Home Bibles ମୀଖା 7:13 · ଓଡ଼ିଆ ବାଇବେଲ
ମୀଖା 7:13 · ଓଡ଼ିଆ ବାଇବେଲ

ତଥାପି ବାସକରୁଥିବା ସହେି ଲୋକ ଓ ତାଙ୍କର କର୍ମ ଯୋଗୁଁ ଦେଶ ଧ୍ବଂସ ପାଇଲା।

Cross references

ଲେବୀୟ ପୁସ୍ତକ 26:33

ଆଉ ଆମ୍ଭେ ନାନାଦେଶୀଯ ଲୋକମାନଙ୍କ ମଧିଅରେ ତୁମ୍ଭମାନଙ୍କୁ ଚ୍ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ଖଡ୍ଗ ଉତ୍ତୋଳନ କରିବା। ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ଯସ୍ଥାନ ହବେ ଓ ତୁମ୍ଭମାନଙ୍କ ନଗର ସକଳ ମରୁଭୂମି ହବେ।

ଆୟୁବ ପୁସ୍ତକ 4:8

ମୁଁ ଦେଖିଛି କେତକେ ବ୍ଯକ୍ତି ଅନ୍ୟକୁ ବିପଦ ରେ ପକାନ୍ତି ଏବଂ ସମାନଙ୍କେ ଜୀବନକୁ ଦୁଃର୍ବିସହ କରି ଦିଅନ୍ତି। କିନ୍ତୁ ଶଷେ ରେ ସମାନେେ ହିଁ ଦଣ୍ଡ ପାଆନ୍ତି।

ହିତୋପଦେଶ 1:31

ନିର୍ବୋଧ ଲୋକମାନେ ନିର୍ବୋଧ ଜୀବନଶୈଳିକୁ ପରିଚାଳିତ ଦିଅନ୍ତି, ଯାହା ସମାନଙ୍କେୁ ବିନାଶ କରିବ। ନିର୍ବୋଧମାନେ କୁକର୍ମର ପ୍ରତିଫଳ ନିମନ୍ତେ ସମାନେେ ଧ୍ବଂସ ପାଇବେ।

ହିତୋପଦେଶ 5:22

ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ। ସେ ତା'ର ନିଜ ପାପ ରୂପକ ଦୌଡ଼ି ରେ ବନ୍ଧା ହବେ।

ହିତୋପଦେଶ 31:31

ସେ ପାଇବାର ଉପୟୁକ୍ତ ପୁରସ୍କାର ତାକୁ ଦିଅ। ତାକୁ ତା' ନିଜର କର୍ମ କରିବାକୁ ଛାଡ଼ିଦିଅ। ସେ ଯାହା କରିୟାଇଛି ଲୋକମାନଙ୍କ ନଗର ଦ୍ବାର ରେ ତାହାର ପ୍ରଶଂସା ଆଣିଦିଏ।

ଯିଶାଇୟ 3:10

ଉତ୍ତମ ଲୋକମାନଙ୍କୁ କୁହ, ସମାନେେ ଉତ୍ତମଫଳ ଭୋଗ କରିବେ। ସମାନେେ ସମାନଙ୍କେର ସୁକର୍ମ ଯୋଗୁଁ ପୁରସ୍କୃତ ହବେେ।

ଯିଶାଇୟ 6:11

ତା'ପ ରେ ମୁଁ ସଦାପ୍ରଭୁଙ୍କୁ ପ୍ରଶ୍ନ କଲି, ପ୍ରଭୋ ! ମୁଁ କେତକୋଳ ଏହା କରିବି ?'

ଯିଶାଇୟ 17:9

ସଦେିନ ସମସ୍ତ ସୁଦୃଢ଼ ନଗରଗୁଡ଼ିକ ଶୂନ୍ଯ ହାଇଯେିବ। ସଗେୁଡ଼ିକ ଇଶ୍ରାୟେଲ ଆସିବା ଭୟ ରେ ପର୍ବତ ଓ ଅରଣ୍ଯ ତୁଲ୍ଯ ହାଇଯେିବେ। ଅତୀତ ରେ ଇଶ୍ରାୟେଲ ଭୟ ରେ ସମାନେେ ପଳାଯନ କରିଥିଲେ। ପୁଣି ସମାନେେ ଭବିଷ୍ଯତ ରେ ଇଶ୍ରାୟେଲ ଆସିବା ଭୟ ରେ ଧ୍ବଂସ ପାଇଯିବେ।

ଯିଶାଇୟ 24:3

ସମସ୍ତ ଲୋକ ପୃଥିବୀରୁ ବିତାଡ଼ିତ ହବେେ ଓ ସେ ସମ୍ପୂର୍ଣ୍ଣ ଭାବରେ ଲୁଣ୍ଠିତ ହବେେ। ଏହା ଘଟିବ କାଣ ସଦାପ୍ରଭୁ ଏହା କହିଛନ୍ତି।

ଯିରିମିୟ 17:10

ମାତ୍ର ଆମ୍ଭେ ସଦାପ୍ରଭୁ, ପ୍ରେତ୍ୟକକ ମନୁଷ୍ଯକୁ ତା'ର କର୍ମ ଅନୁସାରେ ଫଳ ଦେଉ। ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ ଓ ତାହାର ମର୍ମ ପରୀକ୍ଷା କରୁ।

