Home Bibles ☰ Books ମାଥିଉଲିଖିତ ସୁସମାଚାର 8:23 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 8:23 · ଓଡ଼ିଆ ବାଇବେଲ

ଯୀଶୁ ନେ ୗକା ରେ ଯାଇ ବସିଲେ ଏବଂ ତାହାଙ୍କ ଶିଷ୍ଯମାନେ ତାହାଙ୍କର ଅନୁଗମନ ଗଲେ।

Cross references

ମାଥିଉଲିଖିତ ସୁସମାଚାର 9:1

ଯୀଶୁ ନେ ୗକା ରେ ବସି ହ୍ରଦର ଆର ପଟେ ଥିବା ନିଜ ନଗରକୁ ଫରେିଗଲେ।

ମାର୍କଲିଖିତ ସୁସମାଚାର 4:36

ତେଣୁ ସମାନେେ ସବୁ ଲୋକଙ୍କୁ ସଠାେରେ ଛାଡି ଦେଲେ। ଯେଉଁ ଡଙ୍ଗା ରେ ଯୀଶୁ ପୂର୍ବରୁ ବସି ସାରିଥିଲେ, ଶିଷ୍ଯମାନେ ମଧ୍ଯ ଯାଇ ସେଥି ରେ ବସିଲେ। ସଠାେରେ ଅନ୍ୟ ଡଙ୍ଗାଗୁଡିକ ମଧ୍ଯ ଥିଲା।

ଲୂକଲିଖିତ ସୁସମାଚାର 7:22

ତା'ପରେ ଯୀଶୁ ଯୋହନଙ୍କ ସହେି ଶିଷ୍ଯମାନଙ୍କୁ କହିଲେ, ଯାଅ ଓ ଏଠା ରେ ତୁମ୍ଭେ ଯାହା ସବୁ ଦେଖିଲ ଓ ଶୁଣିଲ, ତାହା ଯୋହନଙ୍କୁ ଯାଇ ଜଣାଅ। ଅନ୍ଧମାନେ ଦେଖି ପାରୁଛନ୍ତି, େଛାଟମାନେ ଚାଲି ପାରୁଛନ୍ତି, କୁଷ୍ଠ ରୋଗୀ ସୁସ୍ଥ ହାଇେ ଯାଉଛନ୍ତି, ବଧି ରେଲାକ ଶୁଣିପାରୁଛନ୍ତି, ମରିଯାଉଥିବା ଲୋକକୁ ପୁଣି ଜୀବନ ଦିଆଯାଉଛି ଏବଂ ଗରିବ ଲୋକମାନଙ୍କୁ ପରମେଶ୍ବରଙ୍କ ରାଜ୍ଯର ସୁସମାଚାର ଶୁଣଇେ ଦିଆଯାଉଛି।

ଲୂକଲିଖିତ ସୁସମାଚାର 8:22

ଦିନେ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଗୋଟିଏ ଡଙ୍ଗା ରେ ଚଢି଼ଲେ। ଯୀଶୁ ସମାନଙ୍କେୁ କହିଲେ, ଆସ, ଆମ୍ଭମାନେେ ହ୍ରଦ ଆରପାରିକି ୟିବା। ଶିଷ୍ଯମାନେ ଡଙ୍ଗା ଖାଲିେ ଦେଲେ।

Interlinear

Choose Theme