ଆଉ ମା ସଯେ, ଶମଯିଯ, ଇଲିଯାସର, ଉଷି, ଯିହାହୋନନ୍, ମଲ୍କିଯ, ଏଲମ୍ ଓ ଏଷର ସମସ୍ତେ ଠିଆ ହାଇେ ରହିଲେ।
Cross references
ମାସିଯ, ବିଲ୍ଗଯ, ଶମଯିଯ, ଏମାନେ ସମସ୍ତେ ଯାଜକ ଥିଲେ।
ଆଉ ସମାନଙ୍କେ ଭାତୃଗଣ 128 ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍ଦୋଲୀମର ପୁତ୍ର ସବ୍ଦୀଯଲେ ସମାନଙ୍କେର ନିରୀକ୍ଷକ ଥିଲା।
ଆମ୍ଭମାନଙ୍କ ବଳସ୍ବରୂପ ପରମେଶ୍ବରଙ୍କର ଉଦ୍ଦେଶ୍ଯରେ ଉଚ୍ଚ ସ୍ବରରେ ଜଯଗାନ କର। ୟାକୁବର ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଜଯଧ୍ବନି କର।
ଗୀତ ଆରମ୍ଭ କର ଓ ଦାରା ବଜାଅ, ନବେଲ ସହିତ ସୁମଧୁର ବୀଣାରେ ସ୍ବର ବାହାର କର।
ଆସ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା। ଆମ୍ଭମାନଙ୍କ ପରିତ୍ରାଣର ଶୈଳ ଉଦ୍ଦେଶ୍ଯରେ ଆନନ୍ଦ ଧ୍ବନି କରିବା, ୟିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି।
ଇଶ୍ରାୟେଲୀୟମାନଙ୍କ ପ୍ରତି ପରମେଶ୍ବରଙ୍କ ପ୍ରମେ ଓ ବିଶ୍ବସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି। ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ବରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।
ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଆନନ୍ଦର ଜଯ ଗାନ କର।
ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସା ଗାନ କର। କାରଣ ସେ ମହିମାୟୁକ୍ତ କାର୍ୟ୍ଯ କରିଛନ୍ତି। ତାହାଙ୍କର ସମଗ୍ର ପୃଥିବୀ ରେ ମହିମା ବ୍ଯାପ୍ତ ହେଉ। ସମଗ୍ର ମାନବ ସମାଜ ଏହା ଜାଣନ୍ତୁ।