ଆମ୍ଭେ ଇଶ୍ରାୟେଲୀୟମାନେ ତୁମ୍ଭ ବିରୁଦ୍ଧ ରେ ଅତିଶଯ ଭାବରେ ପାପ କରିଅଛୁ। ଆମ୍ଭମାନେେ ତୁମ୍ଭର ଆଜ୍ଞା ବ୍ଯବସ୍ଥାଗୁଡିକ ଓ ବିଗ୍ଭର ପାଳନ କରୁନାହୁଁ, ତୁମ୍ଭର ଦାସ ମାଶାଙ୍କେ ମାଧ୍ଯମ ରେ ଆମ୍ଭକୁ ଦଇେଥିଲ।
Cross references
ଏ ସମସ୍ତ ଆଜ୍ଞା ଯାହାକୁ ସଦାପ୍ରଭୁ ସୀନଯ ପର୍ବତ ରେ ଇଶ୍ରାୟେଲ ସନ୍ତାନଗଣଙ୍କ ଉଦ୍ଦେଶ୍ଯ ରେ ମାଶାଙ୍କେୁ ପ୍ରଦାନ କରିଥିଲେ।
ବର୍ତ୍ତମାନ ହେ ଇଶ୍ରାୟେଲ ମୁ ଯେଉଁ ନିଯମ ଓ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର। ତାହା ପାଳନ କଲେ ତୁମ୍ଭମାନେେ ବଞ୍ଚିବ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଦେଶ ଦବେେ, ତହିଁଯରେ ପ୍ରବେଶ କରି ତାହା ଅଧିକାର କରିବ।
ହିଁ ଦେଖ, ସଦାପ୍ରଭୁ ମାରେ ପରମେଶ୍ବର ମାେତେ ଯେପରି ଆଜ୍ଞା ଦେଲେ, ମୁ ସହେି ବ୍ଯବସ୍ଥାସବୁ ଶିକ୍ଷା ଦଲେି। ମୁ ତୁମ୍ଭମାନଙ୍କୁ ସହେିପରି ବ୍ଯବସ୍ଥା ଓ ବିଧି ଶିକ୍ଷା ଦଇେଅଛି, ଯେପରି ତୁମ୍ଭମାନେେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସହେି ଦେଶ ରେ ତୁମ୍ଭମାନେେ ସମାନଙ୍କେ ଅନକ୍ସ୍ଟସା ରେ ବାସ କରିବ।
ମାଶାେ ସମସ୍ତ ଇଶ୍ରାୟେଲ ଲୋକମାନଙ୍କୁ ଡାକି ଏକତ୍ରିତ କଲେ ଏବଂ ସମାନଙ୍କେୁ କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ ଶକ୍ସ୍ଟଣ ମୁ ତୁମ୍ଭକୁ ସଦାପ୍ରଭୁଙ୍କର ବ୍ଯବସ୍ଥା ଓ ବିଧି ସବୁ କହକ୍ସ୍ଟଅଛି। ଏହି ବିଧିସବୁ ଗ୍ରହଣ କର ଓ ପାଳନ କର।
ଏହିସବୁ ଆଜ୍ଞା, ବ୍ଯବସ୍ଥା ଓ ବିଧି ତୁମ୍ଭମାନଙ୍କୁ ଶିକ୍ଷା ଦବୋପାଇଁ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ମାେତେ କହିଲେ। ତୁମ୍ଭମାନେେ ଯେଉଁ ଦେଶ ଅଧିକାର କରିବାକୁ ପାର ହାଇେ ଯାଉଅଛ, ସଦେି ଦେଶ ରେ ତୁମ୍ଭମାନେେ ଏହି ବ୍ଯବସ୍ଥା ପାଳନ କରିବା ଉଚିତ୍।
