Home Bibles ☰ Books ମାଥିଉଲିଖିତ ସୁସମାଚାର 9:30 · ଓଡ଼ିଆ ବାଇବେଲ
ମାଥିଉଲିଖିତ ସୁସମାଚାର 9:30 · ଓଡ଼ିଆ ବାଇବେଲ

ତା'ପରେ ଅନ୍ଧ ଦୁଇଜଣ ଦେଖିବାକୁ ପାଇଲେ। ଯୀଶୁ ସମାନଙ୍କେୁ ଦୃଢଭାବରେ ଚତାବେନୀ ଦଇେ କହିଲେ, ଏ ବିଷୟ ଅନ୍ୟକୁ କହିବ ନାହିଁ।

Cross references

ଗୀତସଂହିତା 146:8

ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି। ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି। ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରମେ କରନ୍ତି।

ଯିଶାଇୟ 35:5

ସେତବେେଳେ ଅନ୍ଧମାନେ ଚକ୍ଷୁଷ୍ମାନ ହାଇେ ଦେଖିପାରିବେ ଓ ବଧିରମାନେ ମୁକ୍ତ କର୍ଣ୍ଣ ରେ ଶ୍ରବଣ କରିବେ।

ଯିଶାଇୟ 42:7

ତୁମ୍ଭେ ଅନ୍ଧମାନଙ୍କୁ ଚକ୍ଷୁସ୍ମାନ କରିବ, କାରାଗାରରୁ ବନ୍ଦୀମାନଙ୍କୁ ମୁକ୍ତ କରିବ ଓ ଅନ୍ଧକାର ରେ ସଢ଼ୁଥିବା ଲୋକମାନଙ୍କୁ ବନ୍ଦୀ ଗୃହରୁ ବାହାରକୁ ଆଣିବ।

ଯିଶାଇୟ 52:13

ଆମ୍ଭର ଦାସକୁ ଦେଖ, ସେ ସୁବିବଚେନା ପୂର୍ବକ ବ୍ଯବହାର କରିବେ। ସେ ଉନ୍ନତ, ଉଚ୍ଚପଦ ପ୍ରାପ୍ତ ଓ ମହିମାନ୍ବିତ ହବେେ।

ମାଥିଉଲିଖିତ ସୁସମାଚାର 8:4

ତାପରେ ଯୀଶୁ ତାହାକୁ କହିଲେ, ଦେଖ, ଏ ବିଷୟ ରେ କାହାକୁ କିଛି କୁହନାହିଁ, ବରଂ ଯାଜକଙ୍କ ପାଖକୁ ଯାଅ ଓ ନିଜକୁ ଦଖାେଅ। ମାଶାଙ୍କେ ଆଦେଶ ଅନୁସାରେ ଦାନ ଦିଅ। ଏହା ଦ୍ବାରା ଲୋକଙ୍କୁ ଦେଖଇେ ଦିଆଯାଇ ପାରିବ ଯେ ତୁମ୍ଭେ ଭଲ ହାଇେ ଯାଇଛ।

ମାଥିଉଲିଖିତ ସୁସମାଚାର 12:16

କିନ୍ତୁ ଯୀଶୁ ସମାନଙ୍କେୁ ଚତାବେନୀ ଦଇେ କହିଲେ, ଏ କଥା କାହାରି ଆଗ ରେ ପ୍ରକାଶ କରିବ ନାହିଁ।

ମାଥିଉଲିଖିତ ସୁସମାଚାର 17:9

ଯୀଶୁ ଓ ଶିଷ୍ଯମାନେ ପର୍ବତ ଉପରୁ ତଳକୁ ଓହ୍ଲାଉଥିଲେ। ଯୀଶୁ ଶିଷ୍ଯମାନଙ୍କୁ ଆଦେଶ ଦେଲେ, ପର୍ବତ ଉପରେ ତୁମ୍ଭମାନେେ ଯାହାସବୁ ଦେଖିଲ, ତାହା କାହାକୁ କହିବ ନାହିଁ। ମନୁଷ୍ଯପୁତ୍ର ମୃତ୍ଯୁରୁ ପୁନର୍ଜୀବିତ ହବୋ ପର୍ୟ୍ଯନ୍ତ ଅପେକ୍ଷା କର। ତା'ପରେ ତୁମ୍ଭେ ଯାହା ସବୁ ଦେଖିଛ, ତାହା ଲୋକଙ୍କ ଆଗ ରେ କହିପାର।

ମାର୍କଲିଖିତ ସୁସମାଚାର 5:43

ଯୀଶୁ ଏ କଥା ଲୋକମାନଙ୍କୁ ନ କହିବା ପାଇଁ ଝିଅର ବାପା-ମାଆଙ୍କୁ ଦୃଢ ଭାବରେ ନିର୍ଦ୍ଦେଶ ଦେଲେ। ତା ପରେ ଯୀଶୁ ଝିଅଟିର ବାପା-ମାଆଙ୍କୁ ଝିଅକୁ କିଛି ଖାଇବାକୁ ଦବୋକୁ କହିଲେ।

ଲୂକଲିଖିତ ସୁସମାଚାର 5:14

ଯୀଶୁ ତାହାକୁ ଆଦେଶ ଦେଲେ, ଏବେ ଯାହା ଘଟିଲା, ସେ କଥା କାହାରିକୁ କୁହ ନାହିଁ। କିନ୍ତୁ ଯାଜକଙ୍କ ପାଖକୁ ଯାଅ। ନିଜ ଦହେ ତାହାଙ୍କୁ ଦଖାେଅ। ତୁମ୍ଭେ ସୁସ୍ଥ ହାଇଯୋଇଥିବା ଯୋଗୁଁ ମାଶାଙ୍କେ ଆଦେଶ ଅନୁସାରେ ପରମେଶ୍ବରଙ୍କ ନିକଟରେ ବଳି ଉତ୍ସର୍ଗ କର। ଏହା ଲୋକଙ୍କୁ ଦେଖଇଦେବେ ଯେ ତୁମ୍ଭେ ସୁସ୍ଥ ହାଇଯୋଇଛ।

ଲୂକଲିଖିତ ସୁସମାଚାର 8:56

ତା' ବାପାମାଆ ବିସ୍ମିତ ହାଇଗେଲେ। ଯୀଶୁ ସମାନଙ୍କେୁ ଏ ଘଟଣା କାହାରି ଆଗ ରେ ନ କହିବାକୁ କହିଲେ।

ଯୋହନଲିଖିତ ସୁସମାଚାର 9:7

ଯୀଶୁ ତାହାଙ୍କୁ କହିଲେ, ଯାଅ, ଶିଲୋହ ପୋଖରୀ ରେ ଧୋଇ ଦିଅ। (ଶିଲୋହ ପଦର ଅର୍ଥ 'ପ୍ ରରେିତ ା') ତା'ପରେ ସେ ଅନ୍ଧ ଲୋକଟି ପୋଖରୀ ରେ ଧୋଇ ହାଇେ ଆସିଲା। ସେ ବର୍ତ୍ତମାନ ଦେଖିପାରୁଥିଲା।

Interlinear

Choose Theme