ମାରୋତ୍ ନିବାସୀ ସୁସମ୍ବାଦକୁ ଅପେକ୍ଷା କରି ବିବ୍ରତ ହୁଅନ୍ତି। କାରଣ ୟିରୁଶାଲମର ଦ୍ବାରଦେଶ ପର୍ୟ୍ଯନ୍ତ ସଦାପ୍ରଭୁଙ୍କଠାରୁ ଦୁଃଖ ଆସିଅଛି।
Cross references
କିନ୍ତୁ ବନୟମୀ ସହେି ଲୋକମାନଙ୍କୁ କହିଲେ, ମାେତେ ନୟମୀ ବୋଲି ଡାକ ନାହିଁ, ମାେତେ ମାରା ବୋଲି ଡାକ। ଯହେିତକ୍ସ୍ଟ ସର୍ବଶକ୍ତିମାନ ପରମେଶ୍ବର ମାରେ ଜୀବନକକ୍ସ୍ଟ ଦକ୍ସ୍ଟଃଖପୂର୍ଣ କରିଅଛନ୍ତି।
ସହେି ସମୟରେ ଏଲି ଫାଟକ ପାଖ ରେ ବସି ଅପେକ୍ଷା କରିଥିଲେ, କାରଣ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନିମନ୍ତେ ତାଙ୍କର ହୃଦଯ ଉତ୍କସ୍ଖିତ ଥିଲା। ଇତ୍ଯବସର ରେ ସହେିଲୋକ ସମ୍ବାଦ ଦଲୋ ଏବଂ ନଗରୟାକ ଉଚ୍ଚସ୍ବର ରେ କାନ୍ଦି ଉଠିଲେ।
କିନ୍ତୁ ମୁଁ ଯେତବେେଳେ ଭଲ ଜିନିଷ ଚା ହେଁ, ତା' ବଦଳ ରେ ଖରାପ ଜିନିଷ ପାଏ। ମୁଁ ଯେତବେେଳେ ଆଲୋକର ସନ୍ଧାନ କରେ ସେତବେେଳେ ଅନ୍ଧକାର ମାଡ଼ି ଆ ସେ।
ଆମ୍ଭେ ଆଲୋକ ସୃଷ୍ଟିକରୁ ଓ ଆମ୍ଭେ ଅନ୍ଧକାର ମଧ୍ଯ ସୃଷ୍ଟି କରୁ। ଆମ୍ଭେ ଶାନ୍ତି ରଚନା କରୁ ଓ ଅନିଷ୍ଟ ମଧ୍ଯ ସୃଷ୍ଟି କରୁ। ଆମ୍ଭେ ସଦାପ୍ରଭୁ ଏ ସମସ୍ତ ସାଧନ କରୁ।
ଏଥି ସକାେଶ ନ୍ଯାଯ ବିଚାର ଆମ୍ଭଠାରୁ ଦୂର ରେ ଥାଏ ଓ ଧାର୍ମିକତା ଆମ୍ଭମାନଙ୍କ ପାଖ ମାଡ଼େ ନାହିଁ। ଆମ୍ଭମାନେେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର କବଳେ ଅନ୍ଧକାର ଦେଖୁ। ଆଲୋକକୁ ଅପେକ୍ଷା କରୁ, ମାତ୍ର ଅନ୍ଧକାର ରେ ଭ୍ରମଣ କରୁ।
ଆମ୍ଭମାନେେ ଶାନ୍ତି ଆଶା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ସେ ଆମ୍ଭମାନଙ୍କୁ କ୍ଷମା ଦବେେ ବୋଲି ଇଚ୍ଛା କଲୁ, ମାତ୍ର କବଳେ ବିପଦ ମାଡ଼ି ଆସିଲା।
ଲୋକମାନେ କହନ୍ତି, ହେ ପରମେଶ୍ବର, ତୁମ୍ଭେ କ'ଣ ଯିହୁଦାକୁ ସୂର୍ଣ୍ଣ ଭାବରେ ଅଗ୍ରାହ୍ଯ କରିଅଛ ? ତୁମ୍ଭେ କ'ଣ ସିୟୋନକୁ ଘୃଣା କରିଅଛ ? ତୁମ୍ଭେ ଆମ୍ଭମାନଙ୍କୁ ଏପରି ପ୍ରହାର କଲ ଯେ ଆମ୍ଭମାନେେ ଆଉ ସୁସ୍ଥ ହାଇେ ପାରିବୁ ନାହିଁ। ତୁମ୍ଭେ କାହିଁକି ଏପରି କଲ ? ଆମ୍ଭମାନେେ ଶାନ୍ତି ଚାହିଁଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ଆମ୍ଭମାନେେ ଆରୋଗ୍ୟ ଇଚ୍ଛା କଲୁ। ମାତ୍ର କବଳେ ଆଶଙ୍କା ଉପସ୍ଥିତ ହେଲା।
ଯଦି ନଗର ରେ ତୂରୀ ବାଜି ଉଠିବ ତବେେ ଲୋକମାନେ ଭୟ ରେ ଥରହର ହବେେ। ସଦାପ୍ରଭୁ ନ ଗ୍ଭହିଁଲା ପର୍ୟ୍ଯନ୍ତ ନଗର ମଧିଅରେ କୌଣସି ଅସୁବିଧା ଘଟିବ ନାହିଁ।
ଶମରିଯାର କ୍ଷତ କବେେ ପୂରଣ ହବେ ନାହିଁ। ତା'ର ପାପ ଯିହୁଦା ପର୍ୟ୍ଯନ୍ତ ବ୍ଯାପି ଅଛି। ଆଉ ମଧ୍ଯ ତାହା ମାେ ଲୋକମାନଙ୍କର ନଗରଦ୍ବାର ୟିରୁଶାଲମ ପର୍ୟ୍ଯନ୍ତ ବ୍ଯାପିଅଛି।