ଆଜି ମୁ ତୁମ୍ଭକୁ ସଦାପ୍ରଭୁଙ୍କର ଯେଉଁ ଶିକ୍ଷା ଦେଉଅଛି ସେଥିରକ୍ସ୍ଟ କବେେ ବିମକ୍ସ୍ଟଖ ହକ୍ସ୍ଟଅ ନାହିଁ। ତୁମ୍ଭେ ଦକ୍ଷିଣ କି ବାମକକ୍ସ୍ଟ ଫରେିବ ନାହିଁ। ତୁମ୍ଭମାନେେ ଅନ୍ୟ ଦବେତାମାନଙ୍କୁ ଅନକ୍ସ୍ଟସରଣ କିଅବା ଉପାସନା କରିବ ନାହିଁ।
ବର୍ତ୍ତମାନ ତୁମ୍ଭେ ସାବଧାନତାର ସହ ଓ ବିଶ୍ବସ୍ତତାର ସହ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ସମସ୍ତ ଆଦେଶ ପାଳନ କରିବାର ସମୟ। ତାଙ୍କର ସମସ୍ତ ବ୍ଯବସ୍ଥା ସମସ୍ତ ଆଜ୍ଞା, ନିଷ୍ପତ୍ତି ଓ ନିଯମକୁ ମାନି ଚଳ। ମାଶାଙ୍କେ ଲିଖିତ ସମସ୍ତ ନିଯମକୁ ପାଳନ କର। ତାହାହେଲତେୁମ୍ଭେ ସବୁ କ୍ଷେତ୍ର ରେ ସଫଳ ହବେ ଓ ଯେଉଁ ସ୍ଥାନକୁ ୟିବ କୁଶଳପ୍ରାପ୍ତ ହବେ।
କିନ୍ତୁ ଅମତ୍ସିଯ ସହେି ପଦାଧିକାରୀମାନଙ୍କର ସନ୍ତାନମାନଙ୍କୁ ହତ୍ଯା କଲେ ନାହିଁ ; କାହିଁକି ? ସେ ମାଶାଙ୍କେ ପୁସ୍ତକରେ ଲିଖିତ ନିଯମକୁ ମାନିଲେ। ସଦାପ୍ରଭୁ ଆଦେଶ ଦଇେଥିଲେ, ପିତାମାତାମାନଙ୍କୁ ସମାନଙ୍କେ ସନ୍ତାନମାନଙ୍କର ଅପରାଧ ପାଇଁ ହତ୍ଯା କରାୟିବ ନାହିଁ। ଆଉ ସନ୍ତାନମାନଙ୍କୁ ସମାନଙ୍କେ ପିତାମାତାଙ୍କର ଅପରାଧ ପାଇଁ ହତ୍ଯା କରାୟିବ ନାହିଁ। ଜଣେ ବ୍ଯକ୍ତିକୁ କବଳେ ତା'ର ନିଜର ମନ୍ଦକର୍ମ ପାଇଁ ହତ୍ଯା କରାୟିବା ଉଚିତ୍।
ୟୋଥାମ୍ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କର୍ମ କଲେ। ତାଙ୍କର ପିତା ଉଷିୟ ଯେଉଁପରି କରିଥିଲେ, ସେ ସହେିପରି ପରମେଶ୍ବରଙ୍କର ବାଧ୍ଯ ହେଲେ। କିନ୍ତୁ ଯୋଥମ୍ ତାଙ୍କର ପିତାଙ୍କ ପରି ସୁଗନ୍ଧିଧୂପ ଜ୍ବଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିର ରେ ପ୍ରବେଶ କରି ନ ଥିଲେ। କିନ୍ତୁ ଲୋକମାନେ ମନ୍ଦକର୍ମ କରିବା ଜାରି ରଖିଲେ।
