Home Bibles ନିହିମିୟା 1:11 · ଓଡ଼ିଆ ବାଇବେଲ
ନିହିମିୟା 1:11 · ଓଡ଼ିଆ ବାଇବେଲ

ହେ ସଦାପ୍ରଭୁ, ବିନଯ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ସମ୍ମାନ କରିବା ରେ ଆନନ୍ଦ କରନ୍ତି, ଏମନ୍ତ ତୁମ୍ଭ ଦାସର ଓ ସମସ୍ତ ଦାସମାନଙ୍କର ପ୍ରାର୍ଥନା ପ୍ରତି ଟିକେ କର୍ଣ୍ଣପାତ କର। ଆଉ ପ୍ରାର୍ଥନା କରୁଅଛି ଆଜି ଆପଣା ଦାସକୁ ସଫଳ କରାଅ। ଏହି ବ୍ଯକ୍ତିର ଦୃଷ୍ଟି ରେ ତାହାକୁ ଦୟାପ୍ରାପ୍ତ ହବୋକୁ ଦିଅ। ଏ ସମୟରେ, ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।

Cross references

ଆଦି ପୁସ୍ତକ 32:11

ମୁଁ ବିନତି କରୁଅଛି କୃପାକରି ମାେତେ ମାରେ ଭାଇଠାରୁ ରକ୍ଷା କର। ମାେତେ ଏଷୌଠାରୁ ରକ୍ଷା କର। ମୁଁ ତାଙ୍କୁ ଭୟ କରୁଛି। ମୁଁ ଭୟ କରୁଛି ଯେ ସେ ଆମ୍ଭ ସମସ୍ତଙ୍କୁ ହତ୍ଯା କରିବ। ଏପରିକି ମା' ଓ ତାଙ୍କ ପିଲାମାନଙ୍କୁ ମଧ୍ଯ।

ଆଦି ପୁସ୍ତକ 32:28

ଏହାପରେ ସହେି ମନୁଷ୍ଯଟି କହିଲା, ଆଉ ତୁମ୍ଭର ନାମ ଯାକୁବ ହବେ ନାହିଁ। ତୁମ୍ଭର ନାମ ଇଶ୍ରାୟେଲ ହବେ ଏବଂ ତୁମ୍ଭେ ସହେି ନାମ ରେ ପରିଚିତ ହବେ କାରଣ ତୁମ୍ଭେ ପରମେଶ୍ବରଙ୍କ ସହିତ ଏବଂ ଲୋକମାନଙ୍କ ସହିତ ୟୁଦ୍ଧ କରି ଜଯଲାଭ କଲ।

ଆଦି ପୁସ୍ତକ 40:2

ତହିଁରେ ଫା ରେ ଏଇ ଦୁଇଟି ସବେକଙ୍କ ପ୍ରତି କୋର୍ଧିତ ଥିଲେ, ରାଜାଙ୍କର ମୂଖ୍ଯ ପାନପାତ୍ର ବାହାକ ଓ ମୁଖ୍ଯ ସୂପକାର।

ଆଦି ପୁସ୍ତକ 40:9

ତେଣୁ ରାଜାଙ୍କର ମୁଖ୍ଯ ପାନପାତ୍ର ବାହକ ଯୋଷଫଙ୍କେୁ ତାଙ୍କର ସ୍ବପ୍ନ ବିଷଯ ରେ କହିଲା, ଦେଖ ଗୋଟିଏ ଦ୍ରାକ୍ଷାଲତା ମାେ ସମ୍ମୁଖ ରେ ଥିଲା।

ଆଦି ପୁସ୍ତକ 40:21

ଠିକ୍ ସହେିପରି ଯୋଷଫେ ତା'ର ସ୍ବପ୍ନର ଅର୍ଥ ବିଷଯ ରେ ଫାରୋ ମୂଖ୍ଯ ପାନପାତ୍ର ବାହକକୁ ତାହାର ନିଜ ପଦ ରେ ପୁନ୍ନର୍ବାର ନିୟୁକ୍ତ କଲେ। ତହିଁରେ ସେ ଫାରୋଙ୍କର ହସ୍ତ ରେ ପାନପାତ୍ର ଦବୋକୁ ଲାଗିଲେ।

ଆଦି ପୁସ୍ତକ 40:23

ତଥାପି ପ୍ରଧାନ ପାନପାତ୍ର ବାହକ ଯୋଷଫଙ୍କେୁ ସ୍ମରଣ କଲା ନାହିଁ। ସେ ଯୋଷଫଙ୍କେ କଥା ଭୁଲି ୟାଇଥିଲା।

ଆଦି ପୁସ୍ତକ 41:9

ସେତବେେଳେ ମୂଖ୍ଯ ପାନପାତ୍ର ବାହକ ଫାରୋଙ୍କୁ ନିବଦନେ କଲା। ସେ କହିଲା, ମୁଁ ଆଜି ସ୍ମରଣ କରୁଛି ଏକ ଅପରାଧ ମୁଁ କରିଥିଲି।

