ମୀଖା 6:11 · ଓଡ଼ିଆ ବାଇବେଲ
ବର୍ତ୍ତମାନ ଆମ୍ଭେ ଭୂଲ୍ ମାପକାଠି ଏବଂ ଅସାଧୁ ଓଜନ ସହ୍ଯ କରିବା ଉଚିତ୍ କି? ନା!
Cross references
ଲେବୀୟ ପୁସ୍ତକ 19:36
ଯଥାର୍ଥ ଦଣ୍ଡି, ଯଥାର୍ଥ ବଟକରା, ଯଥାର୍ଥ ଐଫ ଓ ଯଥାର୍ଥ ପଳା ତୁମ୍ଭମାନଙ୍କର ହବେ। ଯେ ମିଶର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ ଆମ୍ଭେ ସହେି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।
ହିତୋପଦେଶ 16:11
ଓଜନ ଓ ଦଣ୍ଡି ସଦାପ୍ରଭୁଙ୍କର ଅଟେ, କିନ୍ତୁ ସଦାପ୍ରଭୁ ଯାହା ଓଜନ ପାଇଁ ବ୍ଯବହାର କରିବାକୁ ବଟକରାସବୁ ତିଆରି କଲେ।
ହିତୋପଦେଶ 20:10
ନାନା ପ୍ରକାର ମାପ ଓଜନ ରେ ଯେଉଁମାନେ ଠକନ୍ତି, ସମାନେେ ସଦାପ୍ରଭୁଙ୍କଠା ରେ ଘୃଣିତ।
ହୋଶେୟ 12:7
ଯାକୁବ ଜଣେ ପ୍ରକୃତ ବ୍ଯବସାଯୀ। ସେ ଏପରିକି ତା'ର ବନ୍ଧୁଙ୍କୁ ମଧ୍ଯ ଠକେ। ଏପରିକି ତାଙ୍କ ନିକିତି ମଧ୍ଯ ମିଛ କ ହେ।