Home Bibles ନାହୂମ 2:13 · ଓଡ଼ିଆ ବାଇବେଲ
ନାହୂମ 2:13 · ଓଡ଼ିଆ ବାଇବେଲ

ସର୍ବଶକ୍ତିମାନ୍ ସଦାପ୍ରଭୁ ପରମେଶ୍ବର କୁହନ୍ତି, ନୀନିବୀ ଆମ୍ଭେ ତୁମ୍ଭ ବିରୁଦ୍ଧ ରେ ଅଛୁ। ଆମ୍ଭେ ତୁମ୍ଭର ରଥକୁ ଜାଳିଦବୋ ଓ ତୁମ୍ଭର 'ୟୁବକ ସିଂହମାନଙ୍କୁ' ଖଣ୍ତା ରେ ହତ୍ଯା କରିବା। ଆମ୍ଭେ ତୁମ୍ଭମାନଙ୍କର ଶିକାରକୁ ପୃଥିବୀରୁ ଲୋପ କରିଦବୋ। ଲୋକମାନେ ଆଉ କବେେ ମନ୍ଦ ଖବର ତୁମ୍ଭ ଦୂତଠାରୁ ଶୁଣିବେ ନାହିଁ।

Cross references

ଯିହୋଶୂୟ 11:9

ଯିହାଶୂେୟ ଏହିପରି କଲେ, ସଦାପ୍ରଭୁ ତାଙ୍କୁ ଯେପରି କରିବାକୁ କହିଥିଲେ। ସେ ଘୋଡାମାନଙ୍କୁ େଛାଟାକରି ଦେଲେ ଓ ରଥଗକ୍ସ୍ଟଡିକ ପୋଡି଼ ଦେଲେ।

ଦିତୀୟ ରାଜାବଳୀ 18:17

ଅନନ୍ତର ଅଶୂରର ରାଜା ତାଙ୍କ ତିନିଜଣ ମୁଖ୍ଯ ସନୋଧକ୍ଷ୍ଯ ତର୍ତ୍ତନ, ରବସାରୀସ୍, ଓ ରବ୍ଶାକିଙ୍କୁ ମହାସୈନ୍ଯ ସହିତ ୟିରୁଶାଲମ ରେ ହିଜକିଯ ରାଜା ନିକଟକୁ ପଠାଇଲେ। ତହୁଁ ସମାନେେ ଲଖୀସରୁ ୟାତ୍ରା କରି ୟିରୁଶାଲମକୁ ଆସିଲେ। ସମାନେେ ସଠାେରେ ପହଞ୍ଚି ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।

ଦିତୀୟ ରାଜାବଳୀ 18:19

ସନୋଧ୍ଯକ୍ଷମାନଙ୍କ ମଧ୍ଯରୁ ରବଶାକି ସମାନଙ୍କେୁ କହିଲା, ତୁମ୍ଭମାନେେ ହିଜକିଯଙ୍କୁ କୁହ, ମହାରାଜା ଅଶୂରର ରାଜା ଏହି କଥା କୁହନ୍ତି,

ଦିତୀୟ ରାଜାବଳୀ 18:27

କିନ୍ତୁ ଆଦେଶକାରୀ ସମାନଙ୍କେୁ କହିଲେ, ମାରେ ମହାଶୟ କବଳେ ତୁମ୍ଭର ମହାଶୟଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇ ନାହାନ୍ତି। ପ୍ରାଚୀର ଉପରେ ବସିଥିବା ଲୋକମାନଙ୍କୁ ମଧ୍ଯ ମୁଁ କହିବି। ମୁଁ ସମାନଙ୍କେୁ ଜଣାଇଦବୋକୁ ଗ୍ଭ ହେଁ ଯେ, ସମାନେେ ତୁମ୍ଭମାନଙ୍କ ସହିତ ସମାନଙ୍କେର ବିଷ୍ଠା ଖାଇବେ ଓ ସମାନଙ୍କେର ମୂତ୍ର ପିଇବେ।

ଦିତୀୟ ରାଜାବଳୀ 19:9

ପୁଣି ଅଶୂରୀଯ ରାଜା କୂଶଦେଶୀଯ ତିର୍ହକ ରାଜ ବିଷଯ ରେ ଏହି ଜନରବ ଶୁଣିଲା, ଦେଖ, ତିର୍ହକ ତୁମ୍ଭ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସିଅଛି।

