Home Bibles ☰ Books ନିହିମିୟା 12:35 · ଓଡ଼ିଆ ବାଇବେଲ
ନିହିମିୟା 12:35 · ଓଡ଼ିଆ ବାଇବେଲ

କେତକେ ଯାଜକ ତୂରୀ ନଇେ ଗଲେ। ୟିଖରିଯ ୟିଏକି, ଯୋନାଥନଙ୍କର ପୁତ୍ର, ୟିଏକି ଶମଯିଯର ପୁତ୍ର, ୟିଏକି ମତ୍ତନୀଯଙ୍କର ପୁତ୍ର, ୟିଏକି ମିଖାଯଙ୍କର ପୁତ୍ର, ୟିଏକି ସକ୍କୁରଙ୍କର ପୁତ୍ର, ୟିଏକି ଆସଫଙ୍କର ପୁତ୍ର ଥିଲେ। ତାଙ୍କର ଭାଇମାନେ ଶମଯିଯ ଅସ ରେଲ, ମିଲଲଯ, ଗିଲଲଯ, ମାଯିଯ, ନଥନଲେ, ଯିହୁଦା ଓ ହାନାନୀ। ପରମେଶ୍ବରଙ୍କର ଏହି ଲୋକମାନେ ପରମେଶ୍ବରଙ୍କର ସବେକ ଦାଉଦ୍ ନିକଟକୁ ବିଭିନ୍ନ ପ୍ରକାର ବାଦ୍ଯ ୟନ୍ତ୍ର ସହିତ ଗଲେ। ଲେଖକ ଏଜ୍ରା ସମାନଙ୍କେ ଆଗ ରେ ଗଲେ।

Cross references

ଗଣନା ପୁସ୍ତକ 10:2

ରୂପାର ଦୁଇଟି ତୂରୀ ନିର୍ମାଣ କର ଓ ତାହା ପିଟା ରୂପା ରେ ନିର୍ମିତ ହବେ। ତୁମ୍ଭେ ଲୋକମାନଙ୍କୁ ଏକତ୍ରୀତ କରିବା ପାଇଁ ଓ ସଗେୁଡିକୁ ୟାତ୍ରାରମ୍ଭ ରେ ବ୍ଯବହାର କରିବ।

ଯିହୋଶୂୟ 6:4

ସାତାଟେି ମଷେଶିଙ୍ଗା ସହିତ ସାତଜଣ ଯାଜକ ପବିତ୍ର ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖକକ୍ସ୍ଟ ଯିବେ। ଆଉ ସଲ୍ଗମ ଦିନ ରେ ତୁମ୍ଭମାନେେ ସାତଥର ନଗର ପ୍ରଦକ୍ଷିଣ କରବା ଉଚିତ୍ ଓ ଯାଜକମାନେ ମଷେର ଶିଙ୍ଗା ବଜାଇବା ଉଚିତ୍।

ପ୍ରଥମ ବଂଶାବଳୀ 6:39

ହମେନ୍ଙ୍କ ଆତ୍ମୀଯ ଥିଲେ ଆସଫ୍। ଆସଫ୍ ହମେନ୍ଙ୍କ ଦକ୍ଷିଣ ପାଶର୍‌ବ ରେ ରହି ସବୋକାର୍ୟ୍ଯ କରୁଥିଲେ। ଆସଫ ବରେିଖିଯଙ୍କ ପୁତ୍ର ଥିଲେ। ବରେିଖିଯ ଶିମିଯଙ୍କ ପୁତ୍ର ଥିଲେ।

ପ୍ରଥମ ବଂଶାବଳୀ 25:2

ଆସଫଙ୍କ ପରିବାରରୁ : ସକ୍କୁର, ଯୋଷେଫ୍, ନଥନିଯ ଓ ଅସା ରେଲ। ପରମେଶ୍ବରଙ୍କ ବାର୍ତ୍ତା ଘାଷେଣା କରିବା ନିମନ୍ତେ ରାଜା ଦାଉଦ ଆସଫଙ୍କୁ ମନୋନୀତ କରିଥିଲେ। ଆଉ ଆସଫ ତାଙ୍କର ପୁତ୍ରମାନଙ୍କୁ ପରିଚାଳନା କଲେ।

