Home Bibles ☰ Books ମୀଖା 1:6 · ଓଡ଼ିଆ ବାଇବେଲ
ମୀଖା 1:6 · ଓଡ଼ିଆ ବାଇବେଲ

ତେଣୁ ଆମ୍ଭେ ଶମରିଯାକୁ ଧ୍ବଂସ କରିବା ଓ ଏହା ଦ୍ରାକ୍ଷାଲତା ରୋପଣର କ୍ଷେତ୍ର ରେ ପରିଣତ କରିବା। କବଳେ ତା'ର ମୂଳଦୁଆକୁ ଛାଡି ଆମ୍ଭେ ଶମରିଯାର ସମସ୍ତ ପଥରଗୁଡିକୁ ଉପତ୍ୟକା ଭିତରକୁ ଫିଙ୍ଗିବା।

Cross references

ଦିତୀୟ ରାଜାବଳୀ 18:9

ଅନନ୍ତର ଯିହୁଦାର ରାଜା ହିଜକିଯଙ୍କର ରାଜତ୍ବର ଚତୁର୍ଥ ବର୍ଷ ରେ ଓ ଇଶ୍ରାୟେଲର ରାଜା ଏଲାଙ୍କର ପୁତ୍ର ହାେେଶୟଙ୍କ ରାଜତ୍ବର ସପ୍ତମ ବର୍ଷ ରେ ଅଶୂରର ରାଜା ଶଲ୍ମନଷେର ଶମରିଯା ବିରୁଦ୍ଧ ରେ ୟୁଦ୍ଧ କରିବାକୁ ୟାଇ ତାଙ୍କୁ ଅବରୋଧ କଲେ।

ଦିତୀୟ ରାଜାବଳୀ 18:10

ତୃତୀୟ ବର୍ଷ ଶଷେ ରେ ସମାନେେ ତାକୁ ଅଧିକାର କଲେ। ହିଜକିଯଙ୍କ ରାଜତ୍ବର ଷଷ୍ଠ ବର୍ଷ ରେ ଓ ଇଶ୍ରାୟେଲର ରାଜା ହାେେଶୟଙ୍କ ରାଜତ୍ବର ନବମ ବର୍ଷ ରେ ଏହା ଅଧିକୃତ ହେଲା।

ଦିତୀୟ ରାଜାବଳୀ 19:25

ତୁମ୍ଭେ କ'ଣ ଏହା ଶୁଣିନାହଁ, ପରମେଶ୍ବର କ'ଣ କହିଲେ, ଯେ କିପରି ଆମ୍ଭେ ପୁରାତନ କାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବ କାଳରୁ ଏହା ସ୍ଥିର କରିଅଛୁଁ। ତୁମ୍ଭେ ପ୍ରାଚୀର ବେଷ୍ଟିତ ନଗରମାନ ଧ୍ବଂସ କରି ସେ ସବୁକୁ ଢିପ କରିବା। ଆମ୍ଭେ ଏହା ଘଟିବା ପାଇଁ କରିଛୁ।

ଯିଶାଇୟ 25:2

ସୁଦୃଢ଼ ପ୍ରାଚୀର ବେଷ୍ଠିତ ସୁରକ୍ଷିତ ନଗରକୁ ତୁମ୍ଭେ ଧ୍ବଂସ କରିଅଛ ଓ ବର୍ତ୍ତମାନ ତାକୁ ଏକ ପଥର ଗଦା ରେ ପରିଣତ କରିଅଛ। ବିଦେଶୀମାନଙ୍କ ରାଜ ପ୍ରାସାଦକୁ ବିନଷ୍ଟ କରିଛ ଓ ତାହା କବେେ ପୁନର୍ବାର ନିର୍ମିତ ହବେ ନାହିଁ।

ଯିଶାଇୟ 25:12

ପୁଣି ସଦାପ୍ରଭୁ ଲୋକମାନଙ୍କର ଉଚ୍ଚ ପ୍ରାଚୀର ଓ ନିରାପଦ ସ୍ଥାନ ଗୁଡ଼ିକୁ ନିପାତ କରିବେ ଓ ଭୂମିସାତ୍ କରି ତାକୁ ଧୂଳି ରେ ମିଶାଇ ଦବେେ।

ଯିରିମିୟ 9:11

ପୁଣି ଆମ୍ଭେ ସଦାପ୍ରଭୁ ୟିରୁଶାଲମକୁ ଢ଼ିପି ଓ ଶୃଗାଳମାନଙ୍କ ବାସସ୍ଥାନ ରେ ପରିଣତ କରିବା। ଆଉ ଆମ୍ଭେ ଯିହୁଦାର ନଗରସମୂହକୁ ନିର୍ଜନ ଧ୍ବଂସସ୍ଥାନ କରିବା।

ଯିରିମିୟ 51:25

ଆଉ ସଦାପ୍ରଭୁ କହନ୍ତି, ହେ ବାବିଲ, ତୁମ୍ଭେ ଏକ ବିନାଶକ ପର୍ବତ, ତୁମ୍ଭେ ସମୁଦାଯ ପୃଥିବୀକୁ ବିନାଶ କରୁଅଛ, ତେଣୁ ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ ଓ ତୁମ୍ଭ ବିରୁଦ୍ଧ ରେ ଆପଣା ହସ୍ତ ବିସ୍ତାର କରିବା। ତୁମ୍ଭକୁ ଶୈଳର ଶୃଙ୍ଗରୁ ଗଡ଼ାଇ ଏକ ଅଗ୍ନିଦଗ୍ଧ ପର୍ବତ କରିବା।