ଏହି ଏଜ୍ରା ଇଶ୍ରାୟେଲର ପରମେଶ୍ବର ସଦାପ୍ରଭୁଙ୍କ ପ୍ରଦତ୍ତ ମାଶାେ ବ୍ଯବସ୍ଥା ରେ ନିପୂଣ ଅଧ୍ଯାପକ ଥିଲା। ସେ ଯାହା ମାଗୁଥିଲା ରାଜା ତାକୁ ତାହା ପ୍ରଦାନ କରୁଥିଲେ। କାରଣ ସଦାପ୍ରଭୁ ତା'ର ପରମେଶ୍ବରଙ୍କ ହସ୍ତ ତା ଉପରେ ଥିଲା।
ପୁନର୍ବାର ତୁମ୍ଭେ ସମାନଙ୍କେୁ ସତର୍କ କଲ। ତୁମ୍ଭେ ସମାନଙ୍କେୁ, ତୁମ୍ଭ ବ୍ଯବସ୍ଥା ନିକଟକୁ ଫରେିବା ପାଇଁ କହିଲି। କିନ୍ତୁ ସମାନେେ ବହୁତ ଗର୍ବୀ ଥିଲେ। ସମାନେେ ତୁମ୍ଭର ଆଜ୍ଞା ଶୁଣିଲେ ନାହିଁ। ଯଦି ଲୋକମାନେ ତୁମ୍ଭର ବ୍ଯବସ୍ଥା ମାନନ୍ତି, ତବେେ ସମାନେେ ବାସ୍ତବ ରେ ବଞ୍ଚି ପାରିବେ। କିନ୍ତୁ ଆମ୍ଭର ପୂର୍ବପୁରୁଷଗଣ ତୁମ୍ଭର ବ୍ଯବସ୍ଥା ଭଙ୍ଗ କଲେ। ସମାନେେ ବହୁତ ଜିଦ୍ଖୋର ଥିଲେ ଏବଂ ତୁମ୍ଭକୁ ପ୍ରତ୍ଯାଖାନ କଲେ। ସମାନେେ ତୁମ୍ଭର ଆଜ୍ଞା ମାନିଲେ ନାହିଁ।
ସଦାପ୍ରଭୁଙ୍କର ବ୍ଯବସ୍ଥାସବୁ ୟଥାର୍ଥ। ସଗେୁଡ଼ିକ ଲୋକଙ୍କୁ ସୁଖୀ କରାଏ। ସଦାପଭ୍ରୁଙ୍କ ଆଜ୍ଞା ନିର୍ମଳ। ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାୟ୍ଯ କରେ।
ୟଦି ସମାନେେ ମାେ ନିଯମ ଭଙ୍ଗ କରନ୍ତି ଏବଂ ମାେ ଆଜ୍ଞା ନ ପାଳନ୍ତି,
ତବେେ ଆମ୍ଭେ ଲୌହ ନିର୍ମିତ ବାଡ଼ିରେ ସମାନଙ୍କେ ଅପରାଧ ଓ ପ୍ରହାର ଦ୍ବାରା ସମାନଙ୍କେୁ କଠାେର ଦଣ୍ଡ ଦବୋ,
ଆମ୍ଭମାନେେ ଠିକ୍ ଆମ୍ଭର ପୂର୍ବପୁରୁଷଙ୍କ ପରି ପାପ କରିଛୁ। ଆମ୍ଭେ ଅଧର୍ମ କରିଅଛୁ। ଅମ୍ଭମାନେେ ଅଧର୍ମ ଭାବରେ କାମ କରିଅଛୁ।
ମୁଁ ଆଶା କରୁଛି ୟେ, ମୁଁ ବୋଧହୁଏ ତୁମ୍ଭର ନିଯମ ଅପରିବର୍ତ୍ତନୀଯ ଭାବରେ ଅଧିକ ମାନିବି।
ମାତ୍ର, ହେ ସଦାପ୍ରଭୁ, ଆମ୍ଭମାନେେ ପାପ ଓ କୁଟିଳାଚରଣ କରିଅଛୁ। ଆଉ ଦୁଷ୍କର୍ମ କରି ବିଦ୍ରୋହୀ ହାଇେଅଛୁ। ଆଉ ତୁମ୍ଭର ବିଧି ଓ ଶାସନ ପଥ ତ୍ଯାଗ କରିଅଛୁ।
