Home Bibles ମାଥିଉଲିଖିତ ସୁସମାଚାର 7:23 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 7:23 · ଓଡ଼ିଆ ବାଇବେଲ

ତବେେ ମୁଁ ସମାନଙ୍କେୁ ଖାେଲାଖାଲିେ ଭାବରେ କହିବି ଯେ, 'ମୁଁ ତୁମ୍ଭକୁ ଆଦୌ ଜାଣିନି। ଆ ରେ କୁକର୍ମୀମାନେ, ମାେ ପାଖରୁ ଚାଲିଯାଅ।'

Cross references

ଗୀତସଂହିତା 5:5

ଗର୍ବୀମାନେ କବେେ ତୁମ୍ଭ ନିକଟକୁ ଆସିପାରିବେ ନାହିଁ। ଯେଉଁମାନେ ମନ୍ଦ କାର୍ୟ୍ଯ କରନ୍ତି ତୁମ୍ଭେ ସମାନଙ୍କେୁ ଘୃଣା କର।

ଗୀତସଂହିତା 6:8

ହେ ଅଧର୍ମୀ ଲୋକସବୁ, ମାେ ନିକଟରୁ ଦୂର ହାଇୟୋଅ। କାରଣ ସଦାପ୍ରଭୁ ମାରେ କ୍ରନ୍ଦନ ଶୁଣିଛନ୍ତି।

ମାଥିଉଲିଖିତ ସୁସମାଚାର 25:12

କିନ୍ତୁ ବର ଉତ୍ତର ଦେଲେ, 'ମୁଁ ତୁମ୍ଭକୁ ସତ୍ଯ କହୁଛି, ମୁଁ ତୁମ୍ଭକୁ ଚିହ୍ନିନାହିଁ।'

ମାଥିଉଲିଖିତ ସୁସମାଚାର 25:41

ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, 'ମାେ ପାଖରୁ ଚ଼ାଲିଯାଅ। ପରମେଶ୍ବର ତୁମ୍ଭ ନିମନ୍ତେ ଦଣ୍ଡ ନିରୁପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ୟିବ, ଯାହାକି ଶୟତାନ ଓ ତାର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହାଇେଛି।

ଲୂକଲିଖିତ ସୁସମାଚାର 13:25

ଯଦି ଜଣେ ଲୋକ ତା'ର ଘରର କବାଟ ବନ୍ଦ କରି ଦିଏ ତବେେ ତୁମ୍ଭମାନେେ ବାହା ରେ ଠିଆ ହାଇେ କବାଟ ବାଡଇବେ। କିନ୍ତୁ ସେ କବାଟ ଖାଲିବେ ନାହିଁ। ତୁମ୍ଭମାନେେ କହିବ, 'ଆଜ୍ଞା, ଆମ୍ଭ ପାଇଁ ଦ୍ବାର ଫିଟାନ୍ତୁ।' କିନ୍ତୁ ଲୋକଟି କହିବ, 'ମୁଁ ତୁମ୍ଭକୁ ଜାଣିନାହିଁ। ତୁମ୍ଭମାନେେ କେଉଁଠାରୁ ଆସିଛ?'

ଲୂକଲିଖିତ ସୁସମାଚାର 13:27

ତା'ପରେ ତୁମ୍ଭମାନଙ୍କୁ କହିବେ, 'ମୁଁ ତୁମ୍ଭମାନଙ୍କୁ ଜାଣିନାହିଁ। ତୁମ୍ଭମାନେେ କେଉଁଠାରୁ ଆସିଛ? ତୁମ୍ଭମାନେେ ମନ୍ଦ କାମ କରୁଥିବା ଲୋକ। ମାେ'ପାଖରୁ ଦୂର ହୁଅ।'

ଯୋହନଲିଖିତ ସୁସମାଚାର 10:14

ମୁଁ ମଷେପାଳକ ୟିଏ କି ମଷେମାନଙ୍କର ଯତ୍ନ ନିଏ। ମୁଁ ମାରେ ମେଣ୍ଢାକୁ ଜାଣେ ଯେପରି ପରମପିତା ମାେତେ ଜାଣନ୍ତି।

ଯୋହନଲିଖିତ ସୁସମାଚାର 10:27

ମାେ ସ୍ବର ମାେ ମଷେମାନେ ଶୁଣନ୍ତି। ମୁଁ ସମାନଙ୍କେୁ ଜାଣେ ଓ ସମାନେେ ମାେତେ ଅନୁସରଣ କରନ୍ତି।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:19

ସହେି ବାକ୍ଯଗୁଡ଼ିକ ସହେି ମୂଳଦୁଆ ଉପରେ ଲଖାେ ହାଇେଛି : ଯେଉଁମାନେ ପ୍ରଭୁଙ୍କର ଲୋକ, ସମାନଙ୍କେୁ ପ୍ରଭୁ ଜାଣନ୍ତି। ନିମ୍ନ ଲିଖିତ ଶଦ୍ଦଗୁଡିକ ମଧ୍ଯ ମୂଳ ଦୁଆ ଉପରେ ଲଖାଯାେଇଛି: ଯେଉଁ ଲୋକ ଦାବୀ କରେ ଯେ ସେ ପ୍ରଭୁଙ୍କୁ ବିଶ୍ବାସ କରେ, ସେ ମନ୍ଦ କାମ ନ କରୁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:15

କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ୟୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ଯାପ୍ରିୟ ଓ ମିଥ୍ଯାବାଦୀମାନେ ନଗରର ବାହା ରେ ରହିବେ।

Interlinear

Choose Theme