Home Bibles ନିହିମିୟା 11:21 · ଓଡ଼ିଆ ବାଇବେଲ
ନିହିମିୟା 11:21 · ଓଡ଼ିଆ ବାଇବେଲ

ମନ୍ଦିରର ସବେକମାନେ ଓଫଲ ପର୍ବତ ରେ ବାସ କଲେ। ଆଉ ସୀହ ଓ ଗିଷ୍ପ ମନ୍ଦିରର ସବେକମାନଙ୍କର ମୂଖ୍ଯ ଥିଲେ।

Cross references

ଦିତୀୟ ବଂଶାବଳୀ 27:3

ୟୋଥାମ୍ ପୁନର୍ବାର ସଦାପ୍ରଭୁଙ୍କ ମନ୍ଦିରର ଉର୍ଦ୍ଧ୍ବସ୍ଥ ଦ୍ବାର ନିର୍ମାଣ କଲେ। ସେ ଓଫଲର୍ ନାମକ ସ୍ଥାନର ପ୍ରାଚୀରକୁ ଅଧିକ ନିର୍ମାଣ କଲେ।

ଏଜ୍ରା 2:43

ମନ୍ଦିରର ବିଶଷେ ଦାସମାନଙ୍କ ବଂଶଧରମାନେ ହେଲେ: ସୀହ, ହସୂଫା, ଟଦ୍ଦଯୋତ।

ନିହିମିୟା 3:26

ଏହି ସମୟରେ ନଥୀନୀଯମାନେ ଜଳଦ୍ବାରର ପୂର୍ବଦିଗ ରେ ସମ୍ମୁଖ ପର୍ୟ୍ଯନ୍ତ ଓ ବାହାର ଦୁର୍ଗ ପର୍ୟ୍ଯନ୍ତ ଓ ଫଲ ରେ ବାସ କରୁଥିଲେ।

ନିହିମିୟା 3:31

ତା'ପରେ ମଲକିଯ ନାମକ ଜଣେ ସ୍ବର୍ଣ୍ଣକାର ସୈନ୍ଯମାନେ ଏକତ୍ରୀତ ହେଉଥିବା ଫାଟକ ଆଗ ରେ ମନ୍ଦିର ଦାସମାନଙ୍କର, ନଥିନୀଯମାନଙ୍କର ଓ ବଣିକମାନଙ୍କର ଗୃହ ପର୍ୟ୍ଯନ୍ତ, ଆଉ କଣର ଉଠାଣି ପର୍ୟ୍ଯନ୍ତ ଭଗ୍ନ ଅଂଶ ମରାମତି କଲେ।

Interlinear

Choose Theme