ଆଉ ସମଗ୍ର ଇଶ୍ରାୟେଲ ତୁମ୍ଭରବ୍ଯବସ୍ଥା ଲଙ୍ଘନ କରିଅଛନ୍ତି। ସମାନେେ ତୁମ୍ଭ ପ୍ରତି ବିମୁଖ ହାଇେଅଛନ୍ତି। ଏହି କାରଣରୁ ଅଭିଶାପ ଓ ପରମେଶ୍ବରଙ୍କ ସବେକ ମାଶାଙ୍କେ ବ୍ଯବସ୍ଥା ରେ ଲିଖିତ ପ୍ରତିଜ୍ଞା ଆମ୍ଭମାନଙ୍କ ଉପ ରେ ଢଳା ୟାଇଅଛି। କାରଣ ଆମ୍ଭମାନେେ ତାଙ୍କ ବିରୁଦ୍ଧ ରେ ପାପ କରିଅଛୁ।
ମାଶାଙ୍କେ ଲିଖିତ ବ୍ଯବସ୍ଥାନୁସା ରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି। ତଥାପି ଆମ୍ଭମାନେେ ସଦାପ୍ରଭୁଙ୍କର ଅନୁଗ୍ରହ ଭିକ୍ଷା କରିନାହୁଁ କି ପାପରୁ ବିରତ ହାଇନୋହୁଁଓ ତାଙ୍କର ସତ୍ଯତା ପ୍ରତି ଧ୍ଯାନ ଦଇନୋହୁଁ।
ଗିବିଯାର ସମୟ ପରି ଇଶ୍ରାୟେଲୀୟମାନେ ଧ୍ବଂସର ଗଭୀରତମ ସ୍ଥାନକୁ ଗ୍ଭଲି ୟାଇଛନ୍ତି। ସଦାପ୍ରଭୁ ସମାନଙ୍କେର ପାପକୁ ସ୍ମରଣ କରିବେ। ସେ ସମାନଙ୍କେ ପାପ ଲାଗି ଦଣ୍ତ ଦବେେ।
ଆମ୍ଭେ କହିଲୁ, ତୁମ୍ଭେ ନିଶ୍ଚଯ ଆମ୍ଭକୁ ଭୟ କରିବ ଏବଂ ଆମ୍ଭ ନିଯମ ଶିଖିବ। ତୁମ୍ଭେ ଯଦି ଏହା କରିବ, ତବେେ ତୁମ୍ଭର ଘର କବେେ ବିନଷ୍ଟ ହବେନାହିଁ। ତୁମ୍ଭେ ଯଦି ଏହା କରିବ, ତବେେ ଆମ୍ଭର ଯୋଜନା ଅନୁସାରେ ଆମ୍ଭେ ତୁମ୍ଭକୁ ଦଣ୍ତ ଦବୋ ନାହିଁ। କିନ୍ତୁ ସହେି ମନ୍ଦ ଲୋକମାନେ ଶୀଘ୍ର ଉଠି ତାଙ୍କର ଦୁଷ୍ଟକର୍ମ କଲେ।
ମାଶାଙ୍କେର ବ୍ଯବସ୍ଥାକୁ ମନେ ପକାଅ ଓ ପାଳନ କର। ସେ ଆମ୍ଭର ଅନୁଚର। ଆମ୍ଭେ ହାରବେ ପର୍ବତ ରେ ଏହି ବ୍ଯବସ୍ଥା ଓ ନିଯମମାନ ତାଙ୍କୁ ଦଇେଥିଲୁ। ସହେି ବ୍ଯବସ୍ଥା ଇଶ୍ରାୟେଲର ସମସ୍ତ ଲୋକଙ୍କ ପାଇଁ ଥିଲା।
ତାହାଙ୍କର ବିଚାରଗୁଡ଼ିକ ସତ୍ଯ ଓ ଯଥାର୍ଥ। ସେ ମହା ବେଶ୍ଯାକୁ ଦଣ୍ଡ ଦଇେଛନ୍ତି। ସହେି ବେଶ୍ଯା ତା'ର ୟୌନଗତ ପାପରେ ପୃଥିବୀକୁ ଭ୍ରଷ୍ଟ କରିଦଇେଅଛି। ପରମେଶ୍ବର ତାହାଙ୍କ ସବେକମାନଙ୍କର ରକ୍ତ ହତେୁ ତାହାକୁ ଦଣ୍ଡ ଦଇେଛନ୍ତି।