ଯିହୁଦାର ପୁତ୍ର ସରହରେ ବଂଶଜାତ ମଶଷେବଲରେ ପୁତ୍ର ପଥାହିଯ ଲୋକମାନଙ୍କ ସମସ୍ତ କାର୍ୟ୍ଯ ବିଷଯ ରେ ରାଜାଙ୍କୁ ଉପଦେଶ ଦେଲେ।
Cross references
ଏହାପରେ ଅନ୍ୟ ପିଲାଟି ଜନ୍ମ ନଲୋ, ଏହି ପିଲାଟିର ହସ୍ତ ରେ ସିନ୍ଦୁର ବର୍ଣ୍ଣ ତା'ର ହାତ ରେ ଥିଲା, ସେ ତା'ର ନାମ ସରହେ ଦେଲେ।
ଯିହୁଦାର ପୁତ୍ର, ଏର, ଓନନ୍, ଶଲୋ, ପରେସ୍ ଓ ସରହେ। କିନ୍ତୁ ଏର, ଓନନ୍ କିଣାନ ଦେଶ ରେ ମରିଥିଲେ, ପରେସର ପୁତ୍ର ହିଷ୍ରୋଣ ଓ ହାମୂଲ ଥିଲେ।
ସରହଠାରୁେ ସରହେୀଯ ଗୋଷ୍ଠୀ। ଯିହୁଦାର ଦୁଇପୁତ୍ର ଏର ଓ ଓନନ କିଣାନ ଦେଶ ରେ ହତ୍ଯା କରାୟାଇଥିଲେ।
ବନାଯ, କରେଥୀଯ ଓ ପଲେଥୀଯ ରକ୍ଷୀମାନଙ୍କର ଦାଯିତ୍ବ ରେ ଥିଲେ। ବନାଯ ଯିହାୟୋଦାରଦାଙ୍କ ପୁତ୍ର ଥିଲେ। ଆଉ ଦାଉଦଙ୍କ ପୁତ୍ରମାନେ ରାଜା ଦାଉଦଙ୍କର ସବୋ ନିମନ୍ତେ ମୁଖ୍ଯ ପଦାଧିକାରୀ ଥିଲେ।
ସଦାପ୍ରଭୁଙ୍କ ମନ୍ଦିରର ସବୋକାର୍ୟ୍ଯ ରେ ହାରୋଣଙ୍କ ବଂଶଧରମାନଙ୍କୁ ସାହାୟ୍ଯ କରିବା ଲବେୀୟମାନଙ୍କ କାର୍ୟ୍ଯ ଥିଲା। ଲବେୀୟମାନେ ଆହୁରି ମଧ୍ଯ ମନ୍ଦିରର ପ୍ରାଙ୍ଗଣ ଓ ପାଶର୍ବବର୍ତ୍ତୀ କଠାେରୀଗୁଡ଼ିକର ଯତ୍ନ ନେଉଥିଲେ। ସମସ୍ତ ପବିତ୍ର ସାମଗ୍ରୀକୁ ଶୁଚି କରିବା ସମାନଙ୍କେର କାର୍ୟ୍ଯ ଥିଲା। ପରମେଶ୍ବରଙ୍କ ମନ୍ଦିରର ସବୋ କରିବା କାର୍ୟ୍ଯ ସମାନଙ୍କେର ଥିଲା।
ମଶଷେବଲେ, ସାଦୋକ୍ ଓ ୟଦ୍ଦୁଯ,
ୟିହୂଦା, ଫରେସ ଓ ସରହଙ୍କେ ବାପା।