Home Bibles ମାଥିଉଲିଖିତ ସୁସମାଚାର 7:8 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 7:8 · ଓଡ଼ିଆ ବାଇବେଲ

କାରଣ ଯେଉଁଲୋକ ମାଗୁଥାଏ, ସେ ପାଏ। ଯେଉଁଲୋକ ଖାଜେୁଥାଏ, ସେ ପାଏ ଓ ଯାଉଁ ଲୋକ ଦ୍ବାର ଠକ୍ ଠକ୍ କରୁଥାଏ, ତା ପାଇଁ କବାଟ ଲିଯାଏ।

Cross references

ଦିତୀୟ ବଂଶାବଳୀ 33:1

ମନଃଶି ଯିହୁଦାର ରାଜା ହବୋ ସମୟରେ ବାରବର୍ଷ ବଯସ୍କ ଥିଲେ। ସେ ୟିରୁଶାଲମ ରେ ପଞ୍ଚାବନ ବର୍ଷ ପର୍ୟ୍ଯନ୍ତ ରାଜା ହାଇେ ରହିଲେ।

ଦିତୀୟ ବଂଶାବଳୀ 33:19

ମନଃଶିଙ୍କ ପ୍ରାର୍ଥନା ଓ ପରମେଶ୍ବର କିପରି ତାଙ୍କର ପ୍ରାର୍ଥନା ଶୁଣିଲେ ଓ ତାଙ୍କ ନିମନ୍ତେ ଦୁଃଖିତ ହେଲେ, ତାହା 'ଭବିଷ୍ଯତ୍ବକ୍ତାମାନଙ୍କ ପୁସ୍ତକ' ରେ ଲଖାୟୋଇଅଛି। ମନଃଶିର ସମସ୍ତ ପାପ ଓ ମନ୍ଦକର୍ମ ଏବଂ ସହେି ଉଚ୍ଚସ୍ଥାନଗୁଡ଼ିକ ଯାହା ସେ ନିର୍ମାଣ କରିଥିଲେ, ଆଶରୋ ସ୍ତମ୍ଭମାନ ଏବଂ ମୂର୍ତ୍ତିଗୁଡ଼ିକ ଯାହା ସେ ପୂର୍ବରୁ ସ୍ଥାପନ କରିଥିଲେ ଓ ସମ୍ମାନ କରିଥିଲେ, ସହେିସବୁ ଭବିଷ୍ଯତ୍ବକ୍ତାମାନଙ୍କ ପୁସ୍ତକ ରେ ଲଖାୟୋଇଅଛି।

ଗୀତସଂହିତା 81:10

ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବର, ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲୁ। ତୁମ୍ଭର ମୁଖ ବଡ଼ କରି ଖାେଲ, ଆମ୍ଭେ ଖୁଆଇ ଦବୋ।

ଗୀତସଂହିତା 81:16

ଆମ୍ଭେ ତୁମ୍ଭମାନଙ୍କୁ ଉତ୍ତମ ଗହମ ସହ ଖୁଆଇବା। ଆମ୍ଭେ ତୁମ୍ଭମାନଙ୍କୁ ଶୈଳରୁ ମଧୁ ଦଇେ ସନ୍ତୁଷ୍ଟ କରିବା।ଗ୍ଦଗ୍ଦ

ମାଥିଉଲିଖିତ ସୁସମାଚାର 15:22

ସହେି ଅଞ୍ଚଳର ଜମେ କିଣାନୀଯା ସ୍ତ୍ରୀ ଆସି ବଡପାଟି କରି କହିଲା, ହେ ପ୍ରଭୁ! ହେ ଦାଉଦଙ୍କ ପୁତ୍ର! ମାେ ପ୍ରତି ଦୟା କରନ୍ତୁ। ମାେ ଝିଅ ଦହେ ରେ ଗୋଟିଏ ଭୂତ ପଶି ରହିଛି। ମାେ ଝିଅ ଭାରି କଷ୍ଟ ପାଉଛି।

ଲୂକଲିଖିତ ସୁସମାଚାର 23:42

ତା'ପରେ ସହେି ଅପରାଧୀଟି ଯୀଶୁଙ୍କୁ କହିଲା, ଯୀଶୁ, ଆପଣ ଯେତବେେଳେ ରାଜା ଭାବରେ ଆପଣଙ୍କ ଶାସନ ଆରମ୍ଭ କରିବେ, ସେତବେେଳେ ମାେତେ ମନେ ପକାଇବେ।

ଯୋହନଲିଖିତ ସୁସମାଚାର 2:2

ହି ବିବାହ ଉତ୍ସବକୁ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ମଧ୍ଯ ନିମନ୍ତ୍ରିତ ହାଇେଥିଲେ।

ଯୋହନଲିଖିତ ସୁସମାଚାର 3:8

ପବନ ତା' ଇଚ୍ଛା ଅନୁସାରେ ବ ହେ ଓ ନିଜ ଇଚ୍ଛା ରେ ଗତି କରେ। ତୁମ୍ଭେ ପବନ ବହିବାର ଶବ୍ଦ ଶୁଣିଥାଅ, କିନ୍ତୁ ତୁମ୍ଭେ ଜାଣି ନ ଥାଅ, ପବନ କେଉଁଠାରୁ ଆ ସେ ଓ କେଉଁଠାକୁ ଯାଏ। ଆତ୍ମାରୁ ଜନ୍ମ ନଇେଥିବା ପ୍ରେତ୍ୟକକ ଲୋକ ଠିକ୍ ସହେିପରି।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:11

ପ୍ରଭୁ ତାହାଙ୍କୁ କହିଲେ, ଉଠ ଓ ସଳଖ ନାମକ ରାସ୍ତାକୁ ଯାଅ ଏବଂ ୟିହୂଦାଙ୍କ ଘ ରେ ତାର୍ଷ ନଗରର ଶାଉଲ ନାମକ ଜଣେ ବ୍ଯକ୍ତିର ସନ୍ଧାନ ନିଅ। ଯେ ହତେୁ ସେ ପ୍ରାର୍ଥନା କରୁଅଛି।

Interlinear

Choose Theme