାଚାର 12:34

ତୁମ୍ଭମାନଙ୍କର ଧନସମ୍ପତ୍ତି ଯେଉଁଠା ରେ ରହିବ, ତୁମ୍ଭମାନଙ୍କ ହୃଦୟ ମଧ୍ଯ ସହେିଠା ରେ ରହିବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:21

ପରମେଶ୍ବରଙ୍କ ପ୍ରତି ତୁମ୍ଭର ହୃଦୟ ନିର୍ମଳ ନଥିବାରୁ ତୁମ୍ଭେ ଆମ୍ଭ ସହିତ ଓ କାମ ରେ ଭାଗ ନଇେ ପାରିବ ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 7:5

ଅତୀତ ରେ, ଆମ୍ଭେ ଆମ୍ଭର ପାପପୂର୍ଣ୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହେଉଥିଲୁ। ଆମ୍ଭ ଦ୍ବାରା ବ୍ଯବସ୍ଥା ପାପପୂର୍ଣ୍ଣ କାମ କରାଉ ଥିଲା। ଓ ଏହି ପାପପୂର୍ଣ୍ଣ କାମସବୁ ଆମ୍ଭର ଶରୀରକୁ ନିୟନ୍ତ୍ରିତ କରୁଥିଲା। ଅତଏବ ଏହି କର୍ମ ଆମ୍ଭର ଆଧ୍ଯାତ୍ମିକ ମୃତ୍ଯୁ ଘଟାଉ ଥିଲା।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:18

ଆମ୍ଭର ଆଖି ଦୃଶ୍ଯ ବିଷୟଗୁଡ଼ିକ ଉପରେ ନ ରହି, ଅଦୃଶ୍ଯ ବିଷୟ ଉପରେ କନ୍େଦ୍ରୀଭୂତ ହେଉ। କାରଣ ଯାହା ଆମ୍ଭକୁ ଦଖାେ ଯାଉଛି, ତାହା ଅସ୍ଥାଯୀ, ଓ ଯାହା ଅଦୃଶ୍ଯ, ତାହା ସମ୍ପୂର୍ଣ୍ଣ ଚିରସ୍ଥାଯୀ।

କଲସୀୟଙ୍କ ପ୍ରତି ପତ୍ର 3:1

ତୁମ୍ଭମାନେେ ଖ୍ରୀଷ୍ଟଙ୍କ ସହିତ ମୃତ୍ଯୁରୁ ଜୀବିତ ହାଇେଛ। ଅତଏବ ସ୍ବର୍ଗ ରେ ଥିବା ବିଷୟଗୁଡ଼ିକ ପାଇବା ପାଇଁ ଯତ୍ନଶୀଳ ହୁଅ। ଯେଉଁଠା ରେ ଖ୍ରୀଷ୍ଟ, ପରମେଶ୍ବରଙ୍କ ଡାହାଣ ରେ ବସିଛନ୍ତି।

ଫିଲୀମୋନଙ୍କ ପ୍ରତି ପତ୍ର 1:3

ଆମ୍ଭର ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।

ଫିଲୀମୋନଙ୍କ ପ୍ରତି ପତ୍ର 1:19

ମୁଁ ପାଉଲ, ଏହି କଥା ମାେ ହାତ ରେ ଲେଖୁଛି। ଅନୀସିମର ଯଦି ତୁମ୍ଭକୁ କିଛି ଦବୋକୁ ଅଛି, ମୁଁ ତାହା ତୁମ୍ଭକୁ ଫରୋଇ ଦବେି। ନିଜ ଜୀବନ ପାଇଁ ତୁମ୍ଭେ ଯେ ମାେ'ଠା ରେ କେତେ ଋଣୀ, ସେ ସମ୍ପର୍କ ରେ ମୁଁ କିଛି କହିବି ନାହିଁ।

ଏବ୍ରୀ 3:12

ଅତଏବ ଭାଇ ଓ ଭଉଣୀମାନେ, ତୁମ୍ଭ ମଧିଅରେ କହେି ପାପ ନ କର, ଅବିଶ୍ବାସୀ ନ ହୁଅ, ଓ ଜୀବିତ ପରମେଶ୍ବରଙ୍କ ପ୍ରତି ବିମୁଖ ନ ହୁଅ, ଏଥିପାଇଁ ସାବଧନା ରୁହ।

Interlinear

Choose Theme