ଆଦି ପୁସ୍ତକ 43:14

ମୁଁ ସହେି ସର୍ବଶକ୍ତିମାନ ପରମେଶ୍ବରଙ୍କୁ ପାର୍ଥନା କରିବି, ସେ ରାଜ୍ଯପାଳଙ୍କୁ ଏପରି କହି ଦବେେ ଯେ, ସେ ତୁମ୍ଭଙ୍କୁ ଦୟା କରିବେ। ମୁଁ ପ୍ରାର୍ଥନା କରିବି ସେଶିମିଯୋନ ଓ ବିନ୍ଯାମୀନଙ୍କୁ ନିରାପଦ ରେ ଫରୋଇ ଦବେେ। ଯଦି ନ ଫରୋନ୍ତି, ତବେେ ମାେତେ ପୁଣି ପୁତ୍ର ପାଇଁ ଶାେକ କରିବାକୁ ପଡ଼ିବ।

ଏଜ୍ରା 1:1

ପ୍ରଥମ ବର୍ଷ ରେ କୋରସ ପାରସ୍ଯର ରାଜା ଥିଲେ। ସଦାପ୍ରଭୁ ତାଙ୍କୁ ଏକ ଘାଷେଣା ପତ୍ର ଲେଖିବା ପାଇଁ ଉତ୍ସାହିତ କରିଥିଲେ ଓ ଉକ୍ତ ଘାଷେଣାନାମାକୁ ତାଙ୍କ ରାଜ୍ଯର ଗ୍ଭରିଆଡେ ପଢି ଶୁଣାଇ ଥିଲେ। ଯିରିମିୟଙ୍କ ଦ୍ବାରା କୁହାୟାଇଥିବା ସଦାପ୍ରଭୁଙ୍କର ବାକ୍ଯ ପୂରଣ କରିବାକୁ ଏହା ଥିଲା। ସହେି ଘାଷେଣା ନାମାଟି ଏହିପରି ଥିଲା।

ଏଜ୍ରା 7:6

ଏହି ଏଜ୍ରା ଇଶ୍ରାୟେଲର ପରମେଶ୍ବର ସଦାପ୍ରଭୁଙ୍କ ପ୍ରଦତ୍ତ ମାଶାେ ବ୍ଯବସ୍ଥା ରେ ନିପୂଣ ଅଧ୍ଯାପକ ଥିଲା। ସେ ଯାହା ମାଗୁଥିଲା ରାଜା ତାକୁ ତାହା ପ୍ରଦାନ କରୁଥିଲେ। କାରଣ ସଦାପ୍ରଭୁ ତା'ର ପରମେଶ୍ବରଙ୍କ ହସ୍ତ ତା ଉପରେ ଥିଲା।

ଏଜ୍ରା 7:27

ସଦାପ୍ରଭୁ, ଆମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ବରଙ୍କର ପ୍ରଶଂସା କର। ୟିରୁଶାଲମସ୍ଥ ସଦାପ୍ରଭୁ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣ ରେ ପରମେଶ୍ବର ଏହିପରି ମନୋଭାବ ଦଇେଅଛନ୍ତି। ୟିରୁଶାଲମସ୍ଥ ସଦାପ୍ରଭୁଙ୍କ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣ ରେ ପରମେଶ୍ବର ଏହିପରି ପ୍ରବୃତ୍ତି ଦଇେଅଛନ୍ତି।

ନିହିମିୟା 1:6

ତୁମ୍ଭର କର୍ଣ୍ଣ ଶୁଣୁ ଏବଂ ତୁମ୍ଭର ଆଖି ଖୋଲ ଏବଂ ମାରେ ପ୍ରାର୍ଥନା ପ୍ରତି ଧ୍ଯାନ ଦିଅ। ଯାହା ମୁଁ ଦିନ ଓ ରାତ୍ରି ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭ ଦାସ ଇଶ୍ରାୟେଲୀୟମାନଙ୍କ ପାଇଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି। ତୁମ୍ଭ ବିରୁଦ୍ଧ ରେ କରିଥିବା ପାପ ଆମ୍ଭେ ସ୍ବୀକାର କରିଛୁ। ଉତ୍ତଯ ମୁଁ ଓ ମାରେ ପରିବାର ପାପ କରିଛୁ।

ନିହିମିୟା 2:1

ଅର୍ତ୍ତକ୍ଷସ୍ତ ରାଜାଙ୍କର ଅଧିକାରର ବିଂଶତମ ବର୍ଷ ରେ ନିଶାନ ମାସ ରେ ଏହିପରି ଘଟିଥିଲା। ଯେ ରାଜାଙ୍କ ସମ୍ମୁଖ ରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସହେି ଦ୍ରାକ୍ଷାରସ ନଇେ ରାଜାଙ୍କୁ ଦଲେି। ଏହା ପୂର୍ବରୁ ମୁଁ ତାହାଙ୍କ ସାକ୍ଷାତ ରେ ଦୁଃଖିତ ହାଇେ ନ ଥିଲି।

