Home Bibles ମାଥିଉଲିଖିତ ସୁସମାଚାର 6:26 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 6:26 · ଓଡ଼ିଆ ବାଇବେଲ

ଆକାଶର ପକ୍ଷୀମାନଙ୍କୁ ଦେଖ ସମାନେେ ବିହନ ବୁଣନ୍ତି ନାହିଁ, କି ଅମଳ କରନ୍ତି ନାହିଁ। ଅମାର ରେ ଖାଦ୍ୟ ଶସ୍ଯ ବି ଜମଇେ ରଖନ୍ତି ନାହିଁ। ତଥାପି ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ସମାନଙ୍କେୁ ଖାଇବାକୁ ଦିଅନ୍ତି। ତୁମ୍ଭେ ଜାଣଛ ଯେ ତୁମ୍ଭମାନେେ ସମାନଙ୍କେ ଅପେକ୍ଷା ଅଧିକ ଶ୍ ରେଷ୍ଠ ଅଟ?

Cross references

ଆଦି ପୁସ୍ତକ 1:29

ପରମେଶ୍ବର କହିଲେ, ମୁଁ ତୁମ୍ଭମାନଙ୍କୁ ସମସ୍ତ ପ୍ରକାର ବୀଜ ଉତ୍ପାଦକ ଗଛ ଦେଉଛି ଏବଂ ପ୍ରେତ୍ୟକକ ଗଛ ଯାହାର ଫଳ ମଧିଅରେ ବୀଜ ଅଛି ତାହା ତୁମ୍ଭର ଖାଦ୍ୟ ହବେ।

ଆଦି ପୁସ୍ତକ 6:21

ଆଉ ତୁମ୍ଭେ ଆପଣାର ଓ ସମାନଙ୍କେର ଆହାର ନିମନ୍ତେ ସବୁପ୍ରକାର ଖାଦ୍ୟ ସାମଗ୍ରୀ ଆଣି ଆପଣା ନିକଟରେ ସଂଚ଼ଯ କରିବ।

ଆୟୁବ ପୁସ୍ତକ 35:11

ପରମେଶ୍ବର ଆମ୍ଭକୁ ପଶୁପକ୍ଷୀଙ୍କଠାରୁ ଅଧିକ ଜ୍ଞାନୀ କରନ୍ତି, ସେ କାହାଁନ୍ତି ?'

ଆୟୁବ ପୁସ୍ତକ 38:41

କିଏ ଡ଼ାମରା କାଉକୁ ଖାଦ୍ୟ ଯୋଗଇ ଦିଏ। ଯେତବେେଳେ ତା'ର ଶାବକମାନେ ପରମେଶ୍ବରଙ୍କ ନିକଟରେ ରାବ କରି କରି ଖାଦ୍ୟ ବିନା ଭ୍ରମଣ କଲା ବେଳେ ତାଙ୍କୁ ଖାଦ୍ୟ ଯୋଗାଇ ଦିଏ।

ଗୀତସଂହିତା 104:11

ଏହି ଜଳ ବନ୍ଯ ପଶୁଗଣକୁ ଜଳ ୟୋଗାଏ। ବନ୍ଯ ଗର୍ଦ୍ଦଭମାନେ ତହିଁରେ ନିଜ ନିଜର ତୃଷା ନିବାରଣ କରନ୍ତି।

ଗୀତସଂହିତା 104:27

ଏ ସମସ୍ତ ପ୍ରାଣୀ ତୁମ୍ଭ ଉପରେ ନିର୍ଭର କରନ୍ତି, ୟପରେିକି ଠିକ୍ ସମଯରେ ତୁମ୍ଭେ ସମାନଙ୍କେୁ ଖାଦ୍ୟ ପ୍ରଦାନ କରିବ,

ଗୀତସଂହିତା 145:15

ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥାନ୍ତି। କାରଣ ଉପୟୁକ୍ତ ସମଯରେ ତୁମ୍ଭେ ଆହାର ୟୋଗାଇ ଥାଅ।

ଗୀତସଂହିତା 147:9

ପରମେଶ୍ବର ପଶୁମାନଙ୍କୁ ଆହାର ଦିଅନ୍ତି। ସେ ପକ୍ଷୀ ଶାବକମାନଙ୍କୁ ମଧ୍ଯ ଆହାର ଦିଅନ୍ତି, ୟାହା ପାଇଁ ସମାନେେ ଚିତ୍କାର କରନ୍ତି।

ମାଥିଉଲିଖିତ ସୁସମାଚାର 6:32

ଯେଉଁଲୋକମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନେେ ଏସବୁ ପଛ ରେ ଦୌଡ଼ନ୍ତିନ୍ତି। କିନ୍ତୁ ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ଜାଣନ୍ତି ଯେ, ଏସବୁ ଜିନିଷ ତୁମ୍ଭମାନଙ୍କର ଦରକାର।

ମାଥିଉଲିଖିତ ସୁସମାଚାର 7:9

'ତୁମ୍ଭର କାହାର ପୁଅଟିଏ ଅଛି କି? ଯଦି ତୁମ୍ଭ ପୁଅ ରୋଟୀ ଖଣ୍ଡିଏ ମାଗେ ତୁମ୍ଭେ କଣ ତାକୁ ପଥରଟିଏ ଦବେ।

ମାଥିଉଲିଖିତ ସୁସମାଚାର 10:29

ଗୋଟିଏ ପଇସା ମୂଲ୍ଯ ରେ ଦୁଇଟି ଘରଚଟିଆ ବିକ୍ରି ହୁଅନ୍ତି। କିନ୍ତୁ ତୁମ୍ଭ ପରମ-ପିତାଙ୍କ ବିନା ଅନୁମତି ରେ ସେଥିରୁ ଗୋଟିଏ ହେଲେ ମଧ୍ଯ ତଳେ ପଡିବ ନାହିଁ।

ଲୂକଲିଖିତ ସୁସମାଚାର 12:6

ଚଢଇେ ବିକାୟିବା ବେଳେ ପାଞ୍ଚଟା ଚଢଇଙ୍କେର ମୂଲ୍ଯ ଅଳ୍ପ କେତକେ ପଇସା ହୁଏ। ତଥାପି, ପରମେଶ୍ବର ସମାନଙ୍କେ ମଧ୍ଯରୁ ଗୋଟିକୁ ହେଲେ ଭୁଲି ଯାଆନ୍ତି ନାହିଁ।

ଲୂକଲିଖିତ ସୁସମାଚାର 12:24

ପକ୍ଷୀଗୁଡିକୁ ଦେଖ। ସମାନେେ ବିହନ ବୁଣନ୍ତି ନାହିଁ, କି ଫସଲ ଅମଳ କରନ୍ତି ନାହିଁ। ସଞ୍ଚୟ କରିବା ପାଇଁ ପକ୍ଷୀମାନଙ୍କ ପାଖ ରେ ଭଣ୍ଡାର ନାହିଁ, କି ଅମାର ନାହିଁ। ତଥାପି ପରମେଶ୍ବର ସମାନଙ୍କେୁ ଖାଇବାକୁ ଦଇେଥାନ୍ତି। ତୁମ୍ଭମାନେେ ତ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ମୂଲ୍ଯବାନ।

Interlinear

Choose Theme