ଦିତୀୟ ରାଜାବଳୀ 19:23

ପୁଣି ତୁମ୍ଭେ ଆପଣା ଦୂତମାନଙ୍କ ଦ୍ବାରା ସଦାପ୍ରଭୁଙ୍କୁ ଧିକ୍କାର କରିଅଛ। ତୁମ୍ଭେ କହିଲେ, ମୁଁ ମାରେ ଅପାର ରଥରେ ପର୍ବତଗଣର ଉର୍ଦ୍ଧ୍ବକୁ ଆସିଲି। ମୁଁ ଲିବାନୋନ୍ର ଅଭ୍ଯନ୍ତରକୁ ଆସିଅଛି। ମୁଁ ତାହାର ଉଚ୍ଚ ଏରସ୍ବୃକ୍ଷ ଓ ତାହାର ଉତ୍କୃଷ୍ଟ ଦବଦୋରୁ ବୃକ୍ଷସବୁ କାଟି ପକାଇଲି। ପୁଣି ମୁଁ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ଯ ରେ ଲିବାନୋନ୍ର ଉର୍ଦ୍ଧକୁ ଗଲି।

ଦିତୀୟ ବଂଶାବଳୀ 32:9

ଅଶୂରର ରାଜା ସନ୍ ହରେୀବ୍ ଓ ତାଙ୍କର ସମସ୍ତ ସୈନ୍ଯଦଳ ଲାଖୀଶ ସହର ନିକଟରେ ଛାଉଣୀ କଲେ, ଯେପରି ସମାନେେ ତାହାକୁ ଜଯ କରିପାରନ୍ତି। ଏହାପରେ ସନ୍ ହରେୀବ୍, ଯିହୁଦାର ରାଜା ହିଜକିଯ ଓ ୟିରୁଶାଲମ ରେ ଥିବା ଯିହୁଦାର ସମସ୍ତ ଲୋକଙ୍କ ନିକଟକୁ ତାଙ୍କର ଭୃତ୍ଯମାନଙ୍କୁ ପଠାଇଲା। ହିଜକିଯ ଓ ୟିରୁଶାଲମର ସବୁ ଲୋକଙ୍କ ନିମନ୍ତେ ସନ୍ ହରେୀବ୍ଙ୍କ ଭୃତ୍ଯର ଏକ ବାର୍ତ୍ତା ଥିଲା।

ଦିତୀୟ ବଂଶାବଳୀ 32:19

ସହେି ସବେକଗଣ ଏପରି କାର୍ୟ୍ଯ କଲେ, ଯେପରି ଇଶ୍ରାୟେଲ ପରମେଶ୍ବର ଅନ୍ୟ ଦେଶର ଲୋକମାନଙ୍କର ହସ୍ତ ନିର୍ମିତ ମୂର୍ତ୍ତି ଅଟନ୍ତି।

ଗୀତସଂହିତା 46:9

ସଦାପ୍ରଭୁ ଏ ପୃଥିବୀର ୟେକୌଣସି ସ୍ଥାନରେ ଚାହିଁଲେ ୟୁଦ୍ଧ ବନ୍ଦ କରିପାରିବେ। ୟଦି ସେ ଚା ହେଁ ସୈନିକର ଧନୁକୁ ଭାଙ୍ଗି ପାରିବେ, ସେ ବର୍ଚ୍ଛାକୁ ଖଣ୍ଡ ଖଣ୍ଡ କରିପାରିବେ, ସେ ଢ଼ାଲକୁ ପୋଡ଼ି ଦଇପୋରିବେ।

ଯିଶାଇୟ 31:8

ଏହା ସତ୍ଯ ସଦେିନ ଅଶୂର ଖଡ୍ଗ ରେ ପତିତ ହବେ। ମାତ୍ର ତାହା ମନୁଷ୍ଯର ଖଡ୍ଗ ନୁହେଁ। ଅଶୂର ସମ୍ପୂର୍ଣ୍ଣ ବିନଷ୍ଟ ହବେ ମାତ୍ର ତାହା ମନୁଷ୍ଯ ଖଡ୍ଗ ରେ ନୁହେଁ। ପୁଣି ସେ ଖଡ୍ଗ ରେ ସମ୍ମୁଖରୁ ପଳାଯନ କରିବ। ତା'ର ୟୁବକମାନେ କ୍ରୀତଦାସ ହବେେ।

