ତେଣୁ ଆମ୍ଭମାନେେ ଜମିସବୁ ମାପିବାକୁ କ୍ଷମ ହବେୁ ନାହିଁ ଏବଂ ସଦାପ୍ରଭୁଙ୍କ ଲୋକମାନଙ୍କ ମଧିଅରେ ବାଣ୍ଟି ପାରିବୁ ନାହିଁ।'
Cross references
ଯଦି କୌଣସି ଲୋକର ପିତାମାତାଙ୍କର ବିବାହ ନିଯମାନକ୍ସ୍ଟୟାଯୀ ହାଇନେଥାଏ ତବେେ ସହେିଲୋକ ଏବଂ ତାଙ୍କର ବଂଶଧରମାନେ ଦଶ ପୁରୁଷ ପର୍ୟ୍ଯନ୍ତ ସଦାପ୍ରଭୁଙ୍କ ଧାର୍ମିକ ସମାଜ ରେ ପ୍ରବେଶ କରିପାରିବେ ନାହିଁ।
ସମାନଙ୍କେ ତୃତୀୟ ପୁରୁଷପରେ, ସମାନେେ ସଦାପ୍ରଭୁଙ୍କ ସମାଜ ରେ ପ୍ରବେଶ କରିପାରିବେ।
ସର୍ବୋପରିସ୍ଥ ପରମେଶ୍ବର ଯେତବେେଳେ ଗୋଷ୍ଠୀଯ ଲୋକମାନଙ୍କୁ ସମାନଙ୍କେ ଅଧିକାର ଦେଲେ, ଯେତବେେଳେ ସେ ମନକ୍ସ୍ଟଷ୍ଯ ସନ୍ତାନମାନଙ୍କୁ ପୃଥକ କଲେ। ସେତବେେଳେ ସେ ଇଶ୍ରାୟେଲର ସଂଖ୍ଯା ଅନକ୍ସ୍ଟସା ରେ ସେ ସୀମା ସ୍ଥାପନ କଲେ।
ତେଣୁ ତୁମ୍ଭମାନେେ ପ୍ରେତ୍ୟକକ ପରିବାରବର୍ଗରକ୍ସ୍ଟ ତିନି ଜଣ ଲଖାଏଁେ ବାଛ। ମୁ ସମାନଙ୍କେୁ ସମଗ୍ର ଦେଶ ଭ୍ରମଣ ପାଇଁ ପଠାଇବି, ସମାନେେ ସମାନଙ୍କେର ଉତ୍ତରାଧିକାରୀମାନଙ୍କ ଅନକ୍ସ୍ଟସା ରେ ଲେଖି ଯେତବେେଳେ ସମାନେେ ଫରେିବେ ତାହା ଆମ୍ଭମାନଙ୍କୁ ଦବେେ। ଯେତବେେଳେ ସମାନେେ ମାେ ନିକଟକକ୍ସ୍ଟ ଫରୋଇ ଆଣିବେ।
ଯିହାଶୂେୟ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ସମାନଙ୍କେ ପାଇଁ ଭାଗ ଗକ୍ସ୍ଟଳା ପକାଇଲେ। ଏହିପରି ଭାବରେ ଯିହାଶୂେୟ ଉକ୍ତ ଜମିକକ୍ସ୍ଟ ସାତ ଗକ୍ସ୍ଟଣ ରେ ବିଭକ୍ତ କରି ଇଶ୍ରାୟେଲର ପରିବାରବର୍ଗ ମଧିଅରେ ଭାଗ କଲେ। ପ୍ରେତ୍ୟକକ ଜଣ ତାଙ୍କର ଅଂଶ ପାଇଲେ।
ଶଷେ ରେ ସଦାପ୍ରଭୁ ଆପଣା ଭବିଷ୍ଯତବକ୍ତା ସବେକମାନଙ୍କ ଦ୍ବାରା ଯେପରି କହିଥିଲେ ତଦନୁସା ରେ ଇଶ୍ରାୟେଲକୁ ସେ ନିଜ କୃପାଦୃଷ୍ଟିରୁ ଦୁ ରଇେ ଦେଲେ। ତେଣୁ ଇଶ୍ରାୟେଲୀୟମାନେ ଇଶ୍ରାୟେଲରୁ ନିର୍ବାସିତ ହାଇେ ଅଶୂର ରେ ରହିଲେ। ସମାନେେ ଆଜିୟାଏ ସଠାେରେ ରହି ଆସୁଛନ୍ତି।
ସଦାପ୍ରଭୁ ଇଶ୍ରାୟେଲକୁ କହିଲେ, ଆମ୍ଭେ କିଣାନ୍ ଦେଶ ତୁମ୍ଭକୁ ଦବୋ, ସହେି ପ୍ରତିଜ୍ଞାତ ଭୂମି ତୁମ୍ଭର ହବେ।
ତଲମେଲହେ, ତେଲ୍ହର୍ଶା, କଋବ୍, ଅଦ୍ଦ୍ନ ଓ ଇମ୍ ମାରେ, ଏସବୁ ସ୍ଥାନରୁ ଲୋକମାନେ ସବୁ ଆସିଲେ। ମାତ୍ର ସମାନେେ ଇଶ୍ରାୟେଲୀୟ ଲୋକମାନେ ବୋଲି ନିଜ ନିଜ ପିତୃ ପରିବାର ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ। ସହେି ଲୋକମାନେ ହେଲେ ଏହିମାନେ।
ମାରେ ପ୍ରାପ୍ଯ ଅତି ଆଶ୍ଚର୍ୟ୍ଯଜନକ, ମାରେ ଅଧିକାର ମଧ୍ଯ ଅତି ସୁନ୍ଦର।
ଇଶ୍ରାୟେଲୀୟମାନେ ସଦାପ୍ରଭୁଙ୍କ ରାଜ୍ଯ ରେ ରହିପାରିବେ ନାହିଁ। ଇଫ୍ରଯିମ ମିଶରକୁ ଫରେିବ। ଅଶୂରର ଯେଉଁ ଖାଦ୍ୟ ଖାଇବାକୁ ମନା ସହେି ଖାଦ୍ୟ ସମାନେେ ଖାଇବେ।