ତା'ପରେ ଯୀଶୁ ସମାନଙ୍କେ ଆଖିକୁ ଛୁଇଁଲେ। ସେ କହିଲେ, ତୁମ୍ଭେ ଯେପରି ବିଶ୍ବାସ କରିଅଛ, ତୁମ୍ଭ ପ୍ରତି ସପରେି ହେଉ।
Cross references
ସେ ବିନୟ ପୂର୍ବକ କହିଲେ, ପ୍ରଭୁ, ମାରେ ଦାସ ରୋଗ ରେ ପୀଡିତ ହାଇେ ଘ ରେ ବିଛଣା ରେ ପଡିଛି। ତାକୁ ପକ୍ଷାଘାତ ରୋଗ ହାଇେଛି ଓ ସେ ଭୀଷଣ କଷ୍ଟ ପାଉଛି।
ତା'ପରେ ଯୀଶୁ ସନୋପତିଙ୍କୁ କହିଲେ, ତୁମ୍ଭର ବିଶ୍ବାସ ଲାଗି, ତୁମ୍ଭ ପାଇଁ ତାହା ଘଟୁ। ଠିକ୍ ସହେି ସମୟରେ ତାହାଙ୍କର ଦାସ ସୁସ୍ଥ ହାଇଗେଲା।
ଯୀଶୁ ବୁଲିପଡି ତାହାକୁ ଚାହିଁଲେ। ଯୀଶୁ କହିଲେ, ଝିଅ, ସାହାସ ଧର। ତୁମ୍ଭର ବିଶ୍ବାସ ତୁମ୍ଭକୁ ସୁସ୍ଥ କରି ଦଇେଛି। ସଙ୍ଗେସଙ୍ଗେ ସେ ସ୍ତ୍ରୀ ଲୋକଟି ସୁସ୍ଥ ହାଇଗେଲା।
ତା'ପରେ ଯୀଶୁ କହିଲେ, ହେ ନାରୀ! ତୁମ୍ଭର ଗଭୀର ବିଶ୍ବାସ ରହିଛି। ତୁମ୍ଭେ ମାଠାରୁେ ଯାହା ଚାହିଁଛ, ମୁଁ ତାହା କରି ଦବେି। ଏହା କହିବା ମାତ୍ ରେ ସହେି ସ୍ତ୍ରୀର ଝିଅଟି ସଂମ୍ପୁର୍ଣ୍ଣ ରୂପା ଭଲ ହାଇଗେଲା।
ଯୀଶୁଙ୍କ ମନ ରେ ସମାନଙ୍କେ ପାଇଁ ଦୟା ଆସିଲା। ସେ ସମାନଙ୍କେର ଆଖି ଛୁଇଁ ଦେଲେ, ଓ ସମାନେେ ତୁରନ୍ତ ଦେଖି ପାରିଲେ। ତା'ପରେ ସମାନେେ ଯୀଶୁଙ୍କୁ ଅନୁସରଣ କଲେ।
ଯୀଶୁ କହିଲେ, ଯାଅ, ତୁମ୍ଭେ ଭଲ ହାଇଗେଲ, କାରଣ ତୁମ୍ଭେ ବିଶ୍ବାସ କଲ। ତା'ପରେ ଲୋକଟି ସବୁ କିଛି ଦେଖି ପାରିଲା ଓ ସେ ପଥରେ ଯୀଶୁଙ୍କୁ ଅନୁସରଣ କଲା।
ଯୀଶୁ ଏକଥା କହିଲା ପରେ ଭୂଇଁ ରେ ଛପେ ପକାଇ କାଦୁଅ କରି, ସହେି କାଦୁଅକୁ ନଇେ ସେ ସହେି ଜନ୍ମାନ୍ଧ ଲୋକଟିର ଆଖି ରେ ଲଗଇେ ଦେଲେ।