ଯିଶାଇୟ 33:1

ଦେଖ, ତୁମ୍ଭମାନେେ ଲୁଟିତ ନ ହାଇେ ମଧ୍ଯ ଅନ୍ୟମାନଙ୍କୁ ଲୁଟୁଅଛ। ଅନ୍ୟମାନେ ତୁମ୍ଭମାନଙ୍କ ପ୍ରତି ବିଶ୍ବାସଘାତକତା ନ କଲେ ମଧ୍ଯ ତୁମ୍ଭମାନେେ ଅନ୍ୟମାନଙ୍କ ପ୍ରତି ବିଶ୍ବାସଘାତକତା କରୁଅଛ। ତେଣୁ ତୁମ୍ଭମାନେେ ସନ୍ତାପର ପାତ୍ର। କାରଣ ତୁମ୍ଭମାନେେ ଲୁଟିବା ସମାପ୍ତ କଲାପ ରେ ଅନ୍ୟମାନେ ତୁମ୍ଭକୁ ଲୁଟିବେ। ପୁଣି ତୁମ୍ଭମାନେେ ବିଶ୍ବାସଘାତକତା ସମାପ୍ତ କଲାପ ରେ ଅନ୍ୟମାନେ ତୁମ୍ଭପ୍ରତି ବିଶ୍ବାସଘାତକତା କରିବେ।

ଯିଶାଇୟ 37:36

ଏହାପ ରେ ସହେି ରାତ୍ରି ରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀଯମାନଙ୍କ ଛାଉଣି ରେ 1,85,000 ଲୋକଙ୍କୁ ସଂହାର କଲେ। ଯେତବେେଳେ ପ୍ରଭାତ ରେ ଲୋକମାନେ ଉଠିଲେ, ସମାନଙ୍କେ ଚତୁର୍ଦ୍ଦିଗ ରେ କବଳେ ଶବମାନ ଦେଖିଲେ।

ଯିଶାଇୟ 49:24

ଜଣେ ବୀରଠାରୁ ଲୁଣ୍ଠିତ ଦ୍ରବ୍ଯ ହରଣ କରାୟାଇ ପାରିବ କି ? କିମ୍ବା ବନ୍ଦୀ ହାଇେଥିବା ଲୋକମାନେ ମୁକ୍ତ ହାଇେ ପାରିବେ କି ?

ଯିରିମିୟ 21:13

ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳ ନିବାସୀନି ୟିରୁଶାଲମ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ। ତୁମ୍ଭମାନେେ କହୁଅଛ 'ଆମ୍ଭମାନଙ୍କ ବିପକ୍ଷ ରେ କହେି ଆକ୍ରମଣ କରିବେ ନାହିଁ କି ଆମ୍ଭର ସୁଦୃଢ଼ ନଗରୀକୁ କହେି ପରାସ୍ତ କରିପାରିବେ ନାହିଁ।'

ଯିରିମିୟ 50:31

ହେ ଉଦ୍ଧତ ବାବିଲ, ଆମ୍ଭେ ତୁମ୍ଭ ବିପକ୍ଷ ରେ ଅଛୁ। ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯେ ହତେୁ ତୁମ୍ଭ ବିରୁଦ୍ଧ ରେ ଅଛୁ, ତେଣୁ ତୁମ୍ଭର ପ୍ରତିଫଳ ପାଇବାର ଦିନ ଆସିଅଛି।

ଯିରିମିୟ 51:25

ଆଉ ସଦାପ୍ରଭୁ କହନ୍ତି, ହେ ବାବିଲ, ତୁମ୍ଭେ ଏକ ବିନାଶକ ପର୍ବତ, ତୁମ୍ଭେ ସମୁଦାଯ ପୃଥିବୀକୁ ବିନାଶ କରୁଅଛ, ତେଣୁ ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ ଓ ତୁମ୍ଭ ବିରୁଦ୍ଧ ରେ ଆପଣା ହସ୍ତ ବିସ୍ତାର କରିବା। ତୁମ୍ଭକୁ ଶୈଳର ଶୃଙ୍ଗରୁ ଗଡ଼ାଇ ଏକ ଅଗ୍ନିଦଗ୍ଧ ପର୍ବତ କରିବା।

