Home Bibles ☰ Books ମୀଖା 2:12 · ଓଡ଼ିଆ ବାଇବେଲ
ମୀଖା 2:12 · ଓଡ଼ିଆ ବାଇବେଲ

ହେ ଯାକୁବର ଲୋକମାନେ, ଆମ୍ଭେ ତୁମ୍ଭର ସମସ୍ତ ଲୋକମାନଙ୍କୁ ଏକତ୍ରୀତ କରିବା। ଆଉ ମଧ୍ଯ ଇଶ୍ରାୟେଲର ଅବଶିଷ୍ଟ ଲୋକମାନଙ୍କୁ ଏକାଠି କରିବା। ପଶୁମାନଙ୍କୁ ଖୁଆଡ ରେ ଓ ଗ୍ଭରଣ ଭୂମିରେ ମଷେମାନଙ୍କୁ ଏକତ୍ରୀତ କଲାପରି ସମାନଙ୍କେୁ ସମବତେ କରାଇବା। ସେତବେେଳେ ସେ ସ୍ଥାନଟି ଲୋକ ଗହଳି ରେ ମୁଖରିତ ଓ କୋଳାହଳପୂର୍ଣ୍ଣ ହବେ।

Cross references

ଆଦି ପୁସ୍ତକ 36:33

ଏବଂ ଯେତବେେଳେ ବଲୋ ମରିଗଲା, ୟୋବୁବ୍ ଏବଂ ସରହରେ ପୁତ୍ର, ତାଙ୍କ ପରେ ବସ୍ରା ରେ ରାଜତ୍ବ କଲେ।

ପ୍ରଥମ ବଂଶାବଳୀ 1:44

ବଲୋଙ୍କର ମୃତ୍ଯୁ ହୁଅନ୍ତେ, ସରହଙ୍କେର ପୁତ୍ର ୟୋବବ୍ ନୂତନ ରାଜା ହେଲେ। ୟୋବବ୍ ବସ୍ରାରୁ ଆସିଥିଲେ।

ଯିଶାଇୟ 11:11

ସହେି ସମୟରେ ମାରେ ପ୍ରିଯ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନବେେ। ଏହା ଦ୍ବିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ବରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲୋନୀଯ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୁର ଦେଶରୁ ଆସିବେ।

ଯିଶାଇୟ 27:12

ସଦେିନ ସଦାପ୍ରଭୁ ଅନ୍ୟମାନଙ୍କଠାରୁ ତାଙ୍କର ଦାସମାନଙ୍କୁ ଅଲଗା କରିବେ। ଫରାତ୍ ନଦୀଠାରୁ ଆରମ୍ଭକରି ମିଶର ନଦୀ ପର୍ୟ୍ଯନ୍ତ ସେ ଲୋକମାନଙ୍କୁ ଏକତ୍ରୀତ କରିବେ।

ଯିଶାଇୟ 34:6

ସଦାପ୍ରଭୁଙ୍କ ଖଡ୍ଗ ରକ୍ତ ରେ ପରିତୃପ୍ତ ଓ ମଦେ ରେ ଓ ଛାଗଗଣର ଗୁରୁଦାର ମଦେ ରେ ପୁଷ୍ଟ। କାରଣ ବସ୍ତ୍ର ରେ ସଦାପ୍ରଭୁଙ୍କର ଏକ ୟଜ୍ଞ ଓ ଇଦୋମ ଦେଶ ରେ ଏକ ମହା ହତ୍ଯାକାଣ୍ଡ ହବେ।

ଯିରିମିୟ 3:18

ସେ ସମୟରେ ଯିହୁଦା ବଂଶ ଇଶ୍ରାୟେଲ ବଂଶ ସହିତ ଏକତ୍ର ଗମନ କରିବେ। ଆଉ ସମାନେେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।

ଯିରିମିୟ 23:3

ଆମ୍ଭେ ଯେଉଁ ଯେଉଁ ଦେଶକୁ ଆମ୍ଭର ପଲକୁ ତଡ଼ି ଦଇେଅଛୁ, ସହେିସବୁ ଦେଶରୁ ସମାନଙ୍କେର ଅବଶିଷ୍ଟାଂଶ ସଂଗ୍ରହ କରିବା। ଆଉ ପୁନର୍ବାର ସମାନଙ୍କେୁ ସମାନଙ୍କେର ବାସ ସ୍ଥାନକୁ ଫରୋଇ ଆଣିବା। ସେତବେେଳେ ସମାନେେ ପ୍ରଜାବନ୍ତ ଓ ବହୁ ସଂଖ୍ଯକ ହବେେ।

ଯିରିମିୟ 31:7

କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଯାକୁବ ନିମନ୍ତେ ଆନନ୍ଦ ରେ ଗାନ କର। ଅଗ୍ରଗଣ୍ଯ ଦେଶ ନିମନ୍ତେ ଜଯଧ୍ବନି କର, ପ୍ରାର୍ଥନା କର ଓ ପ୍ରଶଂସା କର, ' ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କୁ ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକମାନଙ୍କୁ ପରିତ୍ରାଣ କର।