ଯିରିମିୟ 21:14

ମାତ୍ର ସଦାପ୍ରଭୁ କହନ୍ତି, 'ଆମ୍ଭେ ତୁମ୍ଭମାନଙ୍କ କର୍ମଫଳାନୁସା ରେ ତୁମ୍ଭମାନଙ୍କୁ ଶାସ୍ତି ଦବୋ। ପୁଣି ଆମ୍ଭେ ତୁମ୍ଭମାନଙ୍କ ଅରଣ୍ଯ ରେ ଅଗ୍ନି ସଂୟୋଗ କରିବା। ସହେି ଅଗ୍ନି ତୁମ୍ଭମାନଙ୍କ ଚତୁଃପାଶର୍‌ବ ରେ ଥିବା ସମସ୍ତ ଦ୍ରବ୍ଯ ଗ୍ରାସ କରିବ।

ଯିରିମିୟ 25:11

ତହିଁରେ ସମଗ୍ର ଦେଶ ଏକ ଶୂନ୍ଯ ମରୁଭୂମିରେ ପରିଣତ ହବେ ଓ ତାହାର ସମସ୍ତ ଲୋକ ବାବିଲ ରାଜାର ସତୁରି ବର୍ଷ ପର୍ୟ୍ଯନ୍ତ ଦାସ ହାଇେ ରହିବେ।

ଯିରିମିୟ 32:19

ତୁମ୍ଭର ମନ୍ତ୍ରଣା ଓ କ୍ରିଯା ମହାନ୍। ତୁମ୍ଭେ ପ୍ରେତ୍ୟକକଙ୍କର କାର୍ୟ୍ଯକଳାପ ଲକ୍ଷ୍ଯ କର। ତୁମ୍ଭେ କ୍ରିଯାନୁସା ରେ ସମୁଚିତ ଫଳ ସମାନଙ୍କେୁ ପ୍ରଦାନ କର। ସୁକର୍ମ କରୁଥିବା ବ୍ଯକ୍ତି ପୁରସ୍କୃତ ଓ ଅଧର୍ମ କରୁଥିବା ବ୍ଯକ୍ତି ଦଣ୍ଡିତ ହୁଏ।

ଯିହିଜିକଲ 12:19

ଏଣୁ ଦେଶବାସୀଙ୍କୁ କୁହ, 'ୟିରୁଶାଲମ ନିବାସୀ ଓ ଇଶ୍ରାୟେଲ ଲୋକମାନଙ୍କ ବିଷଯ ରେ ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହନ୍ତି, ସମାନେେ ଉତ୍କଣ୍ଠା ରେ ଆପଣା ଆପଣା ଆହାର ଭୋଜନ କରିବେ ଓ ମହାଭୟ ରେ ସମାନଙ୍କେର ଜଳପାନ କରିବେ। କାରଣ ଅଧିବାସୀମାନଙ୍କର ଦୌରାତ୍ମ୍ଯ ପାଇଁ ସମାନଙ୍କେ ଦେଶ ମଧିଅରେ ଥିବା ସର୍ବସ୍ବ ଧ୍ବଂସ ହବେ।

ଦାନିଏଲ 4:26

ଆଉ ବୃକ୍ଷର ମୂଳ, ଗଣ୍ତି ଛାଡିବାକୁ ଆଜ୍ଞା ଦିଆୟିବାର ଅର୍ଥ ଏହି ଯେ, ତୁମ୍ଭେ ପୁଣି ତୁମ୍ଭର ରାଜ୍ଯ ଫରେି ପାଇବ, କିନ୍ତୁ ତୁମ୍ଭେ ନିଶ୍ଚିତ ଅନୁଭବ କରିବା ଉଚିତ୍ ଯେ, ସର୍ବୋପରିସ୍ଥ ପରମେଶ୍ବର ରାଜ୍ଯ ରେ ଶାସନ କରନ୍ତି।

ମୀଖା 3:12

ହେ ପ୍ରାଚୀନଗଣ, ତୁମ୍ଭମାନଙ୍କ ପାଇଁ ସିୟୋନ ଧ୍ବଂସ ହବେ। ଏହା ଗ୍ଭଷ ଭୂମିରେ ପରିଣତ ହବେ। ୟିରୁଶାଲମ ମଧ୍ଯ ପ୍ରସ୍ତର ସ୍ତୁପ ରେ ପରିଣତ ହବେ। ମନ୍ଦିରର ପର୍ବତ ଶୂନ୍ଯ ପାହାଡ ହାଇେ ବଣବୁଦା ରେ ଆବୃତ ହବେ।

ମୀଖା 6:13

ତେଣୁ ଆମ୍ଭେ ତୁମ୍ଭକୁ ଶାସ୍ତି ଦବୋ ଆରମ୍ଭ କରିଅଛୁ। ତୁମ୍ଭର ପାପ ୟୋଗୁ ଆମ୍ଭେ ତୁମ୍ଭକୁ ବିନଷ୍ଟ କରିବା।

ଲୂକଲିଖିତ ସୁସମାଚାର 21:20

ତୁମ୍ଭମାନେ ୟିରୂଶାଲମର ଚାରିପଟେ ସୈନ୍ଯବାହିନୀଙ୍କୁ ଘରେି ରହିଥିବାର ଦେଖିବ। ତବେେ ତୁମ୍ଭମାନେେ ଜାଣିପାରିବ ଯେ ୟିରୁଶାଲମର ଧ୍ବଂସ ହବୋ ସମୟ ଆସି ପହଞ୍ଚି ଗଲାଣି।

ଗାଲାତୀୟଙ୍କ ପ୍ରତି ପତ୍ର 6:7

ନିଜକୁ ପ୍ରତାରଣା କର ନାହିଁ। ପରମେଶ୍ବରଙ୍କୁ ତୁମ୍ଭମାନେେ ଠକି ପାରିବ ନାହିଁ। ଜଣେ ଲୋକ ଯେପରି ବୁଣିବ, ସହେିପରି କାଟିବ।

Interlinear

Choose Theme