ଯିହିଜିକଲ 5:8

ତେଣୁ ସଦାପ୍ରଭୁ ମାରେ ପ୍ରଭୁ କହନ୍ତି, ତେଣୁ ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଜାତିଗୁଡ଼ିକ ମଧିଅରେ ତୁମ୍ଭର ବିଚାର କରିବାା

ଯିହିଜିକଲ 26:3

ତେଣୁ ମାରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଓ ସମୁଦ୍ର ତରଙ୍ଗ ଯେପରି କୂଳକୁ ଲଙ୍ଘନ କରେ ଆମ୍ଭେ ସହେିପରି ତୁମ୍ଭ ବିରୁଦ୍ଧ ରେ ଅନକେ ଗୋଷ୍ଠୀକି ଉଠାଇବା।

ଯିହିଜିକଲ 28:22

ଆଉ କୁହ, ' ମାରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି,

ଯିହିଜିକଲ 29:3

ଆଉ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି,

ଯିହିଜିକଲ 29:10

ତେଣୁ ମୁଁ (ପରମେଶ୍ବର) ତୁମ୍ଭର ଓ ତୁମ୍ଭ ନଦୀ ସମୂହର ପ୍ରତିକୂଳ ଅଟେ। ମୁଁ ସିବନେୀ ଦୁର୍ଗଠାରୁ କୂଶ ଦେଶର ସୀମା ପର୍ୟ୍ଯନ୍ତ ସମଗ୍ର ମିଶର ଦେଶକୁ ଶୂନ୍ଯ ଓ ଧ୍ବଂସସ୍ଥାନ କରିବି।

ଯିହିଜିକଲ 35:3

'ସଦାପ୍ରଭୁ, ମାରେ ପ୍ରଭୁ ଏହିକଥା କହନ୍ତି,

ଯିହିଜିକଲ 38:3

ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ' ହେ ଗେଶର, ମେଶକର ଓ ତୁବଲର ମୁଖ୍ଯ ଅଧିପତି ରାଜା ଗୋଗ, ଦେଖ, ମୁଁ ତୁମ୍ଭର ପ୍ରତିକୂଳ ଅଟେ।

ଯିହିଜିକଲ 39:1

ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଗୋଗ ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କରି କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ' ହେ ରୋଶ, ମେଶକ ଓ ତୁବଲର ମୁଖ୍ଯ ଅଧିପତି ଗୋଗ, ମୁଁ ତୁମ୍ଭ ବିରୁଦ୍ଧ ରେ ଅଛି।

ନାହୂମ 3:1

ଘାତକମାନଙ୍କର ନଗରୀକୁ ଧିକ୍। ନୀନିବୀ ଏକ ମିଥ୍ଯା ନଗରୀ, ଚୋରି ଓ ମୃତ୍ଯୁ ୟନ୍ତ୍ରଣା ରେ ପରିପୂର୍ଣ୍ଣ ଅଟେ।

ନାହୂମ 3:5

ସର୍ବଶକ୍ତିମାନ୍ ସଦାପ୍ରଭୁ ପରମେଶ୍ବର କୁହନ୍ତି, ହେ ନୀନିବୀ, ଆମ୍ଭେ ତୁମ୍ଭ ବିରୁଦ୍ଧ ରେ ଅଛୁ। ଆମ୍ଭେ ମୁଖମଣ୍ତଳରୁ ତୁମ୍ଭର ପୋଷାକ ଉେଠଇ ନବୋ। ସମସ୍ତ ଦେଶ ତୁମ୍ଭର ଉଲଗ୍ନ ଶରୀର ଦେଖିବେ। ସହେି ରାଜ୍ଯଗୁଡିକ ତୁମ୍ଭର ଲଜ୍ଜିତରୂପ ଦେଖିବେ।

ନାହୂମ 3:12

କିନ୍ତୁ ନୀନିବୀ, ତୁମ୍ଭର ସମସ୍ତ ସୁଦୃଢ ସ୍ଥାନଗୁଡିକ ଡିମିରି ଗଛ ସଦୃଶ ହବେ। ନୂଆ ଡିମିରି ପାଚିବ। ଜଣେ ଲୋକ ଆସିବ ଏବଂ ଗଛକୁ ହଲାଇବ ଏବଂ ଡିମିରି ଫଳ ତା'ର ପାଟି ରେ ପଡିବ।

Interlinear

Choose Theme