ନିହିମିୟା 12:19 · ଓଡ଼ିଆ ବାଇବେଲ
ମତ୍ତନଯ, ୟୋଯାରୀବ ପରିବାରର ମୁଖ୍ଯ ଥିଲେ, ଉଷି ୟିଦଯିଯ ପରିବାରର ମୁଖ୍ଯ ଥିଲେ।
Cross references
ପ୍ରଥମ ବଂଶାବଳୀ 9:10
ୟିରୁଶାଲମ ରେ ଏହି ଯାଜକମାନେ ବାସ କରୁଥିଲେ : ୟିଦଯିଯ ଯିହାୟୋଦାରରୀବ୍, ୟାଖୀନ୍ ଏବଂ ଅସରିଯ।
ପ୍ରଥମ ବଂଶାବଳୀ 24:7
ପ୍ରଥମ ଦଳ ଥିଲା ଯିହାୟୋଦାରରୀବଙ୍କ ଦଳ।
ନିହିମିୟା 11:10
ଏହି ଯାଜକମାନେ ଯେଉଁମାନେ ୟିରୁଶାଲମକୁ ୟାତ୍ରା କରିଥିଲେ। ସମାନେେ ହେଲେ, ୟୋଯାରୀବର ପୁତ୍ର ୟିଦଯିଯ, ୟାଖୀନ,