ପ୍ରଥମ ବଂଶାବଳୀ 26:10

ଏହିମାନେ ମରାରି ବଂଶର ଦ୍ବାରପାଳ ଥିଲେ, ହୋଷାର। ସିମ୍ରି ପ୍ରଥମ ପୁତ୍ର ରୂପେ ମନୋନୀତ ହାଇେଥିଲେ। ଦ୍ବାରପାଳମାନେ ବିଶଷେ ପ୍ରକା ରେ ସଦାପ୍ରଭୁଙ୍କ ମନ୍ଦିର ରେ ସବୋକାର୍ୟ୍ଯ କରୁଥିଲେ। ସିମ୍ରି ଜେଷ୍ଠପୁତ୍ର ନ ଥିଲେ, କିନ୍ତୁ ତାଙ୍କ ପିତା ତାଙ୍କୁ ପ୍ରଥମଜାତ ପୁତ୍ରରୂପେ ମନୋନୀତ କଲେ।

ଦିତୀୟ ବଂଶାବଳୀ 5:12

ଲବେୀୟ ଗାଯକମାନେ ୟଜ୍ଞବଦେୀର ପୂର୍ବପଟେ ଠିଆ ହେଲେ। ଆସଫ୍, ହମେନ୍ ଓ ୟିଦୂଥୂନ୍ଙ୍କ ଗାଯକଦଳର ପ୍ରେତ୍ୟକକ ସଠାେରେ ଥିଲେ। ଆଉ ସମାନଙ୍କେର ପୁତ୍ରଗଣ ଓ ଭ୍ରତାଗଣ ମଧ୍ଯ ସଠାେରେ ଥିଲେ। ସହେି ଲବେୀୟ ଗାଯକମାନେ ଶୁଭ୍ର କାର୍ପାସ ବସ୍ତ୍ର ପିନ୍ଧିଥିଲେ। ସମାନଙ୍କେ ନିକଟରେ ଗିନି, ସାରଙ୍ଗ ଓ ବୀଣାୟନ୍ତ୍ର ଥିଲା। ସହେି ଲବେୀୟ ଗାଯକମାନଙ୍କ ନିକଟରେ 120 ଜଣ ଯାଜକ ଥିଲେ। ସହେି 120 ଜଣ ଯାଜକ ତୂରୀ ବଜାଇଲେ।

ଦିତୀୟ ବଂଶାବଳୀ 13:12

ପରମେଶ୍ବର ସ୍ବଯଂ ଆମ୍ଭମାନଙ୍କ ସହିତ ରହିଛନ୍ତି। ସେ ଆମ୍ଭମାନଙ୍କର ଶାସକ ଅଟନ୍ତି, ଆଉ ତାଙ୍କର ଯାଜକମାନେ ଆମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭ ବିରୁଦ୍ଧ ରେ ୟୁଦ୍ଧର ଆହ୍ବାନ ରୂପେ ପରମେଶ୍ବରଙ୍କ ଯାଜକମାନେ ତାଙ୍କର ତୂରୀ ବଜାନ୍ତି। ହେ ଇଶ୍ରାୟେଲର ଲୋକମାନେ, ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ବିରୁଦ୍ଧ ରେ ୟୁଦ୍ଧ କର ନାହିଁ। ତୁମ୍ଭମାନେେ କବେେ ସଫଳ ହବେ ନାହିଁ।

ନିହିମିୟା 11:17

ମୀକାର ପୁତ୍ର ମତ୍ତନିଯ ୟିଏକି ସବ୍ଦିର ଆସଫର ପୁତ୍ର ଥିଲା, ୟିଏକି ଶମ୍ମୁଯର ପୁତ୍ର ବକ୍ବୁକିଯ ଓ ଅବଦା ସହିତ ଧନ୍ଯବାଦ ଅର୍ପଣର ପ୍ରାର୍ଥନା କରୁଥିଲେ। ୟିଏକି ଗାଲଲର ପୁତ୍ର, ଗାଲଲ ୟିଏକି ୟିଦୂଥୂନର ପୁତ୍ର ଥିଲା।

Interlinear

Choose Theme