ଯିରିମିୟ 51:37

ତା'ପ ରେ ବାବିଲ ଏକ ଧ୍ବଂସ ସ୍ତୁପ ରେ ପରିଣତ ହବେ ଏବଂ ତାହା ଶୃଗାଳମାନଙ୍କର ବାସସ୍ଥାନ ହବେ। ଲୋକମାନେ ଏହା ଦେଖି ଆତଙ୍କିତ ହବେେ ଏବଂ ଯେତବେେଳେ ସମାନେେ ଏହା ଦେଖିବେ 'ହିସ୍' ଶବ୍ଦ କରିବେ। କାରଣ ସେ ନିର୍ଜନ ସ୍ଥାନ ହବେ।

ଯିରିମିୟଙ୍କ ବିଳାପ 4:1

ଦେଖ, ସୁବର୍ଣ୍ଣ କିପରି ମଳିନ ହାଇେଅଛି। ଅତ୍ଯନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହାଇେଅଛି। ପବିତ୍ର ସ୍ଥାନର ରତ୍ନସବୁ ରାଜ ରାସ୍ତା ରେ ବିକ୍ଷିପ୍ତ ହାଇେ ପଡ଼ିଅଛି।

ଯିହିଜିକଲ 13:14

ତୁମ୍ଭେ ଯେଉଁ ଅମିଶ୍ରିତ ମସଲା ରେ କାନ୍ଥକୁ ଲପନେ କରିଅଛ ମୁଁ ତାହା ବିଦୀର୍ଣ୍ଣ କରିପକାଇବି। ମୁଁ ଏହା ଭୂମିସ୍ତର ସହିତ ସମତଳ କରି ଦବେି, ମୁଁ ଏହା ମୂଳଦୁଆକୁ ବାହାର କରିବି। ତାହା ତୁମ୍ଭମାନଙ୍କ ଉପ ରେ ପଡ଼ିବ, ତହିଁରେ ତୁମ୍ଭମାନେେ ବିନଷ୍ଟ ହବେ। ଏଣୁ ତୁମ୍ଭମାନେେ ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ।

ହୋଶେୟ 13:16

ଶମରିଯା ନିଶ୍ଚିତ ଦଣ୍ତିତ ହବେ। କାରଣ ସେ ପରମେଶ୍ବରଙ୍କ ବିରୁଦ୍ଧ ରେ ୟାଇଥିଲା। ଇଶ୍ରାୟେଲୀୟମାନେ ଖଡ୍ଗ ରେ ନିହତ ହବେେ। ସମାନଙ୍କେର ପିଲାମାନେ ବିଦୀର୍ଣ୍ଣ ହବେେ। ସମାନଙ୍କେର ଗର୍ଭବତୀ ନାରୀମାନେ ମଧ୍ଯ ବିଦୀର୍ଣ୍ଣ ହବେେ।

ଆମୋଷ 5:11

ତୁମ୍ଭମାନେେ ଦରିଦ୍ରମାନଙ୍କଠାରୁ ଅସାଧୁ ଉପାଯ ରେ କର ନେଉଅଛ ଏବଂ ସମାନଙ୍କେର ଗହମ ବଳପୂର୍ବକ ନେଉଅଛ। ତୁମ୍ଭମାନେେ କାରୁକାର୍ୟ୍ଯ ପଥର ରେ ସୁନ୍ଦର ଘର ନିର୍ମାଣ କରିଛ, କିନ୍ତୁ ତୁମ୍ଭମାନେେ ସହେି ଘ ରେ ରହିପାରିବ ନାହିଁ। ତୁମ୍ଭମାନେେ ସୁନ୍ଦର ଦ୍ରାକ୍ଷାଗଛ କ୍ଷେତ୍ର ରେ ଲଗାଇଛ କିନ୍ତୁ ସେ ଦ୍ରାକ୍ଷାରସ ପାନ କରିପାରିବ ନାହିଁ।

ଆମୋଷ 6:8

ମାରେ ପ୍ରଭୁ ସଦାପ୍ରଭୁ ନିଜର ପବିତ୍ର ନାମକୁ ବ୍ଯବହାର କଲେ ଓ ଶପଥ ନେଲେ। ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର ଏହା ପ୍ରତିଜ୍ଞା କଲେ,

ମୀଖା 3:12

ହେ ପ୍ରାଚୀନଗଣ, ତୁମ୍ଭମାନଙ୍କ ପାଇଁ ସିୟୋନ ଧ୍ବଂସ ହବେ। ଏହା ଗ୍ଭଷ ଭୂମିରେ ପରିଣତ ହବେ। ୟିରୁଶାଲମ ମଧ୍ଯ ପ୍ରସ୍ତର ସ୍ତୁପ ରେ ପରିଣତ ହବେ। ମନ୍ଦିରର ପର୍ବତ ଶୂନ୍ଯ ପାହାଡ ହାଇେ ବଣବୁଦା ରେ ଆବୃତ ହବେ।

ହବକକୂକ 3:13

ତୁମ୍ଭେ ଆପଣା ଲୋକଙ୍କୁ ପରିତ୍ରାଣ କରିବକୁ ଆସିଲ। ତୁମ୍ଭେ ଆପଣା ମନୋନୀତ ରାଜାଙ୍କୁ ରକ୍ଷା କରିବାକୁ ଆସିଲ। ପ୍ରତି ମନ୍ଦ ଗୃହ ରେ ଥିବା ମୁଖ୍ଯଙ୍କୁ ହତ୍ଯା କଲ। ତୁମ୍ଭେ ତାକୁ ଆପାଦମସ୍ତକ ଗ୍ଭବୁକରେ ପ୍ରହାର କଲ।

Interlinear

Choose Theme