ଯିହିଜିକଲ 34:11

ତେଣୁ ମାରେ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜେ ଆମ୍ଭ ମଷେମାନଙ୍କର ପାଳକ ହବେୁ। ଆମ୍ଭେ ସମାନଙ୍କେର ଅନ୍ବଷେଣ କରିବୁ ଓ ଆମ୍ଭେ ସମାନଙ୍କେର ତତ୍ତ୍ବ ନବେୁ।

ଯିହିଜିକଲ 34:13

ଏବଂ ମୁଁ ନାନା ଜାତିମାନଙ୍କ ମଧ୍ଯରୁ ସମାନଙ୍କେୁ ବାହାର କରି ଆଣିବି ଓ ନାନା ଦେଶରୁ ସମାନଙ୍କେୁ ସଂଗ୍ରହ କରି ସମାନଙ୍କେୁ ନିଜ ଦେଶକୁ ଆଣିବି। ଏବଂ ମୁଁ ସମାନଙ୍କେୁ ଇଶ୍ରାୟେଲର ପର୍ବତମାନଙ୍କ ରେ, ଝରଣାଗୁଡ଼ିକ ନିକଟରେ ଓ ଦେଶର ବନ୍ଦୋବସ୍ଥ ସ୍ଥାନଗୁଡ଼ିକରେ ଚରାଇବି।

ଯିହିଜିକଲ 34:22

କିନ୍ତୁ ମୁଁ ମାରେପଲକୁ ରକ୍ଷା କରିବି। ସମାନେେ ଆଉ ବନ୍ଯ ପଶୁମାନଙ୍କ ଦ୍ବାରା ଧ୍ବଂସ ହବେେ ନାହିଁ। ଏବଂ ମୁଁ ଯଥାର୍ଥ ଭାବରେ ସମାନଙ୍କେର ବିଚାର କରିବି।

ଯିହିଜିକଲ 34:31

ଆଉ ତୁମ୍ଭମାନେେ ଆମ୍ଭର ମଷେ ଓ ଆମ୍ଭ ତୃଣଭୂମିର ମଷେ ଅଟ। ତୁମ୍ଭମାନେେ ମନୁଷ୍ଯ ଅଟ ଓ ଆମ୍ଭେ ତୁମ୍ଭମାନଙ୍କ ପରମେଶ୍ବର ଅଟୁ। ଏହା ମାରେପ୍ରଭୁ ସଦାପ୍ରଭୁ କହନ୍ତି।

ଯିହିଜିକଲ 36:37

ସଦାପ୍ରଭୁ, ମାରେ ପ୍ରଭୁ ଏ କଥା କହନ୍ତି, ପୁଣି ଥରେ ମୁଁ ଇଶ୍ରାୟେଲ ବଂଶର ପ୍ରାର୍ଥନା ଶୁଣିବି। ମୁଁ ସମାନଙ୍କେୁ ଦ୍ବିଗୁଣିତ କରିବି, ଯାହା ଫଳ ରେ ସମାନେେ ପଲ ରେ ଥିବା ମଷେ ସଂଖ୍ଯକ ହବେେ।

ଯିହିଜିକଲ 37:21

ପୁଣି ତୁମ୍ଭେ ସମାନଙ୍କେୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, 'ଇଶ୍ରାୟେଲର ଲୋକମାନେ ଯେଉଁ ବିଭିନ୍ନ ଦେଶକୁ ସମାନେେ ୟାଇ ଅଛନ୍ତି ସହେି ସ୍ଥାନର ଗୋଷ୍ଠୀଯମାନଙ୍କ ମଧ୍ଯରୁ ମୁଁ ସମାନଙ୍କେୁ ନିଜ ଦେଶକୁ ନଇେଆସିବି। ଆଉ ଚତୁର୍ଦ୍ଦିଗରୁ ସମାନଙ୍କେୁ ସଂଗ୍ରହ କରି ସମାନଙ୍କେର ନିଜ ଦେଶକୁ ଆଣିବି।

ହୋଶେୟ 1:11

ତା'ପ ରେ ଯିହୁଦା ଓ ଇଶ୍ରାୟେଲର ଲୋକମାନେ ଏକତ୍ରୀତ ହବେେ। ସମାନେେ ସମାନଙ୍କେ ପାଇଁ ଜଣେ ରାଜା ବାଛିବେ ଏବଂ ସମାନଙ୍କେର ଦେଶ ସବୁଠାରୁ ବଡ ହବେ। ୟିଷ୍ରିଯଲରେ ସମୟ ପ୍ରକୃତ ବଡ ହବେ।

Interlinear

Choose Theme