ଗୋଷ୍ଠୀସକଳ ସହେି ସମସ୍ତ ଆଶ୍ଚର୍ୟ୍ଯ କର୍ମ ଦେଖି ଲଜ୍ଜିତ ହବେେ। ସମାନଙ୍କେର ପରାକ୍ରମ ଆମ୍ଭ ତୁଳନା ରେ କିଛି ନୁହେଁ ବୋଲି ସମାନେେ ଅନୁଭବ କରିବେ। ସମାନେେ ଚଳିତ ହାଇେ ନିଜନିଜ ମୁଖ ରେ ହସ୍ତ ଦବେେ ଓ କର୍ଣ୍ଣକୁ ଆବୃତ କରିବେ, ଶୁଣିବାରୁ ନିବୃତ ହବେେ।
Cross references
ତୁମ୍ଭେ ମାେତେ ଦେଖ ଓ ସ୍ତମ୍ଭିତ ହୁଅ। ତୁମ୍ଭ ମୁହଁ ରେ ତୁମ୍ଭେ ହାତ ଦଇେ ମାେତେ ଚକିତ ହାଇେ ଚାହଁ।
ମାେତେ ଦେଖି ନେତାମାନେ ଚୂପ ହାଇେ ଯାଉଥିଲେ ଏବଂ ତାଙ୍କ ମୁଖ ରେ ହାତ ଦେଉଥିଲେ।
ମୁଁ ଅତି ନିକୃଷ୍ଟ କଥା କହିବାକୁ ! ମୁଁ ବା ତୁମ୍ଭକୁ କି ଉତ୍ତର ଦବେି ? ମୁଁ ତୁମ୍ଭକୁ ଉତ୍ତର ଦଇେ ପାରିବି ନାହିଁ। ମୁଁ ମାରେ ହାତଦ୍ବାରା ମାରେ ମୁହଁ ବନ୍ଦ କରିବି।
ଆମ୍ଭମାନେେ ଖୁସିରେ ପୂର୍ଣ୍ଣ ହାଇେଥିଲୁ ଏବଂ ଖୁସିରେ ଗୀତ ଗାଇଲୁ। ଅନ୍ୟ ଜାତିର ଲୋକମାନେ କହିଲେ, ସଦାପ୍ରଭୁ ସମାନଙ୍କେ ପାଇଁ ମହତ କର୍ମ କଲେ।
ମାତ୍ର ହେ ସଦପ୍ରଭୁ ! ସମାନଙ୍କେୁ ଦଣ୍ଡ ଦବୋକୁ ତୁମ୍ଭର ହସ୍ତ ଉତ୍ଥିତ ହବେ, ତଥାପି ସମାନେେ ତାହା ଦେଖିବେ ନାହିଁ। ମାତ୍ର ଲୋକମାନଙ୍କ ପକ୍ଷ ରେ ତୁମ୍ଭର ଅତିଶଯ ପ୍ ରମେକୁ ଦେଖି ସମାନେେ ଲଜ୍ଜିତ ହବେେ ଓ ତୁମ୍ଭର ଶତ୍ରୁଗଣ ଅଗ୍ନି ରେ ଦଗ୍ଧିଭୂତ ହବେେ।
ତେଣୁ ସେ ଅନକେ ଦେଶୀଯମାନଙ୍କୁ ଚମକାଇ ଦବେେ। ରାଜାମାନେ ତାଙ୍କ ସମ୍ମୁଖ ରେ ନିଜ ନିଜ ମୁଖ ବନ୍ଦ ରଖିବେ। କାରଣ ଯାହା ସମାନଙ୍କେୁ କୁହାୟାଇ ନ ଥିଲା, ତାହା ସମାନେେ ଦେଖିବେ ଓ ଯାହା ସମାନେେ ଶୁଣି ନ ଥିଲେ ତାହା ସମାନେେ ବୁଝିବେ।'
କାରଣ ଆମ୍ଭେ ସମାନଙ୍କେର କାର୍ୟ୍ଯ ଓ ଶିକ୍ଷାପ୍ରଣାଳୀ ଜାଣୁଁ, ସର୍ବଦେଶୀଯ ଓ ଭାଷାବାଦି ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସମାନେେ ଆସି ଆମ୍ଭର ମହିମା ଦେଖିବେ।
ଏବଂ ଏହି ପ୍ରକା ରେ ମୁଁ ନିଜକୁ ବହୁ ଦେଶକୁ ଜ୍ଞାତ କରାଇବି, ମୁଁ ଦଖାଇେ ଦବେି ଯେ, ମୁଁ ମହାନ୍ ଓ ପବିତ୍ର ଅଟେ। ତାହା ହେଲେ ସମାନେେ ଜାଣିବେ, ଆମ୍ଭେ ସଦାପ୍ରଭୁ ଅଟୁ।
ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ହେ ମନୁଷ୍ଯ ସନ୍ତାନ ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରେତ୍ୟକକ ବନ୍ଯପଶୁକୁ କୁହ, 'ତୁମ୍ଭମାନେେ ଏକତ୍ର ହାଇେ ଆସ। ଆଉ ତୁମ୍ଭମାନେେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ୟଜ୍ଞର ଚାରିଆଡ଼େ ରୁଣ୍ଡ ହୁଅ। ମୁଁ ଇଶ୍ରାୟେଲ ପର୍ବତଗୁଡ଼ିକ ଉପ ରେ ତୁମ୍ଭମାନଙ୍କ ନିମନ୍ତେ ଏକ ମହାୟଜ୍ଞର ବନ୍ଦୋବସ୍ତ କରୁଅଛି।
ବହୁ ଗୋଷ୍ଠୀ ମଧିଅରେ ବିକ୍ଷିପ୍ତ ହାଇେଥିବା ଯାକୁବର ଅବଶିଷ୍ଟାଂଶ ଜଙ୍ଗଲର ପ୍ରାଣୀମାନଙ୍କ ମଧିଅରେ ସିଂହ ସଦୃଶ ବସବାସ କରିବେ। ଆଉ ମଧ୍ଯ ସମାନେେ ମଷେ ପଲ ରେ ୟୁବା ସିଂହ ସଦୃଶ ଲୋକମାନଙ୍କୁ ଦଳି ପକାଇବେ। ସିଂହ ଜଙ୍ଗଲ ମଧିଅରେ ନିଜ ଇଚ୍ଛା ଅନୁସାରେ ଗତି କରେ ଓ ଯେଉଁ ପ୍ରାଣୀକୁ ଆକ୍ରମଣ କରେ, ତାକୁ କହେି ରକ୍ଷା କରି ପାରିବେ ନାହିଁ।
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଭବିଷ୍ଯତ ରେ ଅନକେ ସହର ରେ ବାସ କରୁଥିବା ଲୋକମାନେ ଆସିବେ।
ସଦାପ୍ରଭୁ କୁହନ୍ତି, ସହେିଦିନ ଯେଉଁ ଦେଶ ୟିରୁଶାଲମ ବୁରୁଦ୍ଧ ରେ ଆସିବ ଆମ୍ଭେ ତାକୁ ଧ୍ବଂସ କରିବା।
ବ୍ଯବସ୍ଥା ରେ ଯେଉଁ କଥାଗୁଡ଼ିକ କୁହା ଯାଇଛି, ତାହା ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ଯବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦଖାଇବୋରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ବରଙ୍କ ନ୍ଯାୟବିଚ଼ାରକୁ ଆଣେ।
ଅନ୍ୟ ଜାତୀୟମାନେ ତୁମ୍ଭ ଉପରେ କୋରଧ କରିଥିଲେ, କିନ୍ତୁ ବର୍ତ୍ତମାନ ତୁମ୍ଭ କୋରଧର ସମୟ ଉପସ୍ଥିତ, ମୃତମାନଙ୍କର ବିଚାର ସମୟ ଆସିଛି ; ତୁମ୍ଭ ସବେକମାନଙ୍କୁ ଭବିଷ୍ଯତ୍ ବକ୍ତାମାନଙ୍କୁ ପୁରସ୍କାର ଦବୋର ସମୟ ଆସିଛି, ଏବଂ ତୁମ୍ଭକୁ ଭୟ ଓ ସମ୍ମାନ କରୁଥିବା ସାନବଡ଼ ପ୍ରେତ୍ୟକକଙ୍କୁ ପୁରସ୍କାର ଦବୋର ସମୟ ଆସିଛି। ପୃଥିବୀକୁ ବିନାଶ କରୁଥିବା ବିନାଶକାରୀଙ୍କର ବିନାଶର ସମୟ ଉପସ୍ଥିତ ହାଇେଛି।