ନିହିମିୟା 2:8

ରାଜା ଆସଫ୍ଙ୍କ ନିମନ୍ତେ ମାେତେ ଗୋଟିଏ ପତ୍ର ଦେଲେ। ଆସଫ୍ ବର୍ତ୍ତମାନ ରାଜାଙ୍କର ଜଙ୍ଗଲର ରକ୍ଷକ ଅଟନ୍ତି। ସେ ଆସଫ୍ଙ୍କୁ ମନ୍ଦିର ଫାଟକର ମୂଖଶାଳା, ସହରର କାନ୍ଥ ଏବଂ ମନ୍ଦିର କଟାବ ପାଇଁ ମାେତେ ଖଣ୍ଡେ କାଠ ଦବୋ ଲାଗି କହିଲେ।

ଗୀତସଂହିତା 86:6

ହେ ସଦାପଭ୍ରୁ, ମାରେ ପ୍ରାର୍ଥନା ଶୁଣ। ହୃଦଯ ସହକାରେ ମାରେ କରୁଣାମଯ ପ୍ରାର୍ଥନା ଶୁଣ।

ଗୀତସଂହିତା 130:2

ହେ ମାରେ ପ୍ରଭୁ, ମାରେ ଗୁହାରୀ ଶୁଣ। ସାହାୟ୍ଯ ପାଇଁ ମାରେ ଡ଼ାକ ଶୁଣ।

ହିତୋପଦେଶ 1:29

ମୁଁ ତୁମ୍ଭମାନଙ୍କୁ ସାହାୟ୍ଯ କରିବି ନାହିଁ, କାରଣ ତୁମ୍ଭମାନେେ ମାରେ ଜ୍ଞାନ ଗ୍ରହଣ କଲ ନାହିଁ, ତୁମ୍ଭମାନେେ ଏହା ଘୃଣାକର। ସଦାପ୍ରଭୁଙ୍କୁ ସମ୍ମାନ ଦବୋ ପାଇଁ ତୁମ୍ଭମାନେେ ନାସ୍ତି କଲ।

ହିତୋପଦେଶ 21:1

କୃଷକ ତା'ର ଜମି ରେ ପାଣି ମଡ଼ାଇବା ପାଇଁ େଛାଟ ନାଳ କରେ। ସେ ତା'ର ଜଳ ୟୁଆଡ଼େ ନବୋକୁ ଚା ହେଁ ସେଆଡ଼େ ତା'ର ନାଳ ବଙ୍କଇେ ନିଏ। ରାଜାଙ୍କର ମନ ଠିକ୍ ଜଳର ଗତିପରି, ୟୁଆଡ଼େ ଇଚ୍ଛା ସିଆଡ଼େ ନଇୟୋଏ।

ଯିଶାଇୟ 26:8

ମାତ୍ର ହେ ସଦାପ୍ରଭୁ, ଆମ୍ଭମାନେେ ତୁମ୍ଭ ଶାସନ ମାର୍ଗର ନ୍ଯାଯକୁ ଅପେକ୍ଷା କରିଛୁ। ଆମ୍ଭମାନଙ୍କର ଆତ୍ମା ତୁମ୍ଭର ନାମକୁ ସ୍ମରଣ କରିବ।

ମଲାଖୀ 3:16

ଯେଉଁମାନେ ପରମେଶ୍ବରଙ୍କୁ ଭୟ କରନ୍ତି ନିଜନିଜ ମଧିଅରେ କଥାବାର୍ତ୍ତା ହେଲେ ଏବଂ ସଦାପ୍ରଭୁ ସମାନଙ୍କେ କଥାବାର୍ତ୍ତା ଶୁଣିଲେ। ସେ ଗୋଟିଏ ପୁସ୍ତକରେ ସହେିମାନଙ୍କର ନାମ ଲେଖିଲେ, ଯେଉଁମାନେ ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରନ୍ତି। ଏବଂ ସହେି ଲୋକମାନଙ୍କର ଯେଉଁମାନେ ସଦାପ୍ରଭୁଙ୍କର ନାମକୁ ଭକ୍ତି କରନ୍ତି।

ଏବ୍ରୀ 13:18

ଆମ୍ଭ ପାଇଁ ପ୍ରାର୍ଥନା କରୁଥାଅ। ଆମ୍ଭେ ସବୁବେଳେ ସର୍ବୋତ୍କୃଷ୍ଟ କାମ କରିବାକୁ ଚେଷ୍ଟା କରୁଥିବାରୁ, ଆମ୍ଭେ କରୁଥିବା କାମଗୁଡ଼ିକ ଠିକ୍ ବୋଲି ଅନୁଭବ କରୁ।

Interlinear

Choose Theme