ଜମା ହାଇେଥିବା ଲୋକେ ଏ କଥା ଦେଖି ଆଶ୍ଚର୍ୟ୍ଯ ହାଇଗେଲେ। ପରମେଶ୍ବର ଜଣେ ମଣିଷକୁ ଏପରି ଶକ୍ତି ଦଇେଥିବାରୁ ସମାନେେ ପରମେଶ୍ବରଙ୍କର ମହିମା ଗାନ କଲେ।
Cross references
ଲୋକଙ୍କ ଆଗ ରେ ତୁମ୍ଭମାନେେ ଆଲୋକ ଭଳି ପ୍ରକାଶିତ ହୁଅ। ସମାନେେ ତୁମ୍ଭର ଭଲ କାମଗୁଡିକ ଦେଖନ୍ତୁ ଓ ସ୍ବର୍ଗ ରେ ରହୁଥିବା ତୁମ୍ଭ ପରମ ପିତାଙ୍କ ପ୍ରଶଂସା ଗାନ କରନ୍ତୁ।
ଜମା ହାଇେଥିବା ଲୋକେ ଏହା ଦେଖି ଆଶ୍ଚର୍ୟ୍ଯ ହାଇଗେଲେ, ସମାନେେ କୁହାକୁହି ହେଲେ, ଆମ୍ଭ ପାଖକୁ ପରମେଶ୍ବର ଯାହାଙ୍କୁ ପଠାଇବେ ବୋଲି ପ୍ରତିଜ୍ଞା କରିଥିଲେ, ଏ ହୁଏତ ସହେି ଦାଉଦଙ୍କ ପୁତ୍ର ଅଟନ୍ତି?
ଲୋକେ ଦେଖିଲେ ଯେ, ଯେଉଁ ଲୋକ କଥା କହିପାରୁନଥିଲା ସେ କଥା କହି ପାରୁଛି, ଅପଙ୍ଗ ଲୋକେ ପୁଣି ସବଳ ହାଇେଛନ୍ତି; େଛାଟାମାନେ ଚାଲି ପାରୁଛନ୍ତି, ଅନ୍ଧମାନେ ପୁଣି ଦେଖି ପାରୁଛନ୍ତି, ଏସବୁ ଦେଖି ସମାନେେ ବହୁତ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ଇଶ୍ରାୟେଲର ପରମେଶ୍ବରଙ୍କ ମହିମା ଗାନ କଲେ।
ତେଣୁ ଯୀଶୁ ସମାନଙ୍କେ ପାଖକୁ ଆସି କହିଲେ, ସ୍ବର୍ଗ ଓ ପୃଥିବୀର ସମସ୍ତ ଅଧିକାର ମାେତେ ଦିଆ ଯାଇଛି।
ପକ୍ଷାଘାତ ଲୋକଟି ଠିଆ ହେଲା। ବିଛଣା ଧରିଲା ଏବଂ ଘର ଭିତରୁ ବାହାରକୁ ବାହାରିଗଲା। ସବୁ ଲୋକେ ତାକୁ ଦେଖି ପାରିଲେ। ସମାନେେ ଆଶ୍ଚର୍ୟ୍ଯ ହାଇଗେଲେ ଓ ପରମେଶ୍ବରଙ୍କ ମହିମାଗାନ କଲେ। ସମାନେେ କହିଲେ, ଆମ୍ଭମାନେେ ଏଭଳି ଆଶ୍ଚର୍ୟ୍ଯ ଘଟଣା କବେେ ହେଲେ ଦେଖି ନଥିଲୁ।
ଲୋକମାନେ ବାସ୍ତବ ରେ ଆଶ୍ଚର୍ୟ୍ଯ ହାଇେ ଯାଇଥିଲେ। ସମାନେେ କହୁଥିଲେ, ଯୀଶୁ ସବୁ କିଛି ସୁସ୍ଥ କରୁଛନ୍ତି, ଏପରିକୁ ସେ ବଧିରକୁ ଶ୍ରବଣ -ଶକ୍ତି ଓ ମୂକକୁ ବାକ୍ ଶକ୍ତି ପ୍ରଦାନ କରୁଛନ୍ତି।
ସେ ତତ୍କ୍ଷଣାତ୍ ସମାନଙ୍କେ ସାମନା ରେ ଉଠି ଠିଆ ହେଲା। ଯେଉଁ ବିଛଣା ଉପରେ ସେ ଶାଇେ ଥିଲା, ତାହା ଧରି ପରମେଶ୍ବରଙ୍କ ସ୍ତୁତିଗାନ କରି ନିଜ ଘରକୁ ଚାଲିଗଲା।
ସବୁଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ପରମେଶ୍ବରଙ୍କ ମହିମା ଗାନ କଲେ। ସମାନେେ କହିଲେ, ଜଣେ ମହାନ ଭବିଷ୍ଯଦ୍ବକ୍ତା ଆମ୍ଭମାନଙ୍କ ପାଖକୁ ଆସିଛନ୍ତିା ଆହୁରି ମଧ୍ଯ ସମାନେେ କହିଲେ, ପରମେଶ୍ବର ନିଜ ଲୋକଙ୍କୁ ସାହାୟ୍ଯ କରିବା ପାଇଁ ଆସି ଯାଇଛନ୍ତି।
ଯୀଶୁ ନିଜ ହାତ ସ୍ତ୍ରୀ ଲୋକଟି ଉପରେ ରଖିଲେ। ତା'ପରେ ସ୍ତ୍ରୀ ଲୋକଟି ସିଧା ଠିଆ ହବୋକୁ ସକ୍ଷମ ହେଲା। ସେ ପରମେଶ୍ବରଙ୍କ ସ୍ତୁତି କଲା।
ସହେି ଦଶ ଜଣ ଲୋକ ଯାଜକଙ୍କ ପାଖକୁ ଗଲା ବେଳେ ସୁସ୍ଥ ହାଇଗେଲେ।
ସନୋଧ୍ଯକ୍ଷ ସଠାେରେ ଯାହା ଘଟିଲା, ଦେଖିଲେ। ସେ ଏହି କଥା କହି ପରମେଶ୍ବରଙ୍କୁ ପ୍ରଶଂସା କଲେ, ମୁଁ ଜାଣେ ଯେ, ଏହି ମନୁଷ୍ଯ ଜଣେ ଉତ୍ତମ ବ୍ଯକ୍ତି ଥିଲେ!
ତୁମ୍ଭମାନେେ ପ୍ରଚୁର ଫଳ ଉତ୍ପାଦନା କର ଓ ମାରେ ଶିଷ୍ଯ ବୋଲି ଦର୍ଶାଇ ଦିଅ। ଏହା ଦ୍ବାରା ମାରେ ପରମପିତା ଗୌରବ ପାଇବେ।